-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||     

HOME   ଜିଲ୍ଲା

*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*

04-Oct-2026



*ଡାବୁଗାଁ (ପ୍ରିୟଦର୍ଶିନୀ ପାତ୍ର) :* ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଅଭିଯାନର ଶୁଭାରମ୍ଭ କରିଥିବା ବେଳେ ଡାବୁଗାଁ ବ୍ଲକରେ ମଧ୍ୟ ଏହା ମାସେ ବ୍ୟାପୀ ଚାଲିବ। ଏହାକୁ ନାଟକ ମାଧ୍ୟମରେ ଲୋକଙ୍କ ପାଖରେ ପହଂଚାଇବା ସରକାରଙ୍କ ଲକ୍ଷ୍ୟ।
ଏହି ଅଭିଯାନ ମାଧ୍ୟମରେ ଡାବୁଗାଁ ଅଞ୍ଚଳରେ ସରକାରଙ୍କ ବିଭିନ୍ନ ଯୋଜନା ଗୁଡିକ ଯଥା:- ଜନ କଲ୍ୟାଣ ଯୋଜନା,ଜନ ଧନ ଯୋଜନା, ସୁକନ୍ୟା ସମୃଦ୍ଧି ଯୋଜନା,ଅଟଳ ପେନସନ ଯୋଜନା, ସୁରକ୍ଷା ବୀମା ଯୋଜନା, ମୁଦ୍ରା ଯୋଜନା, ଉଜ୍ଜ୍ୱଳା ଯୋଜନା, ଫସଲ ବୀମା ଯୋଜନା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଭାରତମାଳା ପ୍ରକଳ୍ପ ଯୋଜନା, ଅଟଳ ଭୁଜଲ ଯୋଜନା, ଶ୍ରୀ ରାମ ମନ୍ଦିର ନିର୍ମାଣ ପ୍ରଧାନମନ୍ତ୍ରୀ କିଷାନ ଯୋଜନା, ସ୍ୱଚ୍ଛ ଭାରତ ମିଶନ , ଡିଜିଟାଲ ଇଣ୍ଡିଆ, ଆୟୁଷ୍ମାନ ଭାରତ କାର୍ଡ, ଆତ୍ମନିର୍ଭର ଭାରତ ଏହି ସବୁ ଅନେକ ଗୁଡିଏ  ଗୀତ ନାଚ ମାଧ୍ୟମରେ ସ୍ଥାନୀୟ କଳାକାର ମାନେ ଯଥା କାର୍ତ୍ତିକ ଗୁରୁ, ବିଚିତ୍ର ଗୁରୁ, ବିଶ୍ୱ ଗୁରୁ ଏବଂ 15ଜଣ ସ୍ଥାନୀୟ କଳାକାର କୁ ନେଇ ନାଟକ ମାଧ୍ୟମରେ ଗାଁ ଗହଳିରେ ପହଂଚାଇବା ପାଇଁ  ଜରସର ରେ ପ୍ରୟାସ ଚାଲିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026

You Might Also Like