-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||     

HOME   ଜିଲ୍ଲା

*ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*

03-Oct-2026



ନବରଙ୍ଗପୁର (ମିହିର ଶଙ୍କର ପାତ୍ର)
ସାରା ଦେଶ ପାଳୁଛି ଗାନ୍ଧୀ ଜୟନ୍ତୀ କିନ୍ତୁ ଦୁଃଖର ସହ କହିବାକୁ ପଡୁଛି ଡାବୁଗାଁ ଗାନ୍ଧୀ ପାର୍କରେ ଅବହେଳିତ ଅବସ୍ଥା ରେ ରହିଛି ଗାନ୍ଧୀଙ୍କ ପ୍ରତିମୂର୍ତ୍ତି। ଗାନ୍ଧୀଙ୍କ ପ୍ରତିମୂର୍ତ୍ତିକୁ ଦେଖିଲେ ଜଣାପଡୁଛି ସ୍ଥାନୀୟ ପ୍ରଶାସନର ଦେଶଭକ୍ତି କେତେ? ପ୍ରତିମୂର୍ତ୍ତିଟି ସମ୍ପୂର୍ଣ ଖଣ୍ଡିଆ ଖାବରା ହୋଇ ଯାଇଛି, କାନ କଣ୍ଡିଆ, ପ୍ରୀତମୂର୍ତ୍ତି ରୁ ଚଷମା ଗାୟବ। ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ପାଖରେ ପଡିଛି ଅଳିଆ ଆବର୍ଜନା।ଆଜି ଗାନ୍ଧୀ ଜୟନ୍ତୀ ଅବସରେ ଡାବୁଗାଁ ବ୍ଲକର କଂଗ୍ରେସ ବ୍ଲକ ସଭାପତି ଜି ସାଇରଜୁ, ଡାବୁଗାଁ ବ୍ଲକ ପୂର୍ବତନ ବ୍ଲକ ଅଧକ୍ଷ ବଂଶୀଧର ମାଝୀ, ଯୁବନେତା ଶଶୀଧର ମାଝୀ ସମେତ ଅନେକ କଂଗ୍ରେସ କର୍ମୀ  ଗାନ୍ଧୀ ପାର୍କକୁ ଯାଇ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ମାଲ୍ୟ ଦେଇ ଗାନ୍ଧୀଜୟନ୍ତୀ ପାଳନ ଲାରିଥିଲେ। ଏହାଶହଡାବୁଗାଁ କଂଗ୍ରେସ ବ୍ଲକ ସଭାପତି ଡାବୁଗାଁ ବ୍ଲକ ପ୍ରଶାସନର  ଗାନ୍ଧୀଙ୍କ ପ୍ରତୀ ଅବହେଳା ବିଷୟରେ  ନିଜର ବକ୍ତବ୍ୟ ରଖିଥିଲେ କିଭଳି ସବୁଜାଣି ମଧ୍ୟ ସ୍ଥାନୀୟ ପ୍ରଶାସନ ନିରବ, ପ୍ରଶାସନର ଅବହେଳା ଏବଂ ରକ୍ଷଣ ବେକ୍ଷଣ ଅଭାବରୁ ଅବହେଳିତ ଅବସ୍ଥାରେ ପଡ଼ିରହିଛି ଡାବୁଗାଁ ସଦର ମହକୁମା ସ୍ଥିତ ଗାନ୍ଧୀ ପାର୍କ ଏବଂ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି। ଏକ ପଦର କହିବାକୁ ଗଲେ ଏହା ମଦୁଆଙ୍କ ଅଡ୍ଡା ସ୍ଥଳୀ ପାଲିଟି ଯାଇଛି ଏବଂ ସ୍ଵଛ ଭାରତ ମିଶନ ଏହି ସ୍ଥାନରେ ସମ୍ପୂର୍ଣ୍ଣ ଫେଲ ମାରିଚି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026
  ଜିଲ୍ଲା  
ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   03-Oct-2026
  ଜିଲ୍ଲା  
ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   03-Oct-2026
  ଜିଲ୍ଲା  
ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   03-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   03-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ   03-Oct-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026

You Might Also Like