-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||     

HOME   ରାଜ୍ୟ

ପେଟ୍ରୋଲ ଦେବାକୁ ମନାକରିବାରୁ ବୋମାମାଡ କଲେ ଦୁର୍ବୃତ୍ତ, ପମ୍ପ୍ କର୍ମଚାରୀ ଆହତ

13-Feb-2021



ଚଣ୍ଡିଖୋଲ(ପ୍ରେରଣା ଖବର ବ୍ୟୁରୋ): ପେଟ୍ରୋଲ ପମ୍ପରେ ଦୁର୍ବୃତ୍ତଙ୍କ ବୋମା ମାଡ଼ । ଯାଜପୁର ଜିଲ୍ଲା ବୈରୀଠାରେ ଶୁକ୍ରବାର ରାତି ୧୦ଟା ବେଳେ ଦୁଇ ଜଣ ବ୍ୟକ୍ତି ପେଟ୍ରୋଲ ପମ୍ପକୁ ତେଲ ପକାଇବାକୁ ଆସିଥିଲେ । ଏହି ସମୟରେ ପେଟ୍ରୋଲ ପମ୍ପ ବନ୍ଦ ହେଲାଣି ବୋଲି ପେଟ୍ରୋଲ ପମ୍ପ କର୍ମଚାରୀ କହିଥିଲେ । ଫଳରେ ଦୁଇ ଜଣ ଦୁର୍ବୃତ୍ତ ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ଆକ୍ରମଣ କରିବା ସହ ପେଟ୍ରୋଲ ପମ୍ପ ସମ୍ମୁଖରେ ବୋମା ପକାଇଥିଲେ ।

ଘଟଣା ସଂପର୍କରେ ଖବର ପାଇ ବୈରୀ ପୋଲିସ ପହଞ୍ଚି ଦୁଇ ଜଣଙ୍କୁ କାବୁ କରିବା ସହ ସେମାନଙ୍କୁ ଥାନାରେ ଅଟକ ରଖିଛି । ବାଇକକୁ ଜବତ କରିବା ସହ ଅଫୁଟା ବୋମା ମଧ୍ୟ ଜବତ କରିଛି ପୋଲିସ । ଆହତ କର୍ମଚାରୀ ମେଡିକାଲରେ ଚିକିତ୍ସା କରାଇ ଘରକୁ ଫେରିଛନ୍ତି । ପେଟ୍ରୋଲ ପମ୍ପ ମ୍ୟାନେଜର ଏ ନେଇ ବୈରୀ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ତେବେ ଦୁର୍ବୃତ୍ତମାନେ ପେଟ୍ରୋଲ ନଦେବାରୁ ବୋମା ପକାଇଲେ ନା ଅନ୍ୟ କେଉଁ କାରଣରୁ ବୋମା ପକାଇଲେ ସେ ନେଇ ବୈରୀ ପୋଲିସ ଅଧିକ ତଦନ୍ତ ଚଳାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026

You Might Also Like