-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||     

HOME   ରାଜ୍ୟ

ବାଲେଶ୍ୱର : ଗଳ୍ପ ପ୍ରତିଯୋଗିତାରେ ପୁରସ୍କୃତ ହେଲେ ୨ ପ୍ରତିଯୋଗୀ

13-Feb-2021



ବାଲେଶ୍ବର,(ନରେନ୍ଦ୍ର ପ୍ରସାଦ ବେହେରା): ଗଳ୍ପ ଓ ପ୍ରବନ୍ଧ ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ଵ କହିଲେ ଅତ୍ୟୁକ୍ତି ହେବନାହିଁ । ଆଜିର ସାହିତ୍ୟ ସମାଜରେ ସାହିତ୍ଯିକା ଓ ସାହିତ୍ୟକ ମାନଙ୍କ ଠାରୁ ଗଦ୍ଯ ସାହିତ୍ୟ ଧୀରେ ଧୀରେ ଦୂରେଇ ଯାଉଥିବା ବେଳେ ୨୦୧୯ ମସିହା ବାଲେଶ୍ବର ଜିଲ୍ଲା ଖଇରା ବ୍ଲକରେ ଗଢିଉଠିଥିବା " ମୋ ଅନୁଷ୍ଠାନ ସାହିତ୍ୟ ସଂସଦ " ଆଳଦା, ଖଇରା,ବାଲେଶ୍ବର ଗଦ୍ଯ ସାହିତ୍ୟର ବିକାଶ ପାଇଁ ପ୍ରତି ମୁହୂର୍ତ୍ତରେ ସଂଗ୍ରାମ କରିଚାଲିଛି । ମୋ ଅନୁଷ୍ଠାନ ହ୍ଵାଟ୍ସଆପ ଏବଂ ଫେସବୁକ୍ ଗୃପରେ ଥିବା ସଭ୍ଯ/ସଭ୍ଯା ମାନଙ୍କୁ ନେଇ ପ୍ରତିମାସ ଓଡିଆ ମାନଙ୍କ ବିଭିନ୍ନ ପର୍ବପର୍ବାଣୀକୁ ପ୍ରାଧାନ୍ୟ ଦେଇ ରାଜ୍ୟ ସ୍ତରୀୟ ଗଦ୍ଯ ସାହିତ୍ୟର ପ୍ରତିଯୋଗିତା ଆରମ୍ଭ କରିଚାଲିଛି ।  ଏଥିରେ ରାଜ୍ୟର ଵିଭିନ୍ନ ଜିଲ୍ଲାରୁ କବି କବୟିତ୍ରୀମାନେ ଅଂଶ ଗ୍ରହଣକରି ପୁରସ୍କୃତ ହୋଇଥାନ୍ତି । ଅନୁଷ୍ଠାନର ସଭାପତି ନାରାୟଣ ଚନ୍ଦ୍ର ସେନାପତି ସମସ୍ତ କାର୍ଯ୍ୟକ୍ରମକୁ ସୁଚାରୁ ରୂପେ ପରିଚାଳନା କରୁଛନ୍ତି । ପ୍ରତିଥର ଶ୍ରୀ ସେନାପତି ପ୍ରସଙ୍ଗ ଦେବା ସହିତ ଫଳାଫଳ ଅନୁଷ୍ଠାନକୁ ଅବଗତ କରାଇବା ପରେ ଘୋଷିତ ହୋଇଥାଏ । ଅନୁଷ୍ଠାନ ତରଫରୁ ଏ ବର୍ଷର ୩ୟ ପର୍ଯ୍ଯାୟ ପାଇଁ ପ୍ରସଙ୍ଗ ଥିଲା ଗଳ୍ପ " ବିଷ ଫଳ '" । ଏଥିରେ ବିଭିନ୍ନ ଜିଲ୍ଲାରୁ ପ୍ରତିଯୋଗୀ ମାନେ ଭାଗନେଇ ଥିଲେ । ସେଥିମଧ୍ୟରୁ ଯାଜପୁର ଜିଲ୍ଲା ଶ୍ରୀରାମପୁର ଅଞ୍ଚଳର ସୁ ଗୃହିଣୀ, ସୁ କବୟିତ୍ରୀ ଓ ସୁ ଲେଖିକା ସରସ୍ବତୀ ପଣ୍ଡା ପ୍ରଥମ ଓ କେନ୍ଦୁଝର ଜିଲ୍ଲା କନକମ୍ପା, ଷଡ଼ଙ୍ଗର ଜଣେ ଉତ୍ତମ ଶିକ୍ଷୟିତ୍ରୀ, ସୁ କବୟିତ୍ରୀ, ସୁ ଲେଖିକା ମମତାମୟୀ ବିଶ୍ବକଲ୍ଯାଣୀ ରାଉତ ଦ୍ବିତୀୟ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇ ଗଦ୍ଯ ସାହିତ୍ୟ ତଥା ଜିଲ୍ଲାର ଗୌରବ ବୃଦ୍ଧି କରିଛନ୍ତି । ଏଥିପାଇଁ ଦୁଇ ପ୍ରତିଯୋଗୀଙ୍କୁ ୫୦୧(ପାଞ୍ଚ ଶହ ଏକ)ଟଙ୍କା ପୁରସ୍କାର ସ୍ବରୂପ ପ୍ରଦାନ କରାଯାଇଛି । ଆଗାମୀ ଦିନରେ କୃତି ପ୍ରତିଯୋଗୀ ମାନଙ୍କ ପାଇଁ ଆହୁରି ସୁନ୍ଦର ଓ ମୂଲ୍ୟବାନ ପୁରସ୍କାର ରହିଛି ବୋଲି ଅନୁଷ୍ଠାନର ପ୍ରତିଷ୍ଠାତା ଓ ସମ୍ପାଦକ ନରେନ୍ଦ୍ର ପ୍ରସାଦ ବେହେରା ଗଣମାଧ୍ୟମକୁ ଜଣାଇଛନ୍ତି ।

 


News Comment




Photo in News

Advertisment
Lastest News
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026

You Might Also Like