-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||     

HOME   ରାଜ୍ୟ

ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ

03-Oct-2026



ବଲାଙ୍ଗୀର: ଓଡ଼ିଆ ସାହିତ୍ୟ ସେବା ଓ ସୁରକ୍ଷା ଅନୁଷ୍ଠାନ ଆନୁକୁଲ୍ୟ ରେ ସଭାପତି ଶ୍ରୀମତୀ ରଶ୍ମି ପାତ୍ର ଙ୍କ ସଭାପତିତ୍ୱ  ରେ ଆଭାସୀ ମାଧ୍ୟମ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ଏକ ସଦଭାବନା ବୈଠକ ତଥା  ସମାଜ ତଥା ଦେଶର ମଙ୍ଗଳ ଆଲୋଚନା ଚକ୍ର ଏବଂ ଦେଶଭକ୍ତି କବିତା ଆସର ଅନୁଷ୍ଠିତ ହୋଇ ଥିଲା । ଏଥିରେ ବହୁ ବିଶିଷ୍ଟ କବି, କବୟତ୍ରୀ ତଥା ସମାଜସେବୀ ଯୋଗଦାନ ଦେଇ ନିଜସ୍ୱ ମତ ରଖିଥିଲେ । ଏଥିରେ ଶ୍ରୀମତୀ ରଶ୍ମି ପାତ୍ର ମଞ୍ଚ ପରିଚାଳନା ସହ ଅତିଥି ପରିଚୟ ପ୍ରଦାନ ପୂର୍ବକ ନିଜର ଅଭିଭାଷଣ ରଖି ଥିଲୋ |
ମୁଖ୍ୟ ଅତିଥି ଭାବେ ବରଗଡ ମାଟିର ପ୍ରକୃତି ବନ୍ଧୁ ଡୋଳାମଣି  ଶତପଥି ଯୋଗଦାନ ଦେଇ ଗାନ୍ଧୀଜୀ ଙ୍କ ନୀତୀ ଆଦର୍ଶ କିପରି ଆମ  ଜୀବନ ଜୀବିକା ପାଇଁ  ମହତ୍ୱ ପୂର୍ଣ୍ଣ ଅତି ସୁନ୍ଦର ଭାବେ ବକ୍ତବ୍ୟ  ପ୍ରଦାନ କରିଥିଲେ ।
ମୁଖ୍ୟ ବକ୍ତା ଭାବେ ଡ. ଭାବନୀ ଶଙ୍କର ପଟେଲ ଯୋଗଦାନ କରି ଆଧୁନିକ ସମାଜ ରେ ଘଟୁଥିବା ଘଟଣା ଗାନ୍ଧୀ ଙ୍କ ନୀତି ଆଦର୍ଶ ମଧ୍ୟରେ କିପରି ସାମଞ୍ଜସ୍ୟ ଦେଖା ଯାଉଛି , ଜାତି ତଥା ସମାଜ ର କିପରି ମଙ୍ଗଳ ହେବଅତି ସୁନ୍ଦର ଭାବରେ ବର୍ଣ୍ଣନା କରିଥିଲେ । 
 ଅତିଥି ବକ୍ତା ଭାବରେ ଅଧ୍ୟାପକ କବି ସନ୍ଦିପ କୁଅଁର ମାନବ ସମାଜ ରେ ସାହିତ୍ୟ ର ଆବଶ୍ୟକତା କଣ ଏବଂ ଗାନ୍ଧୀଜୀଙ୍କ ନୀତୀ ଆଦର୍ଶ ମାନବ ସମାଜ ପାଇଁ କଣ ଦାୟୀତ୍ଵ ଏବଂ  କର୍ତ୍ତବ୍ୟ ରହିଛି ଅତି ସୁନ୍ଦର ଭାବରେ ବକ୍ତବ୍ୟ ପ୍ରଦାନ କରିଥିଲେ । ଅନ୍ୟ ଜଣେ ଅତିଥି ବକ୍ତା ଡ଼. ଅନୀତା ପାତ୍ର ଭଞ୍ଜନଗର ମାଟିର ପରିବେଶ ସୁରକ୍ଷା ତଥା ଆଧୁନିକ ଉପାଦେୟତା  ରେ ବୃକ୍ଷ ରୋପଣ କିପରି କରିବା ଏବଂ ଗାନ୍ଧିଜୀ ଙ୍କ ଆଦର୍ଶ ବିଷୟ ରେ ସୁନ୍ଦର ଭାବରେ ପରସି ଦେଇଥିଲେ । ଅନୁଷ୍ଠାନ ର ସମ୍ପାଦକ ଦିଲିପ ପୁରୋହିତ ମଧ୍ୟ ଗାନ୍ଧିଜୀ ଏବଂ ଶାସ୍ତ୍ରିଜୀ ଙ୍କ ମହତ ଦାନ କିପରି ସମାଜ ପାଇଁ ଆବଶ୍ୟକତା ରହିଛି ସୁନ୍ଦର ଭାବରେ ବର୍ଣ୍ଣନା କରି ନିଜସ୍ଵ ବକ୍ତବ୍ୟ ରଖିଥିଲେ । ଏବଂ ପରି ଶେଷ ରେ ଧନ୍ୟବାଦ ଅର୍ପଣ କରିଥିଲେ ।
ସମସ୍ତ ଅତିଥି ବୃନ୍ଦ ଦେଶଭକ୍ତି କବିତା ପଠନ କରିଥିଲେ।
ଶ୍ରୀମତୀ ମମତା ପାତ୍ର ସୁମଧୁର କଣ୍ଠରେ ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିଲେ । ଏବଂ କବିତା ପଠନ ମଧ୍ୟ କରିଥିଲେ । ବରିଷ୍ଠ କବୟିତ୍ରୀ ନିରୁପମା ମିଶ୍ର କବିତା ଠନ କରିଥିଲେ ।ସସ୍ମିତା ସାହୁ କବିତା ଗୁଡିକୁ  ଅତି ସୁନ୍ଦର ଭାବରେ ସଂଯୋଜନା କରିବା ସହ କବିତା ପଠନ କରିଥିଲେ । ଏହି ଆଲୋଚନା ରେ ବିଶିଷ୍ଟ ସମାଜ ସେବୀ ସାହିତ୍ୟିକା ଲୁଲୁ ରବିନଚନ୍ଦ୍ର ଦାସ, ଅକ୍ଷୟ ସରାଫ ଏବଂ ମନୋଜ ପାତ୍ର, ନିରୁପମା ଶତପଥି ପ୍ରଭୃତି ଆଲୋଚନା ରେ ଭାଗ ନେଇ ଥିଲେ ।
ଶ୍ରୀମତୀ ମମତା ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026
  ଜିଲ୍ଲା  
ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   03-Oct-2026
  ଜିଲ୍ଲା  
ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   03-Oct-2026
  ଜିଲ୍ଲା  
ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   03-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   03-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ   03-Oct-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026

You Might Also Like