-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||     

HOME   ଜିଲ୍ଲା

ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ

02-Oct-2026



କଟକ ତା ୨/୧୦/୨୦୨୬(ତପନ ମହାନ୍ତି )ଦୈନିକ ଇଂରାଜୀ ସମ୍ବାଦପତ୍ର 'ଦି ଇଣ୍ଡିଆନ୍ ଏକ୍ସପ୍ରେସ୍' ରେ ପ୍ରକାଶିତ ଖବର ସ୍ପଷ୍ଟ ଭାବେ ପ୍ରମାଣିତ କରିଛି ଯେ ଦେଶର ମୁଖ୍ୟ ନିର୍ବାଚନ କମିଶନର ଶ୍ରୀ ଜ୍ଞାନେଶ କୁମାର ଅତ୍ୟନ୍ତ ଏକଛତ୍ରବାଦୀ ଢଙ୍ଗରେ କ୍ଷମତାସୀନ ବିଜେପି ଦଳକୁ ଫାଇଦା ପହଞ୍ଚାଇବା ଏବଂ ବିଭିନ୍ନ ରାଜ୍ୟରେ ଏହି ଦଳର ନିର୍ବାଚନୀ ବିଜୟକୁ ସୁନିଶ୍ଚିତ କରିବା ପାଇଁ ଗୋଟିଏ ପରେ ଗୋଟିଏ ଜନବିରୋଧୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏସଆଇଆର୍ ଓ ଲଜିକାଲ ଡିସକ୍ରିପାନ୍ସୀ ନାଁରେ ସାରା ଦେଶରେ ୧୩ କୋଟିରୁ ଅଧିକ ଲୋକଙ୍କୁ ଭୋଟର ତାଲିକାରୁ ମନ ଇଛା ବାଦ ଦିଆଯାଇଛି। ବାଦ୍ ପଡ଼ିଥିବା ଏହି ଲୋକମାନେ ଯେ କେବଳ ଭୋଟ ଅଧିକାରୁ ବଞ୍ଚିତ ହେବେ ତାହା ନୁହେଁ, ସେମାନଙ୍କ ଭାରତୀୟ ନାଗରିକତ୍ବକୁ ନେଇ ପ୍ରଶ୍ନ ଉଠିବ ଏବଂ ସେମାନେ ବହୁ ସରକାରୀ ସୁବିଧା ସୁଯୋଗରୁ ମଧ୍ୟ ବଞ୍ଚିତ ହେବେ ।ଫର୍ମ ୬ ରେ ବିବାଦୀୟ ପ୍ରସଙ୍ଗକୁ ଯୁକ୍ତ କରି ଲକ୍ଷ ଲକ୍ଷ ସଂଖ୍ୟାରେ ନୂଆ ଭୋଟରଙ୍କୁ ଭୋଟର ଭାବରେ ପଞ୍ଜିକରଣରୁ ବଞ୍ଚିତ କରାଯାଇଛି । ଏକ ବିବାଦୀୟ ସଫ୍ଟୱେର ଜରିଆରେ ଭୋଟର ତାଲିକାରେ ନାମ ଯୋଡିବା ଓ କାଟିବା ନିଷ୍ପତ୍ତିକୁ ସମ୍ପୂର୍ଣ୍ଣ କେନ୍ଦ୍ରୀକୃତ କରି ଶାସକ ଦଳକୁ ଲାଭ ପହଞ୍ଚାଯାଇଛି । ଫର୍ମ ୭ ର ଅପବ୍ୟବହାର କରି ଲକ୍ଷ ଲକ୍ଷ ସଂଖ୍ୟାରେ ଶାସକ ବିଜେପି ଦଳର ବିରୋଧୀ ମାନଙ୍କ ଭୋଟ କାଟିବା ସମ୍ପର୍କିତ ଗୁରୁତର ଅଭିଯୋଗ ଆସୁଛି। ମୁଖ୍ୟ ନିର୍ବାଚନ କମିଶନରଙ୍କର ଏହି ଧରଣର ଅପରାଧିକ କାର୍ଯ୍ୟ ଜନସଧାରଣଙ୍କ ଗଣତାନ୍ତ୍ରିକ ଅଧିକାର ଉପରେ ଏକ ଫାସିବାଦୀ ଆକ୍ରମଣ । 

 

ଏହି ପରିସ୍ଥିତିରେ ଏସୟୁସିଆଇ ( କମ୍ୟୁନିଷ୍ଟ) କଟକ ଜିଲ୍ଲା କମିଟି ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ତୁରନ୍ତ ବହିଷ୍କାର କରିବା, ସମଗ୍ର ଏସଆଇଆର ପ୍ରକ୍ରିୟାକୁ ତୁରନ୍ତ ରଦ୍ଦ କରିବା ଓ ଏସଆଇଆର ଜରିଆରେ ସମଗ୍ର ଦେଶରେ ଭୋଟର ତାଲିକାରୁ ବାଦ୍ ପଡ଼ିଥିବା ସମସ୍ତ ଭୋଟରଙ୍କ ନାମ ପୁନର୍ବାର ତାଲିକାଭୁକ୍ତ କରିବା ଦାବିରେ କଲେଜ ଛକରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।

ବିକ୍ଷୋଭ ସ୍ଥଳ ପ୍ରତିବାଦ ସଭାରେ ଏସ୍ ୟୁ ସି ଆଇ (କମ୍ୟୁନିଷ୍ଟ) ଜିଲ୍ଲା ସମ୍ପାଦକ ବିଶ୍ୱାବସୁ ଦାସଙ୍କ ପରିଚାଳନାରେ ପାର୍ଟି ରାଜ୍ୟ ସଂପାଦକ ମଣ୍ଡଳୀ ସଦସ୍ୟ ଛବି ମହାନ୍ତି ବକ୍ତବ୍ୟ ଦେଇଥିଲେ।ଖଗେଶ୍ୱର ସେଠୀ, ରାଜକିଶୋର ମଲ୍ଲିକ, ବବି ବଳବନ୍ତରାୟ, ଦୀପକ ଦାସ, ସିଦ୍ଧାର୍ଥ ରଥ, ବସନ୍ତ ନାୟକ, ଭାଗ୍ୟରବି ଦାସ, ବିନୋଦ ସେଠୀ, ତରୁଣସେନ ନାୟକ, ଶିବାନୀ ସାହୁ, ଶୁଭସ୍ମିତା ସାହୁ, ଅକ୍ଷୟ ରାଉଳ,ସ୍ୱାଧିନୀ ବେହେରା , ପ୍ୟାଭେଲ ପ୍ରିୟଦର୍ଶନ, ପ୍ରତାପ ମିଶ୍ର, ସୌଭାଗ୍ୟ ସାମଲ, ସିପ୍ରା ମହାନ୍ତି, ଶୋଭା ଦେହୁରୀ, ଝରଣା ଦାସ, ଭାଗ୍ୟଶ୍ରୀ ପ୍ରଧାନ ପ୍ରମୁଖ ବିକ୍ଷୋଭରେ ନେତୃତ୍ୱ ନେଇଥିଲେ। ବିକ୍ଷୋଭ ସ୍ଥଳରେ ଏକ ପ୍ରତିବାଦ ସଭା ଆୟୋଜିତ ହୋଇଥିଲା ଓ ଜ୍ଞାନେସ କୁମାରଙ୍କ କୁଶପୁତ୍ତଳିକା ଦାହ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026

You Might Also Like