-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||     

HOME   ଜିଲ୍ଲା

ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ

03-Oct-2026



ବରପାଲି -(ସୁଦାମ ଦୀପ )ବରଗଡ ଜିଲ୍ଲା ଜଟଲା ଶ୍ରୀଗିଡା ଠାରେ ସଂଯୁକ୍ତ ଯୁବ ସଂଗଠନ ଦ୍ୱାରା ପରିଚାଳିତ ଶାନ୍ତି ତପୋବନ ଆଶ୍ରମ, ମାତୃଛାୟା, ବାନପ୍ରସ୍ଥ ତଥା ନର ନାରାୟଣ ସେବା ମନ୍ଦିର,  ଠାରେ ଶୋଡ଼ଷ ତମ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି lଏହି ଦିବସ ପାଳନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସମାଜସେବୀ ଶ୍ରୀ ଶ୍ୟାମ ସୁନ୍ଦର ଅଗ୍ରୱାଲ, ମୁଖ୍ୟ ବକ୍ତା ଶ୍ରୀ ଉତ୍ପନ୍ନ ଭୋଇ, ସମ୍ମାନିତ ଅତିଥି ଶ୍ରୀମତୀ ନିରଜ ଅଗ୍ରୱାଲ, ବ୍ରହ୍ମକୁମାରୀ ତପସ୍ୱିନୀ ଓ ବରପାଲି ଫାର୍ମାସିଷ୍ଟ କଲେଜର ଅଧ୍ୟକ୍ଷ ଶ୍ରୀଯୁକ୍ତ ନରେନ୍ଦ୍ର କୁମାର ହୋତା ଯୋଗଦେଇ ଉଦବୋଧନ ଦେଇଥିଲେ l 
ଶତାୟୁ ସମ୍ମାନ ଶ୍ରୀମତୀ ସୁଦେବୀ ମିଶ୍ର ୧୦୩ ବର୍ଷ ନିବାସୀ ଖରମୁଣ୍ଡା (ଭଟଲି ) ଓ ଶ୍ରୀ ଗୋପୀନାଥ ନାୟକ ୧୦୦ ବର୍ଷ,ନିବାସୀ ଭଟଲି ଙ୍କୁ ଶତାୟୁ ସମ୍ମାନ  ୨୦୨୬ ପ୍ରଦାନ କରିଥିବା ବେଳେ ଅଏନ ପୋ ବହ ସମ୍ମାନ ଶ୍ରୀମତୀ ନୀଳିମା ପାଢୀ ସ୍ୱାମୀ ଶ୍ରୀ ସତ୍ୟନାରାୟଣ ପାଡ଼ି କୁଦପାଲି, ଭେଡେନ ଙ୍କୁ ସମ୍ମାନିତ କରା ଯାଇଥିଲା l ଗତ ଜୁନ ମାସରେ ମାତୃଛାୟା ର ଅନ୍ତେବାସିନୀ ଅଣଜାତିର ଯମୁନା କୁ ଜାତି ସମାଜକୁ ସାଙ୍ଗରେ ନେଇ ବୈଦିକ ଓ ସମାଜ ପରମ୍ପରା ଅନୁଶାରେ ବିଧିବଦ୍ଧ ଭାବେ ବରଯାତ୍ରୀ ଆସି ତାଙ୍କ ପୁଅ ସହ ଯମୁନା ସହିତ ବିବାହ କରି ଗୃହକୁ ନେଇ ମହାନ କାର୍ଯ୍ୟ କରିଥିବାରୁ କୁଲୁଣ୍ଡା ଗ୍ରାମର ଅତାବିରା ଶ୍ରୀ ରାଜିନ୍ଦ୍ର ସାହୁ ଙ୍କୁ ପୁଷ୍ପ ଗୁଚ୍ଛ ଓ ଉତ୍ତରୀୟ ଦେଇ ସମ୍ମାନିତ କରା ଯାଇଥିଲା l ଏହି ଅବସରରେ ମାତୃଛାୟା ରେ ନବ ଜନ୍ମିତ ଶିଶୁ କନ୍ୟା ର ନାମକରଣ ଅତିଥି ମାନଙ୍କ ଦ୍ୱାରା ଦତ୍ତ ଶାନ୍ତି ପ୍ରିୟା ନାମରେ ନାମିତ କରା ଯାଇଥିଲା l ଶ୍ରୀ ସୁନୀଲ ବାରିକ ଗୌନ୍ତିଆ ଶ୍ରୀଗିଡା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଆଶ୍ରମ ମୁଖ୍ୟ ଶ୍ରୀ ଦେବଦତ୍ତ ତ୍ରିପାଠୀ  ଦିବସର ଉଧ୍ୟେଷ୍ୟ ଓ ବାନପ୍ରସ୍ଥ ର ବାର୍ଷିକ ବିବରଣୀ ପ୍ରଦାନ କରିଥିଲେ l ଲବଙ୍ଗ ସାହୁ ଉଦ୍ଘାଟନୀ ସଂଗୀତ  ଓ  ଭଜନ,  ଶ୍ରୀମତୀ ପଂକିଜିନି ସୁନା ଗାଇଥିଲେ l ସଂଯୁକ୍ତ ଯୁବ ସଂଙ୍ଘଠନ ସଭାପତି ଶ୍ରୀ ସୁରେନ୍ଦ୍ର ମେହେର ସଭାକୁ ସଂଯୋଜନା କରିଥିବାବେଳେ ଅବସରପ୍ରାପ୍ତ ଶିକ୍ଷକ ଶ୍ରୀ ଯତୀନ୍ଦ୍ର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026
  ଜିଲ୍ଲା  
ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   03-Oct-2026
  ଜିଲ୍ଲା  
ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   03-Oct-2026
  ଜିଲ୍ଲା  
ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   03-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   03-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ   03-Oct-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026

You Might Also Like