-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||     

HOME   ଜିଲ୍ଲା

ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ 

02-Oct-2026



ଟିଟିଲାଗଡ଼: ଅକ୍ଟୋବର ୨ ତାରିଖ ଶୁକ୍ରବାର ଦିନ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ପବିତ୍ର ଜୟନ୍ତୀ ଅବସରରେ ଟିଟିଲାଗଡ଼ ସହରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଏହି ଅବସରରେ ସ୍ଥାନୀୟ ପୌରପରିଷଦ କଲ୍ୟାଣ ମଣ୍ଡପଠାରେ ଦିନବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ସହିତ ଗାନ୍ଧୀ ଓ ଶାସ୍ତ୍ରୀଙ୍କ ଜୟନ୍ତୀ ପାଳନ କରାଯାଇଛି।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଟିଟିଲାଗଡ଼ ବିଧାୟକ ଶ୍ରୀଯୁକ୍ତ ନବୀନ କୁମାର ଜୈନ,  ସମ୍ମାନିତ ଅତିଥି ଭାବେ ଟିଟିଲାଗଡ ଉପଜିଲ୍ଲାପାଳ ଶ୍ରୀଯୁକ୍ତ ପଦ୍ମନାଭ ସାମନ୍ତରାୟ, ପୌରପରିଷଦର ଅଧ୍ୟକ୍ଷା ଶ୍ରୀମତୀ ମମତା ଦେବୀ ଜୈନ, ଏସଡି ପିଓ ଶ୍ରୀଯୁକ୍ତ ଯଶୋବନ୍ତ ନାରାୟଣ ପ୍ରଧାନୀ,, ତହସିଲଦାର ଶ୍ରୀଯୁକ୍ତ ଶଙ୍କର ବାଗ, ପୌର ନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ଚନ୍ଦନ ଶତପଥୀ, ବିଜେପି ଜିଲ୍ଳା ସାଧାରଣ ସମ୍ପାଦକ ଶ୍ରୀ ପ୍ରଶାନ୍ତ ଷଡଙ୍ଗୀ, ଅନ୍ୟାନ୍ୟ ଅଧିକାରୀ ଯୋଗଦେଇଥିଲେ। 
ସକାଳେ ରାମଧୁନ, ପଦଯାତ୍ରା, ଗାନ୍ଧୀଜୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ, ସ୍ୱଚ୍ଛତା ଅଭିଯାନ, ବିଭିନ୍ନ ସାମାଜିକ ସଚେତନତାମୂଳକ କାର୍ଯ୍ୟକ୍ରମ ଆୟୋଜିତ ହେବା ପରେ ମୁଖ୍ୟ ଅତିଥିଙ୍କ ଦ୍ୱାରା ବକ୍ତବ୍ୟ ପ୍ରଦାନ ଓ ପୁରସ୍କାର ବିତରଣ ଆଦି ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ  ମହାତ୍ମା ଗାନ୍ଧୀ ଓ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଆଦର୍ଶକୁ ସ୍ମରଣ କରିବା ସହ ସ୍ୱଚ୍ଛତା ଓ ସାମାଜିକ ଦାୟିତ୍ୱ ପ୍ରତି ସଚେତନ ହେବାକୁ ଆହ୍ୱାନ କରାଯାଇଥିଲା। ବିଭିନ୍ନ ଧର୍ମ ଗୁରୁ ମାନେ ମଧ୍ୟ ଦେଶର ଏକତା ଏବଂ ଅଖଣ୍ଡତା ବଜାୟ ରଖିବାକୁ କହିବା ସହ ଉଭୟ ମହାପୁଋଷଙ୍କୁ ନିଜ ଜୀବନରେ ଆଦର୍ଶ ରୂପେ ଗ୍ରହଣ କରିବା ସହ ଦେଶ ପାଇଁ କାର୍ଯ୍ୟ କରିବାକୁ ସମସ୍ତଙ୍କୁ ଆହ୍ୱାନ ଦେଇଥିଲେ। ଅତିରିକ୍ତ ଦାୟିତ୍ବ ଗ୍ରହଣ କରିଥିବା ସହାୟକ ଜିଲ୍ଲାପାଳ ଶ୍ରୀଯୁକ୍ତ ତୁଷାର କାନ୍ତ ମହଲାଙ୍କ ଆୟୋଜକ ତାରେ କାର୍ଯ୍ୟକ୍ରମଟି ସଫଳ ଭାବେ ପରିଚାଳନା କରଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026

You Might Also Like