-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||     

HOME   ଜିଲ୍ଲା

_ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ

07-Oct-2026



 ଭୁବନେଶ୍ୱର(ମୁରଲୀଧର ମିଶ୍ର):ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ଉପଲକ୍ଷେ ବତ୍ରିଶ ସିଂହାସନ ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ଏକ ଆଲୋଚନା ସଭା ଭୀମଟାଙ୍ଗୀ ସ୍ଥିତ ଡେ-କେୟାର ସେଣ୍ଟର ପରିସରରେ ଅନୁଷ୍ଠିତ ହୋଇଯାଇଛି। ମଞ୍ଚର ସଭାପତି ଶ୍ରୀ ଗଣେଶ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ବରିଷ୍ଠ ନାଗରିକମାନେ ସମାଜର ମୂଳଦୁଆ, ଅନୁଭୂତିର ଭଣ୍ଡାର ଏବଂ ମାର୍ଗଦର୍ଶକ ବୋଲି ମତ ପ୍ରକାଶ ପାଇଥିଲା। ସେମାନଙ୍କୁ ଉପଯୁକ୍ତ ସମ୍ମାନ ଓ ମର୍ଯ୍ୟାଦା ପ୍ରଦାନ କରିବା ସମାଜର ନୈତିକ ଦାୟିତ୍ୱ ବୋଲି ବକ୍ତାମାନେ କହିଥିଲେ। ବିଭିନ୍ନ ସମୟରେ ପରିବାର ଓ ସମାଜରେ ବରିଷ୍ଠ ନାଗରିକମାନେ ଅକଥନୀୟ ଅତ୍ୟାଚାରର ଶିକାର ହେଉଥିବା ନେଇ ଉଦବେଗ ପ୍ରକାଶ କରାଯାଇଥିଲା।

ସଭା ପ୍ରାରମ୍ଭରେ ମଞ୍ଚର ସମ୍ପାଦକ ଶ୍ରୀ କାମଦେବ ରଣସିଂହ ସ୍ୱରଚିତ କବିତା ପାଠ କରିଥିଲେ। ଆଲୋଚନାରେ ସର୍ବଶ୍ରୀ କୃଷ୍ଣଚନ୍ଦ୍ର ବଡୁ, ନିର୍ମଳ ଚନ୍ଦ୍ର ସ୍ୱାଇଁ, ରବିନାରାୟଣ ମହାନ୍ତି, ବିଶ୍ୱରଞ୍ଜନ ଚୌଧୁରୀ, ବିଶ୍ୱନାଥ ସାହୁ, ନିରଞ୍ଜନ ଖୁଣ୍ଟିଆ, ହୃଦାନନ୍ଦ ଦାସ, ସୁଧାକର ମହାରଣା, ଅଜିତ କୁମାର ଲେଙ୍କା, ପ୍ରବିର କୁମାର ପାତ୍ର, ଅମୂଲ୍ୟ କୁମାର ଆଚାର୍ଯ୍ୟ, ସୁଧାଂଶୁ ଶେଖର ହରିଚନ୍ଦନ, ମାନସ ରଞ୍ଜନ ପଟ୍ଟନାୟକ, ପଦ୍ମନାଭ ଷଡ଼ଙ୍ଗୀ, ବସନ୍ତ କୁମାର ନାୟକ, ଜଗନ୍ନାଥ ରାଓ ପ୍ରମୁଖ ଅଂଶଗ୍ରହଣ କରି ନିଜ ନିଜ ମତ ରଖିଥିଲେ। ବରିଷ୍ଠ ନାଗରିକଙ୍କ ଆଶୀର୍ବାଦ ଓ ଅନୁଭୂତି ହିଁ ଆସୋସିଏସନର ଶକ୍ତି ବୋଲି ସମସ୍ତେ ମତ ପ୍ରକାଶ କରିଥିଲେ।

ଏହି ଅବସରରେ ସଭ୍ୟ ଶ୍ରୀ ଉପେନ୍ଦ୍ରନାଥ ବେହେରା ବରିଷ୍ଠ ନାଗରିକଙ୍କ ଉପରେ ଆଧାରିତ ନିଜ ରଚିତ ସଂଗୀତ ପରିବେଷଣ କରି ସମସ୍ତଙ୍କୁ ମୁଗ୍ଧ କରିଥିଲେ। ଉତ୍ସବ ଅବସରରେ ପ୍ରସ୍ତୁତ ପୋଡ଼ପିଠା କଟାଯାଇ ସମସ୍ତଙ୍କ ମଧ୍ୟରେ ବଣ୍ଟନ କରାଯାଇଥିଲା।

କାର୍ଯ୍ୟକ୍ରମକୁ ସର୍ବଶ୍ରୀ ବିଶ୍ୱନାଥ ବେହେରା, କୃଷ୍ଣ ପ୍ରିୟା ଦାସ, ସୁବାସ ଚନ୍ଦ୍ର ଦାଶ, ରବିନାରାୟଣ ଦାଶ, ଲୋକନାଥ ମିଶ୍ର, କୃଷ୍ଣଚନ୍ଦ୍ର ସେଠୀ, ମଧୁସୂଦନ ସ୍ୱାଇଁ, ଧ୍ରୁବଚରଣ ପାତ୍ର, ମହାଦେବ  ଗରାବଡୁ, ବନବିହାରି ରଥ ଓଗେର ପରିଚାଳନା କରିଥିଲେ। ଶେଷରେ କାର୍ଯ୍ୟକାରୀ ସଦସ୍ୟ ଶ୍ରୀ ଶଙ୍କର ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ। ସମୂହ ‘ଓଁ ନମଃ ଶିବାୟ’ ଉଚ୍ଚାରଣ ପରେ ସଭାପତି ସଭା ସମାପ୍ତ ଘୋଷଣା କରିଥିଲେ ଏବଂ ସମସ୍ତଙ୍କୁ ରାତ୍ରି ଭୋଜନରେ ଆପ୍ୟାୟିତ କରାଯାଇଥିଲା।

କାମଦେବ ରଣସିଂହ, 
ସମ୍ପାଦକ,
ବତ୍ରିଶ ସିଂହାସନ ବରିଷ୍ଠ ନାଗରିକ ମଞ୍ଚ, ଭୀମଟାଙ୍ଗି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   07-Oct-2026
  ଜିଲ୍ଲା  
_ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   07-Oct-2026
  ଜିଲ୍ଲା  
କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   07-Oct-2026
  ଜିଲ୍ଲା  
ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   07-Oct-2026
  ଜିଲ୍ଲା  
ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   07-Oct-2026
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026

You Might Also Like