-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||     

HOME   ଜିଲ୍ଲା

ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ

02-Oct-2026



(ରଂଜିତ ମହାନ୍ତି )
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ ବରୀ ରାମଚନ୍ଦ୍ରପୁର ସ୍ଥିତ ଗୋପବନ୍ଧୁ ଚୌଧୁରୀ ମହାବିଦ୍ୟାଳୟର କର୍ମଚାରୀ ହରିଶ୍ଚନ୍ଦ୍ର ନାୟକ ଆଜି ଅଵସର ଗ୍ରହଣ କରିଛନ୍ତି । ଏହି ଅବସରରେ କଲେଜ ପକ୍ଷରୁ ଏକ ଅଵସରକାଳୀନ ସମ୍ବର୍ଦ୍ଧନା ସଭା ଆୟୋଜିତ ହୋଇଥିଲା । ଉକ୍ତ ସଭାରେ ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରଫେସର ପ୍ରବୋଧ କୁମାର ସାମଲ ସଭାପତିତ୍ୱ କରିଥିଲା ବେଳେ ଦୁଇ ବରିଷ୍ଠ ପ୍ରାଧ୍ୟାପକ ରାଖଲ କୁମାର ସେନାପତି ଓ ବିମଳ କୁମାର ଜେନା ସମ୍ମାନିତ ଅତିଥି ଭାବେ ଯୋଗଦାନ କରିଥିଲେ । ସଭାରେ ମୁଖ୍ୟ ଆକର୍ଷଣ ଭାବେ ଯୋଗଦେଇଥିଲେ ହରିଶ୍ଚନ୍ଦ୍ର ନାୟକ । ଆୟୋଜିତ ସଭାରେ ସମସ୍ତ ଅଧ୍ୟାପକ, ଅଧ୍ୟାପିକା, ସାଥି କର୍ମଚାରୀ ମାନେ ତାଙ୍କ ଗୁଣଗାନ କରିବା ସହିତ ତାଙ୍କ ଭଳି ଜଣେ ଦରଦୀ ମଣିଷ ବିରଳ ବୋଲି ମତ ଦେଇଥିଲେ । ବରୀ ଅଞ୍ଚଳରେ ତାଙ୍କର ଏକ ଭିନ୍ନ ପରିଚୟ ରହିଛି । ସେ ହରି ଭାଇ ନାମରେ ସମସ୍ତଙ୍କ ନିକଟରେ ପରିଚିତ । ନିଜ ଭିତରେ ଥିବା ଦୁଃଖକୁ ସେ କେବେ ପ୍ରକାଶ ନକରି ସବୁ ସମୟରେ ହସ ହସ ମୁହଁରେ ରହି ନିଜ ଦାୟିତ୍ୱ ନିର୍ବାହ କରିବାର ଅନନ୍ୟ ଉଦାହରଣ ସୃଷ୍ଟି କରିଛନ୍ତି । ଅବସରପ୍ରାପ୍ତ କର୍ମଚାରୀ ହରିଶ୍ଚନ୍ଦ୍ର ନାୟକ ନିଜ ଚାକରି ଜୀବନର ଅନୁଭୂତି ବର୍ଣ୍ଣନା କରିଥିଲେ ।
ସଭାର ସଭାପତି ତଥା ଅଧ୍ୟକ୍ଷ ପ୍ରଫେସର ସାମଲ ନିଜ ବକ୍ତବ୍ୟରେ କହିଥିଲେ ହରିଶ୍ଚନ୍ଦ୍ର ନାୟକ ଜଣେ ନିଷ୍ଠାପର କର୍ମଚାରୀ ଭାବେ ନିଜ ଦାୟିତ୍ୱ ସଠିକ ଭାବେ ନିର୍ବାହ କରି ସମସ୍ତଙ୍କ ପ୍ରିୟ ଭାଜନ ହୋଇପାରିଥିଲେ । ସେ ଥିଲେ ଏହି ଅନୁଷ୍ଠାନର ଅନନ୍ୟ ପରିଚୟ । ଅନୁଷ୍ଠାନ ତାଙ୍କୁ ସବୁଦିନ ମନେ ରଖିବ । ସଭାପରେ ତାଙ୍କୁ ବାଜା ବାଣ ସହିତ ଏକ ଖୋଲା ଜିପରେ ବଜାର ଓ ଗ୍ରାମ ପରିକ୍ରମା କରି ତାଙ୍କ ବାସଭବନରେ କଲେଜର ଅଧ୍ୟକ୍ଷଙ୍କ ସମେତ ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ନେଇ ଛାଡିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026

You Might Also Like