-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||      *ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   (04-Aug-2026)       ||     

HOME   ଜିଲ୍ଲା

ଭୂମି ଅଧିକାର ଯୋଗ୍ୟତା ପ୍ରମାଣପତ୍ର ବଣ୍ଟନ କାର୍ଯ୍ୟକ୍ରମ ବାସଗୃହ ପାଇଁ ଜମି ପାଇବା ଭୂମିହୀନଙ୍କ ମୌଳିକ ଅଧିକାର- ନରସିଂହ

13-Oct-2020



ବଲାଙ୍ଗିର, ତା.୧୩/୦ : ଜନସଂଖ୍ୟା ବଢିବା ମାତ୍ରେ ଲୋକଙ୍କ ଆବଶ୍ୟକତା ବଢିଥାଏ । ପ୍ରତ୍ୟେକ ଦିନ ଗାଁ ଗହଳିରୁ ଲୋକେ କାମ ନ ପାଇ ସହରକୁ କିଛି ରୋଜଗାର ପାଇଁ ଆସିଥାନ୍ତି ସେମାନେ ପେଟ ପାଟଣା ପାଇଁ ବିଭିନ୍ନ ସରକାରୀ ଜାଗାମାନଙ୍କରେ ଘର ତିଆରି କରି ରହନ୍ତି । ମଣିଷର ବଂଚି ରହିବା ତାର ମୌଳିକ ଅଧିକାର ସେଥି ପାଇଁ ତାକୁ ରୋଜଗାର ନିହାତି ଦରକାର ଏବଂ ସହରରେ ରୋଜଗାର ପାଇଁ ତାକୁ ବାସଗୃହ ଖଣ୍ଡେର ଆବଶ୍ୟକତାକୁ କେହି ମନା କରିପାରିବେ ନାହିଁ । ତେଣୁ ଯଦି ସେ ଭୂମିହୀନ ହୋଇଥିବ ବାସଗୃହ ଉପଯୋଗୀ ଜମି ବିନା ମୁଲ୍ୟରେ ପାଇବା ହେଉଛି ତାର ମୌଳିକ ଅଧିକାର ଏଥିରୁ ତାକୁ କେହି ବଂଚିତ କରିପାରିବେ ନାହିଁ ବୋଲି ଆଜି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଦ୍ୱାରା ଆୟୋଜିତ ଜାଗା ମିଶନ ଯୋଜନା ମାଧ୍ୟମରେ ଭୂମିହିନ ବସ୍ତି ବାସିନ୍ଦାଙ୍କ ପାଇଁ ଭୂମି ଅଧିକାର ଯୋଗ୍ୟତା ପ୍ରମାଣପତ୍ର ବଣ୍ଟନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବଲାଙ୍ଗିର ର ମାନ୍ୟବର ବିଧାୟକ ନରସିଂହ ମିଶ୍ର ଉପସ୍ଥିତ ସରକାରୀ ଅଧିକାରୀ ଏବଂ ହିତାଧିକାରୀମାନଙ୍କୁ ନିଜ ବକ୍ତବ୍ୟରେ କହିଛନ୍ତି । 
    ମୁଖ୍ୟ ଅତିଥି ଶ୍ରୀ ମିଶ୍ର ସର୍ବମୋଟ ୫୩୭୪ ଜଣ ଚିହ୍ନିତ ଯୋଗ୍ୟ ହିତାଧିକାରୀଙ୍କ ମଧ୍ୟରୁ ଆଜି ଡକାଯାଇଥିବା ୩୨ଜଣ ବସ୍ତି ବାସିନ୍ଦାଙ୍କୁ ଯୋଗ୍ୟତା ପ୍ରମାଣପତ୍ର ପ୍ରଦାନ କରିଥିଲେ । ଏହି ମର୍ମରେ ସେ ଉପସ୍ଥିତ ଥିବା ଅଧିକାରୀମାନଙ୍କୁ ଏହି ଯୋଜନା ସଫଳ ରୂପାୟନ ପାଇଁ ଠିକ୍ ଭାବେ ଯୋଗ୍ୟ ହିତାଧିକାରୀ ଚୟନ କରାଯିବା ଉପରେ ତତ୍ପରତା ସହିତ କାମ କରନ୍ତୁ ବୋଲି କହିବା ସହ ବଲାଙ୍ଗିରରେ ଏବେ ମଧ୍ୟ ୫୦ହଜାରରୁ ଉର୍ଦ୍ଧ୍ୱ ଭୂମିହୀନ ଗରିବଙ୍କ ପାଖରେ ବାସଗୃହ ପାଇଁ ଜମି ନାହିଁ, ସେ ସମସ୍ତ ଗରିବ ବାସଗୃହ ପାଇଁ ଜମି ପାଇଲେ ହିଁ ଏହି ଯୋଜନା ସଫଳ ରୂପାୟନ ହେଲା ବୋଲି ଧରାଯିବ ।     
