-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||     

HOME   ଜିଲ୍ଲା

ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ

01-Oct-2026



 

ସମ୍ବଲପୁର:(ସଂଜୀବ ପାଣିଗ୍ରାହୀ )- ମହାବୀରପଡା ପଞ୍ଚମୁଖୀ ଯୁବକ ସଂଘ୍ ଟ୍ରଷ୍ଟ ଆନୁକୂଲ୍ୟରେ ଆର୍ନ୍ତଜାତିକ ବଶିଷ୍ଠ ନାଗରିକ ଦିବସ ପାଳିତ ହୋଇଥିଲା।ସଂଗଠନ ର କାର୍ଯ୍ୟକାରୀ ସଭାପତି ରାଜେନ୍ଦ୍ର ପଣ୍ଡା ଙ୍କ ଅଧ୍ୟକ୍ଷତା ରେ ଆୟୋଜିତ ଏହି ସଭାରେ ମହାବୀରପଡା,ଧନୁପାଲି, ଗୋବିନ୍ଦତୋଳା,ପୁଟିବନ୍ଧ ଓ ଭତ୍ରା ଅଞ୍ଚଳ ର ପ୍ରାୟ ୬୦ ଜଣ ବରିଷ୍ଠ ନାଗରିକ ଯୋଗଦେଇଥିଲେ। ପ୍ରାରମ୍ଭରୁ ପଣ୍ଡିତ ରବିନାରାୟଣ ପଣ୍ଡା ଙ୍କ ଦ୍ଵାରା ପୂଜାର୍ଚନା ପରେ ସଭ୍ୟମାନେ ବରିଷ୍ଠ ନାଗରିକ ମାନଙ୍କୁ ଫୁଳଚନ୍ଦ୍ନ ନ ଓ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରିଥିଲେ। ସଂଗଠନ ର ସମ୍ପାଦକ କାହ୍ନୁରାମ ଶର୍ମା ସ୍ୱାଗତ ଭାଷଣ ଦେଇ ବରିଷ୍ଠ ନାଗରିକ ଙ୍କ ଆଶୀର୍ବାଦ କାମନା କରିଥିଲେ ସଭାପତି ଶ୍ରୀ ପଣ୍ଡା ସଭାର ଉଦ୍ଦେଶ୍ୟ ଜ୍ଞାପନ ସହ ଧନୁପାଲି ଅଞ୍ଚଳ ରେ ଏହି ବରିଷ୍ଠ ନାଗରିକ ମଞ୍ଚ ର ଆବଶ୍ୟକତା ଓ ବରିଷ୍ଠ ନାଗରିକ ମାନେ କିପରି ତାଙ୍କପାଇଁ ଉଦ୍ଦିଷ୍ଟ ସୁବିଧା ସୁଯୋଗ ରୁ ବଞ୍ଚିତ ସେ ବିଷୟ ରେ ଆଲୋକପାତ କରି ଏହି ସଂଗଠନ କୁ ସକ୍ରିୟ କରିବାକୁ ଆହ୍ୱାନ ଦେଇଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ଶ୍ରୀ ବିଭୂତି ମାଝୀ,ପୃଥିରାଜ ମିଶ୍ର,ଜଗଦିଶ ତ୍ରୀପାଠୀ, ରାମଚନ୍ଦ୍ର ନାୟକ, ମାନଭଞ୍ଜନ  ମିଶ୍ର,ଦାମୋଦର କର ପ୍ରମୁଖ ନିଜ ନିଜ ର ବକ୍ତବ୍ୟ ରଖିଥିଲେ।ମୁଖ୍ୟ ଅତଥିଭାବେ ଯୋଗଗୁରୁ ଡାକ୍ତର ଜୟଦେବ ମେହେର ଯୋଗଦେଇ ବରିଷ୍ଠ ନାଗରିକ ଙ୍କ ସୁସ୍ଥ ଜୀବନ ଚର୍ଯା ଉପରେ କହିଥିଲେ। ଉପସଭାପତି ଶ୍ରୀ ଚକାନନ୍ ମିଶ୍ର ଧନ୍ୟବାଦ୍ ଅର୍ପଣ କରିଥିଲେ।ଆଗାମୀ ଦି ମାନଙ୍କରେ ବର୍ଷ ତମାମ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯିବ ବୋଲି ସମ୍ପାଦକ ପ୍ରକାଶ କରିଥିଲେ।ଶ୍ରୀ ଶିବ ନାରାୟଣ ପଣ୍ଡା,ଶ୍ରୀ ସଂଜୀବ ପାଣିଗ୍ରାହୀ,ଆଲୋକ ମିଶ୍ର,ବିହାରୀ ବିଶ୍ୱାଳ,ପ୍ରଦୀପ ଧର,ସୁଶୀଲ ମିଶ୍ର ,ପ୍ରଦୀପ ଚଇନି , ଡେନି  ପଟେଲ, ରୁପେଶ ପଟେଲ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   01-Oct-2026
  ଜିଲ୍ଲା  
*ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   01-Oct-2026

You Might Also Like