-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||     

HOME   ଜିଲ୍ଲା

ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*

07-Oct-2026



 

 

     ସମ୍ବଲପୁର-(ସଂଜୀବ ପାଣିଗ୍ରାହୀ ): ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଙ୍କ ସରକାର ମୁଖ୍ୟ ଭାବେ ସାର୍ବଜନୀନ ଜୀବନ ଓ ପ୍ରଜାସେବାର ସଫଳ ୨୫ ବର୍ଷ ପୂର୍ତ୍ତି ଏବଂ ମାସବ୍ୟାପୀ ‘ସେବା ସଂକଳ୍ପ ଅଭିଯାନ’ ଅନ୍ତର୍ଗତ ଆଜି ସକାଳେ ସମ୍ବଲପୁର ସରକାରୀ ମହିଳା ମହାବିଦ୍ୟାଳୟ ସମ୍ମୁଖ ପଡ଼ିଆଠାରେ ‘‘ବିକଶିତ ଭାରତ ସଂକଳ୍ପ ସଭା’’ ଓ ‘‘ସେବା ଜ୍ୟୋତି ଯାତ୍ରା’’ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। 

     ଆଜି ପୂର୍ବାହ୍ନରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ନିତିନ ନବୀନ ଆଭାସୀ (Virtual) ମାଧ୍ୟମରେ ଦେଶର ୭୫୦ଟି ଜିଲ୍ଲାର ଜନସମୁଦ୍ରକୁ ସିଧାସଳଖ ସମ୍ବୋଧିତ କରିଥିଲେ । ଦେଶର ପ୍ରତ୍ୟେକ ନାଗରିକ ରାଷ୍ଟ୍ର ପ୍ରଥମ ଓ ରାଷ୍ଟ୍ରହିତ କୁ ସର୍ବୋପରି ଚିନ୍ତା କରି କାର୍ଯ୍ୟ ସମ୍ପାଦନ କରନ୍ତୁ ବୋଲି ଆହ୍ୱାନ ଦେଇଥିଲେ । ୨୦୪୭ ସୁଦ୍ଧା ଭାରତକୁ ଏକ ବିକଶିତ ରାଷ୍ଟ୍ର ଭାବେ ପରିଗଣିତ କରିବା ପାଇଁ ସମଗ୍ର ଦେଶବାସୀ ଙ୍କ ସହଯୋଗ କାମନା କରିଥିଲେ ।

 

    ସମ୍ବଲପୁର ବିଜେପି ଜିଲ୍ଲା ସଭାପତି ରାମ ଚନ୍ଦ୍ର ମେହେର ଙ୍କ ସଭାପତିତ୍ୱ ରେ ହୋଇଥିବା ଆଜିର ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଓଡିଶା ସରକାରଙ୍କ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ, ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାଏକ ଯୋଗ ଦେଇଥିବା ବେଳେ ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ର, ପୂର୍ବତନ ରେଙ୍ଗାଲି ବିଧାୟକ ନାଉରି ନାଏକ, ସମ୍ବଲପୁର ଜିଲ୍ଲା ବିଜେପି ପ୍ରଭାରୀ କାଳିନ୍ଦୀ ସାମଲ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲା ।

    

      ପ୍ରଧାନମନ୍ତ୍ରୀଙ୍କ ସେବା ଓ ସୁଶାସନର ବାର୍ତ୍ତାକୁ ଘରେ ଘରେ ପହଞ୍ଚାଇବା, ପ୍ରତ୍ୟେକ ଜନକଲ୍ୟାଣକାରୀ ଯୋଜନା କୁ ପ୍ରକୃତ ହିତାଧିକାରୀ ଙ୍କ ପାଖରେ ପହଞ୍ଚାଇବା ସହ ଭାରତକୁ ଏକ ସମୃଦ୍ଧ ରାଷ୍ଟ୍ର କରିବା ପାଇଁ ଏହି ମହାଯଜ୍ଞରେ ସାମିଲ ହେବାକୁ ଉପସ୍ଥିତ ନେତୃବୃନ୍ଦ ଆହ୍ୱାନ ଦେଇଛନ୍ତି।  

 

      ଜିଲ୍ଲା ସାଧାରଣ ସମ୍ପାଦକ ସମୀର ରଞ୍ଜନ ବାବୁ ସମ୍ମର୍ଦ୍ଧନା କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଅନ୍ୟତମ ଜିଲ୍ଲା ସାଧାରଣ ସମ୍ପାଦକ ଆଶିଷ କୁମାର ହୋତା ଧନ୍ୟବାଦ ଅର୍ପଣ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ସ୍ବତନ୍ତ୍ର ପରିଷଦ ଅଧ୍ୟକ୍ଷ ଭାଗିନ୍ଦ୍ର କିଷାନ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଦେବେନ୍ଦ୍ର ମହାପାତ୍ର, ସଦସ୍ୟା ସବିତା ନନ୍ଦ, ରାଜ୍ୟ ପ୍ରବକ୍ତା ମାନସ ରଞ୍ଜନ ବକ୍ସି, ପ୍ରମୁଖ ମଞ୍ଚାସିନ ଥିଲେ । 

     ବରିଷ୍ଠ ସାମାଜିକ କର୍ମୀ କାର୍ତ୍ତିକ ବହିଦାର ଉପସ୍ଥିତ ବିଜେପି ପଦାଧିକାରୀ, କାର୍ଯ୍ୟକର୍ତ୍ତା, ସମର୍ଥକ ଓ ଜନସାଧାରଣ ଙ୍କୁ ବିକଶିତ ଭାରତ ଗଠନ ର ସଂକଳ୍ପ କୁ ଶପଥ କରେଇଥିବା ବେଳେ ଅସୀମ ପ୍ରଧାନ କାର୍ଯ୍ୟକ୍ରମ ରେ ଉଦଘୋଷକ କାର୍ଯ୍ୟ ସମ୍ପାଦନ କରିଥିଲେ ।

 

      ଶେଷରେ କାର୍ଯ୍ୟକ୍ରମ ସ୍ଥଳରୁ ନେତୃମଣ୍ଡଳୀ ଓ ଉପସ୍ଥିତ ଜନସାଧାରଣ ପଦଯାତ୍ରା କରି ସେବା ଜ୍ୟୋତି ମଶାଲ କୁ ନେଇ 'ସେବା ଜ୍ୟୋତି ଛକ' ଠାରେ ପ୍ରତୀକାତ୍ମକ ସ୍ଥାପନା କରାଯାଇଥିଲା । କାର୍ଯ୍ୟକ୍ରମ ରେ ଦାମୋଦର କର, ଅନିଲ ବେହେରା, ଫଣି ଭୂଷଣ ମିଶ୍ର, ନିରଞ୍ଜନ ଦାସ, ଗୁରଦୀପ ସିଂ, ପ୍ରଭୁଦତ୍ତ ପଣ୍ଡା, ହରବ୍ରତ ସେନାପତି, ସୁଷମା ସାହୁ ଙ୍କ ସମେତ ଅନେକ ଜିଲ୍ଲା ପଦାଧିକାରୀ, କର୍ମକର୍ତ୍ତା, ସମର୍ଥକ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   07-Oct-2026
  ଜିଲ୍ଲା  
ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା   07-Oct-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   07-Oct-2026
  ଜିଲ୍ଲା  
ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   07-Oct-2026
  ଜିଲ୍ଲା  
ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   07-Oct-2026

You Might Also Like