-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||     

HOME   ଜିଲ୍ଲା

ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ

04-Oct-2026



ବଲାଙ୍ଗିର(ପ୍ରେରଣା ଖବର): ସ୍ଥାନୀୟ ବଲାଙ୍ଗୀର ସହର ମାଲପଡ଼ା ସ୍ଥିତ ମଣ୍ଟେସୋରୀ ପବ୍ଲିକ ସ୍କୁଲ ତରଫରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି। ପ୍ରାରମ୍ଭରେ ସ୍କୁଲ ପ୍ରତିଷ୍ଠାତା ତଥା ମେନେଜିଙ୍ଗ ଡାଇରେକ୍ଟର ରବିଚନ୍ଦ୍ର ଉଦଗାତା, ଚେୟାରମ୍ୟାନ ବୀରେନ୍ଦ୍ର ନାରାୟଣ ଉଦଗାତା, ଏକାଡେମିକ ପ୍ରିନ୍ସିପାଲ ଡ. ରବିଚନ୍ଦ୍ର ପଶାୟତ ପ୍ରମୁଖ ଗାନ୍ଧୀ ଓ ଶାସ୍ତ୍ରୀ ଜୀ ଙ୍କ ଫଟୋଚିତ୍ର ରେ ଫୁଲ ଚନ୍ଦନ ସମର୍ପଣ କରି ପୂଜାର୍ଚ୍ଚନା କରିଥିଲେ। ଗାନ୍ଧୀ ଦର୍ଶନ ଭାରତ ବର୍ଷ କାହିଁକି ବିଶ୍ୱବ୍ୟାପୀ ସ୍ୱୀକୃତି ହୋଇଛି ଏବଂ  ଭାରତ ବର୍ଷକୁ ବିକାଶୋନ୍ମୁଖୀ ଦେଶ ଭାବରେ ଗଢ଼ି ତୋଳିବାରେ ଗାନ୍ଧୀ ଓ ଶାସ୍ତ୍ରୀ ଙ୍କ ସ୍ୱପ୍ନ ଏବଂ ପ୍ରୟାସ ଅତୁଳନୀୟ ବୋଲି କାର୍ଯ୍ୟକ୍ରମରେ  ଆମନ୍ତ୍ରିତ ଅତିଥି ବୃନ୍ଦ ମତ ପ୍ରକାଶ କରିଛନ୍ତି। ଏହି ଅବସରରେ ରେ ସହରରେ ଆୟୋଜିତ ହୋଇଥିବା ସ୍ୱଚ୍ଛତା ରେଲି ରେ ଶତାଧିକ ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷିକା, ଅଭିଭାବକ ବୃନ୍ଦ ଯୋଗଦାନ କରିଥିଲେ। ଛାତ୍ରଛାତ୍ରୀ ମାନେ ବିଭିନ୍ନ ସ୍ୱାଧୀନତା ସଂଗ୍ରାମୀ ଙ୍କ ଆକର୍ଷଣୀୟ ବେଶ୍ ପୋଷାକ ରେ ସୁସଜ୍ୱିତ ହୋଇ  ପଦଯାତ୍ରାରେ ଝଲସି ଉଠୁଥିଲେ । ସ୍ୱଚ୍ଛତା ସମ୍ପର୍କିତ ପ୍ଲା କାର୍ଡ ପ୍ରଦର୍ଶନ ଓ ବିଭିନ୍ନ ସ୍ଲୋଗାନ ମାଧ୍ୟମରେ ଜନସାଧାରଣଙ୍କୁ ସଚେତନ କରାଯାଇଥିଲା। ରାଲିରେ ସାମ୍ବାଦିକ ଆକୁଳ ବେହେରା, ସମାଜସେବୀ ଅନ ୟା ଦାଶ, ରାମ ଦାଶ.ଯୋଦଦେଇ ଛାତ୍ର ଛାତ୍ରୀ ଙ୍କୁ ଉତ୍ସାହିତ କରିଥିଲେ। କାର୍ଯ୍ୟକ୍ରମକୁ ଶିକ୍ଷକ ଆଶିକ ଯୋଶୀ, ରୋହିତ୍ ବକୁଳ, ଆରତୀ ପ୍ରିୟଦର୍ଶନୀ, ନମିତା ସାଗର, ଆଶାରାଣୀ ବିଶ୍ୱାଳ, ମୋନାଲିସା ସାହୁ, ସ୍ନିଗ୍ଧା ବାରିକ, ପ୍ରୀତି ପର୍ଣ୍ଣ। ମିଶ୍ର, ଆର ସୁଲତାନା ପ୍ରମୁଖ ସଂଯୋଜନା କରିଥିଲେ। ଶେଷରେ ଅନୁପମା ତନ୍ତୀ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026

You Might Also Like