-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||     

HOME   ଜିଲ୍ଲା

ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ

03-Oct-2026



ଡୁଙ୍ଗୁରିପାଲି, ତା ୩/୧୦(ପ୍ରେରଣା ଖବର): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଂଚାୟତ  ଉଚ୍ଚ ବିଦ୍ୟାଳୟ ମାୟାବର୍ହା ଠାରେ ପ୍ରଧାନ ଶିକ୍ଷକ ଦୀନବନ୍ଧୁ ପ୍ରଧାନଙ୍କ ସଭାପତିତ୍ୱରେ ରାଷ୍ଟ୍ର ପିତା ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନ ମନ୍ତ୍ରୀ ଲାଲବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ବଡକରଲେ ଉଚ୍ଚ ବିଦ୍ୟାଳୟର ପ୍ରାକ୍ତନ ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ଗାନ୍ଧିଜୀ ଓ ଶାସ୍ତ୍ରିଜୀ ଦେଶର ଚିର ନମସ୍ୟ ହୋଇ ରହିବେ ବୋଲି ମତ ବ୍ୟକ୍ତ କରିଥିଲେ । ପରିଚାଳନା କମିଟି ସଦସ୍ୟ ତଥା ଶିକ୍ଷ|ବିଦ ସମ୍ପଦ ଖମାରୀ ସମ୍ମାନିତ ଅତିଥି ଭାବରେ ମଂଚାସୀନ ହୋଇ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ । ହିନ୍ଦୀ ଶିକ୍ଷକ ନନ୍ଦିଘୋଷ ବାରିକ ସଭାର ଉଦ୍ୟେଶ ପ୍ରକାଶ କରିଥିବା ବେଳେ ଶିକ୍ଷକ ରାଜୁ ମେହେର ସଭା ସଂଯୋଜନା କରିଥିଲେ | ଛାତ୍ରୀ ଶ୍ରୀମୟୀ ଓ ଦିପ୍ତୀଶିଖା ସ୍ୱାଗତ ସଂଗୀତ ପରିବେଷଣ କରିଥିଲେ ଓ ଛାତ୍ରୀ ଡଲି ସାହୁ, ରୁବି ପୋଢ଼, ଜୁବୁଲି ନାୟକ ଓ ପ୍ରୀତି ପ୍ରଧାନ ନିଜ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ| ପରେ ପରେ ବିଦ୍ୟାଳୟ ପରିସରରେ ଚନ୍ଦଳିପାଟ ନାଟ୍ୟ ପରିଷଦ ମାୟାବର୍ହାର ଶୁଭମ ଘିବିଲାଙ୍କ ନାଟ୍ୟ ଦଳ ପଥ ପ୍ରାନ୍ତ ନାଟକ ପରିବେଷଣ କରିଥିଲେ |

ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟର କର୍ମଚାରୀ ସଂଜୀବ ପୂଜାରୀ. ଲିପି ପ୍ରଧାନ , ବିଭୀଷଣ ଖମାରୀ. ସମୀର କଥାର ସୁରଜ ଖମାରୀ, ଶୋଭାଗିନୀ ସାହୁ ଓ ସୂର୍ଯ୍ୟକାନ୍ତି କାଣ୍ଡ ସହଯୋଗ କରିଥିଲେ ଓ ଖେଳ ଶିକ୍ଷକ ଚିନ୍ମୟ ଦାସ ଧନ୍ୟବାଦ ଅର୍ପଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026
  ଜିଲ୍ଲା  
ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   03-Oct-2026
  ଜିଲ୍ଲା  
ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   03-Oct-2026
  ଜିଲ୍ଲା  
ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   03-Oct-2026

You Might Also Like