-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ଚାଷୀ ସମସ୍ୟା ସମାଧାନ ଦାବିରେ ରେଢ଼ାଖୋଲ ବିଜେପି ପକ୍ଷରୁ ଜାତୀୟ ରାଜପଥରେ ଚକାଜାମ  ଆନ୍ଦୋଳନ।

13-Feb-2021



ରେଢାଖୋଲ ( ଅନିଲ କୁମାର ପୃଷ୍ଟି ) ସମଗ୍ର ରାଜ୍ୟରେ ଲାଗି ରହିଥିବା ଚାଷୀ ,ଧାନ ବିକ୍ରିର ସମସ୍ୟାର ଶୀଘ୍ର ଓ ସ୍ଥାୟୀ ସମାଧାନ ଦାବୀରେ  ଶନିବାର ବିଜେପି ପକ୍ଷରୁ ପଶ୍ଚିମାଞ୍ଚଳର ୧୦ଟି ଜିଲ୍ଲା ଯଥା ସମ୍ବଲପୁର, ବରଗଡ଼, ଝାରସୁଗୁଡା, ଦେବଗଡ଼, ସୁନ୍ଦରଗଡ, ବଲାଙ୍ଗୀର, କଳାହାଣ୍ଡି, ନୂଆଁପଡା, ସୋନପୁର, ବୌଦ୍ଧ ଆଦିର ସମସ୍ତ ୩୭ ଗୋଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଜାତୀୟ ରାଜପଥ ଓ ରାଜ୍ୟ ରାଜପଥରେ ଚକାଜାମ୍ ଆନ୍ଦୋଳନ କରାଯିବ  ବୋଲି ଘୋଷଣା କରାଯାଇଥିଲା।
        ଏହି ପରିପ୍ରେକ୍ଷୀରେ ଶନିବାର ଦିନ ପୂର୍ବାହ୍ନ ୧୦ଘଣ୍ଟାରୁ ମଧ୍ୟାହ୍ନ ୧ ଘଣ୍ଟା  ପର୍ଯ୍ୟନ୍ତ ରେଢାଖୋଲ ସହର ଦେଇ ଯାଇ ଥିବା କଟକ- ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥକୁ  ବସଷ୍ଟାଣ୍ଡ  ଭୀମ ଭୋଇ ଛକରେ ଜାତୀୟ ରାଜପଥ ଅବରୋଧ କରି ଚକା ଜାମ ଆନ୍ଦୋଳନ କରା ଯାଇଥିଲା। ଏହି ଆନ୍ଦୋଳନ ଯୋଗୁଁ ଜାତୀୟ ରାଜପଥର ଉଭୟ ପାର୍ଶ୍ୱରେ ଶହ ଶହ ଗାଡି ମୋଟର ଅଟକି ରହିଥିଲା।  ଏହି ଆନ୍ଦୋଳ

ନରେ  ବିଜେପି ପଛୁଆ ବର୍ଗ ମୋର୍ଚ୍ଚା ରାଜ୍ୟ ସମ୍ପାଦକ ପ୍ରତାପ ପ୍ରଧାନ, ନଗର ସଭାପତି ରାମାନୁଜ ମହାପାତ୍ର, ସାଧାରଣ ସମ୍ପାଦକ ନରେନ୍ଦ୍ର ମଲ୍ଲିକ, ରାଜେନ୍ଦ୍ର ବୈଠାରୁ,  ନାକଟିଦେଉଳ ବ୍ଲକର ଜିଲ୍ଲା ପରିଷଦ ପ୍ରମୋଦ ସାହୁ, ପୂର୍ଣ ଚନ୍ଦ୍ର ଗରତିଆ, ସୌମ୍ୟ ରଞ୍ଜନ ଶାସନୀ, ସଂକୀର୍ତ୍ତନ ଶାସନୀ, ଲବ ଷଣ୍ଢ, ମନୋଜ ପ୍ରଧାନ, ରବି ରଥ  ପ୍ରମୁଖ ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like