-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||      ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   (26-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||     

HOME   ଜିଲ୍ଲା

 ସୁବଳୟl ଠାରେ ଜୁନିୟର୍ ରେଡକ୍ରସ ତରଫରୁ ସଡକ ସଚେତନତା କାର୍ଯ୍ୟକ୍ରମ

13-Feb-2021



ସୁବଳୟା, (ପ୍ରେରଣା ଖବର): ବୀରମହାରାଜପୁରର ସୁବଳୟାଠାରେ ଜୁନିଅର ରେଡକ୍ରସ  ପକ୍ଷରୁ ଏକ ସଡକ ସଚେତନତା  କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି । ଜୀବନକୁ ସୁରକ୍ଷିତ ରଖିବାକୁ ହେଲେ ସମସ୍ତଙ୍କୁ ସଡକ ସୁରକ୍ଷା ପ୍ରତି ଯଥେଷ୍ଟ ସତର୍କତା ହେବାକୁ ପଡିବ ବୋଲି ଏଥିରେ ଯୋଗଦାନ କରିଥିବା ଅତିଥିମାନେ ମତବ୍ୟକ୍ତ କରିଛନ୍ତି ।  “ସଡକ ସୁରକ୍ଷା,ଜୀବନ ରକ୍ଷା” ସଂପର୍କିତ  ପ୍ଲାକାର୍ଡ ପ୍ରଦର୍ଶନ କରି ଏବଂ ସ୍ଲୋଗାନ ଦେଇ  ସୁବଳୟା ମୁଖ୍ୟ ରସ୍ତାରେ ସଡକ ସୁରକ୍ଷା ପ୍ରତି ସଜାଗ ରହିବାକୁ ଜନସାଧାରଣଙ୍କୁ ସଚେତନ କରାଯାଇଅଛି ।  ମୁଖ୍ୟଅତିଥି ଭାବରେ ସୁବଳୟା ଥାନାଧିକାରୀ କୁଶ ପାଣୀଗ୍ରାହୀ ଓ ସମ୍ମାନୀତ ଅତିଥି ଭାବରେ ସବଇନ୍‌ସ୍ପେକ୍ଟର ଦିପ୍ତୀରଞ୍ଜନ ଦିଗାଲ ରାସ୍ତା ନିୟମ ମାନି ଯାନବାହନ ଚଳେଇବାକୁ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ । କାର୍ଯ୍ୟକ୍ରମକୁ ଜୁନିଅର ରେଡକ୍ରସ ସାଧନକର୍ମି ତଥା ପରାମର୍ଶଦାତା ଚନ୍ଦ୍ରମଣି ବାଘ ପରିଚାଳନା କରିଥିଲେ । ବରିଷ୍ଠ ଶିକ୍ଷୟତ୍ରୀ ମୀନାକ୍ଷୀ ହୋତା ସ୍ୱାଗତ ଅଭିଭାଷଣ ଦେଇଥିଲେ । ବୀରମହାରାଜପୁର ବ୍ଲକ ସଂଯୋଜକ ବଳରାମ ପୁରୋହିତ ଧନ୍ୟବାଦ ଅର୍ପଣ କରିଥିଲେ । ଭିଡିଓ କନଫେରେନସିଂ ମାଧ୍ୟମରେ ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ ବ୍ଲକର ପରାମର୍ଶଦାତା ମାନଙ୍କ ଏହି ମାନବୀୟ ସେବାକୁ ପ୍ରଶଂସା କରିଅଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ପରାମର୍ଶଦାତା ରଞ୍ଜିତ ପଧାନ,ଉପେନ୍ଦ୍ର ସାହୁ, ବେକୁ÷ଣ୍ଠ ନାଏକ ଏବଂ ପୁଲିସକର୍ମିମାନେ ମାସ ବ୍ୟାପି ଅନୁଷ୍ଠିତ ହେଉଥିବା ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   26-Jun-2026

You Might Also Like