    ସ୍ଥାନୀୟ ମ୍ୟୁନିସିପାଲିଟିର କାର୍ଯ୍ୟନିର୍ବାହୀ ଅଧିକାରୀ ବିପିନ ଦିପଙ୍କ ସଂଯୋଜନା ତଥା କୋଭିଡ୍ ଆଇନ ମୁତାବକ ଅନୁଷ୍ଠିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ଆଜି ୩୨ଜଣଙ୍କୁ ଭୂମି ଅଧିକାର ଯୋଗ୍ୟତାପତ୍ର ବଣ୍ଟନ ହୋଇଥିଲା । ଜାଗା ମିଶନ ଅଧିନରେ ବିଭିନ୍ନ ବସ୍ତିମାନଙ୍କରେ ପୌର ପରିଷଦ ତରଫରୁ ସର୍ଭେ କରାଯାଇ ସର୍ବମୋଟ ୫୩୭୪ ଜଣ ଜମି ଅଧିକାର ପାଇଁ ଯୋଗ୍ୟତା ପାଇଛନ୍ତି । କାର୍ଯ୍ୟକ୍ରମରେ ଉପସ୍ଥିତ ଜିଲ୍ଲାପାଳ ଚଞ୍ଚଳ ରଣା ଜାଗା ମିଶନ ବାବଦରେ ଉପସ୍ଥିତ ଲୋକଙ୍କୁ ସୂଚନା ଦେବା ସହ ସେ କହିଥିଲେ ବର୍ଷେ ପୂର୍ବରୁ ଏହି ସର୍ଭେ କାମ ଆରମ୍ଭ ହୋଇ ଯୋଗ୍ୟ ହିତାଧିକାରୀଙ୍କୁ ଚୟନ କରାଯାଇଥିଲା । ଏହି ଯୋଜନା ମାଧ୍ୟମରେ ସହରରେ ବିଭିନ୍ନ ବସ୍ତି ଅଂଚଳ ଚିହ୍ନଟ କରି ସେଠାରେ ରହୁଥିଲା ଲୋକଙ୍କୁ ଜମି ଅଧିକାର ଯୋଗ୍ୟତା ପ୍ରଦାନ କରାଯିବ ସହ ସେ ଅଂଚଳରେ ବିଭିନ୍ନ ସୁବିଧା ଯଥା ରାସ୍ତା, ପିଇବା ପାଣି, ବିଜୁଳି, ଅଙ୍ଗନୱାଡି କେନ୍ଦ୍ର ଆଦି ଆନୁସଙ୍ଗିକ ସୁବିଧା ପ୍ରଦାନ କରିବା ଲକ୍ଷ୍ୟ ରଖାଯାଇଛି । ଜରୁରୀ ସ୍ଥଳେ ବିଭିନ୍ନ ବସ୍ତିରେ ଜମିର କିସମ ପରିବର୍ତ୍ତନ କରି ମଧ୍ୟ ଭୂମିହୀନଙ୍କ ପାଇଁ ଏହି ଯୋଜନା ମାଧ୍ୟମରେ ବାସଗୃହ ପାଇଁ ଜମି ଅଧିକାରୀ ଦେବାର ବ୍ୟବସ୍ଥା ଅଛି ବୋଲି ଜିଲ୍ଲାପାଳ କହିଥିଲେ । ଉତ୍ସବରେ ମାନ୍ୟବର ସାଂସଦ ସଂଗୀତା ସିଂଦେଓଙ୍କ ପ୍ରତିନିଧି ଭାବେ ପଙ୍କଜିନି ପଣ୍ଡା, ଡୁଡା ନିର୍ଦ୍ଦେଶକ ସୁଦର୍ଶନ ସାଏ, ଟ୍ରେନି ଆଇଏଏସ୍ ଅଧିକାରୀ ମନୋଜ ମହାଜନ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026
  ଜିଲ୍ଲା  
ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   05-Aug-2026

You Might Also Like