-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||     

HOME   ଜିଲ୍ଲା

ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ

07-Oct-2026



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା ଷ୍ଟାଡିୟମ ପରିସରରେ ଆଜି ‘ସେବା ସଂକଳ୍ପ ଯାତ୍ରା’ ଅନ୍ତର୍ଗତ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି।ବିକଶିତ ଭାରତ ଗଠନର ଲକ୍ଷ୍ୟ ଏବଂ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ୨୫ ବର୍ଷର ଜନସେଵା ପୂର୍ତ୍ତି ଅବସରରେ ଆଜି  ବୌଦ୍ଧ ଜିଲ୍ଲାରେ ଉଭୟ କାର୍ଯ୍ୟକ୍ରମ  ମହାସମାରୋହରେ ଅନୁଷ୍ଠିତ

ହୋଇଯାଇଛି। ସଭାରେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ଶ୍ରୀ ସରୋଜ କୁମାର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ।

ଏହି ଅବସରରେ କଣ୍ଟାମାଳ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀ କହ୍ନାଇ ଚରଣ ଡାଙ୍ଗ, ଜିଲ୍ଲା ବିଜେପି ସଭାପତି ଶ୍ରୀ ପ୍ରେମାନନ୍ଦ ମିଶ୍ର, ଜିଲ୍ଲା ପ୍ରଭାରୀ ଶ୍ରୀ ଗୋବିନ୍ଦ ଅଗ୍ରୱାଲ, ଜିଲ୍ଲା ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଶ୍ରୀ ଡମ୍ବରୁଧର କହଁର, ହରଭଙ୍ଗା ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ସ୍ନେହଲତା ପ୍ରଧାନ, ବୌଦ୍ଧ ବ୍ଲକ ଅଧ୍ୟକ୍ଷ ଶ୍ରୀ ପ୍ରତ୍ୟୁଷ ପ୍ରିୟଦର୍ଶୀ ରଥ ଓ ଜିଲ୍ଲା ପରିଷଦ ସଦସ୍ୟ ଶ୍ରୀ ରାକେଶ କୁମାର ତ୍ରିପାଠୀ, ସାଂସଦଙ୍କ ପ୍ରତିନିଧି ଯୁଗଳ କିଶୋର ସାମଲଙ୍କ ସମେତ ବହୁ ଗଣ୍ୟମାନ୍ୟ ବ୍ୟକ୍ତି ଯୋଗଦେଇଥିଲେ।
ସଭାରେ ହଜାର ହଜାର ସଂଖ୍ୟାରେ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ସଦସ୍ୟା, କଲେଜ ଛାତ୍ରଛାତ୍ରୀ, ସ୍ୱେଚ୍ଛାସେବୀ ସଂଗଠନର କର୍ମକର୍ତ୍ତା , ସାଧାରଣ ଜନତା ଓ ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ଯୋଗଦେଇଥିଲେ। ଆଭାସୀ ମାଧ୍ୟମରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ଉଦ୍‌ବୋଧନ ଏବଂ ସମ୍ମାନନୀୟ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ ପ୍ରଦର୍ଶିତ ହୋଇଥିଲା।
ଏହି ଅବସରରେ ‘ବିକଶିତ ଭାରତ @ ୨୦୪୭’ ପାଇଁ ସାମୂହିକ ସଂକଳ୍ପ ପାଠ କରାଯାଇଥିଲା। ଏହାପରେ ଅତିଥିମାନଙ୍କ ଦ୍ୱାରା ସେବାଜ୍ୟୋତି ପ୍ରଜ୍ୱଳନ କରାଯାଇଥିଲା। ସେବାଜ୍ୟୋତି ସହିତ  ଏକ ବିଶାଳ ପଟୁଆର ପଦଯାତ୍ରାରେ ବାହାରିଥିଲା। ଉଭୟ ବିଧାୟକ, ଜିଲ୍ଲାପାଳ ଓ ବହୁ ଗଣ୍ୟମାନ୍ୟ ବ୍ୟକ୍ତିଙ୍କ ସହ

ବିଶାଳ ଜନସମାଗମ ସହର ପରିକ୍ରମା କରିଥିଲେ। ପରେ ଜାମୁଛକଠାରେ ସେବାଜ୍ୟୋତି ସ୍ଥାପନ କରାଯାଇଥିଲା।
ଜିଲ୍ଲା ବିଜେପି ସଭାପତି ଶ୍ରୀ ପ୍ରେମାନନ୍ଦ ମିଶ୍ରଙ୍କ ନିର୍ଦ୍ଦେଶନାରେ ସଭା ଓ ପଦଯାତ୍ରାର ସମସ୍ତ କାର୍ଯ୍ୟକ୍ରମ ସୁଚାରୁରୂପେ ପରିଚାଳିତ ହୋଇଥିଲା। ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ବିକଶିତ ଭାରତ ସଂକଳ୍ପ ସଭା ଓ ସେବା ଜ୍ୟୋତି ପଦଯାତ୍ରାର ସଫଳ ଆୟୋଜନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   07-Oct-2026
  ଜିଲ୍ଲା  
ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା   07-Oct-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   07-Oct-2026
  ଜିଲ୍ଲା  
ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   07-Oct-2026
  ଜିଲ୍ଲା  
ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   07-Oct-2026
  ଜିଲ୍ଲା  
_ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   07-Oct-2026

You Might Also Like