-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||     

HOME   ଜିଲ୍ଲା

ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ

08-Oct-2026



ରାଉରକେଲା(କାଞ୍ଚନପ୍ରଭା ନନ୍ଦ): ଓଡ଼ିଶାରେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ ପରେ ଭୋଟର ତାଲିକାରେ ନାମ ସାମିଲ କରିବାକୁ ଯୋଗ୍ୟ ଥିବା ନାଗରିକମାନଙ୍କୁ ଆବେଦନ ଓ ପଞ୍ଜୀକରଣର ସୁଯୋଗ ଦେବା ଉଦ୍ଦେଶ୍ୟରେ ଆଜିଠାରୁ ରାଉରକେଲା ଓ ରଘୁନାଥପାଲି ନିର୍ବାଚନୀ ମଣ୍ଡଳୀରେଏକ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ ହୋଇଛି। ଏହି ଅଭିଯାନ ଅକ୍ଟୋବର ୯, ୨୦୨୬ ପର୍ଯ୍ୟନ୍ତ ଚାଲିବ। 
 
ଏହି ଅଭିଯାନର ମୁଖ୍ୟ ଲକ୍ଷ୍ୟ ହେଉଛି SIR ପ୍ରକ୍ରିୟାରେ ବିଭିନ୍ନ କାରଣରୁ ଭୋଟର ତାଲିକାରୁ ବାଦ୍ ପଡ଼ିଥିବା କିନ୍ତୁ ବାସ୍ତବରେ ଭୋଟଦାନ ପାଇଁ ଯୋଗ୍ୟ ନାଗରିକମାନଙ୍କୁ ଆବଶ୍ୟକ ପ୍ରକ୍ରିୟା ମାଧ୍ୟମରେ ପୁନଃ ଭୋଟର ତାଲିକାରେ ସାମିଲ କରିବା। ଏଥିସହିତ, ନୂତନ ଭାବେ ଭୋଟର ହେବାକୁ ଯୋଗ୍ୟ ଯୁବକ-ଯୁବତୀମାନଙ୍କୁ ମଧ୍ୟ ଭୋଟର ତାଲିକାରେ ସାମିଲ କରିବା ଉପରେ ଏହି ଅଭିଯାନରେ ବିଶେଷ ଗୁରୁତ୍ୱ ଦିଆଯାଉଛି।
୧ ଅକ୍ଟୋବର ୨୦୨୬ ସୁଦ୍ଧା ୧୮ ବର୍ଷ ବୟସ ପୂରଣ କରିଥିବା ଏବଂ ଅନ୍ୟାନ୍ୟ ନିର୍ଦ୍ଧାରିତ ଯୋଗ୍ୟତା ପୂରଣ କରୁଥିବା ଯୁବକ-ଯୁବତୀମାନେ ଏହି ସ୍ୱତନ୍ତ୍ର ଅଭିଯାନର ସୁଯୋଗ ନେଇ ନିଜ ନାମ ଭୋଟର ତାଲିକାରେ ପଞ୍ଜୀକରଣ ପାଇଁ ଆବେଦନ କରିପାରିବେ।
ଯୋଗ୍ୟ ଯୁବ ଭୋଟରମାନେ ଫର୍ମ-୬ ମାଧ୍ୟମରେ ନାମ ପଞ୍ଜୀକରଣ ପାଇଁ ନିଜ ଅଞ୍ଚଳର ବୁଥ ସ୍ତରୀୟ ଅଧିକାରୀ (BLO)ଙ୍କ ନିକଟରେ ଆବେଦନ କରିପାରିବେ।  ପ୍ରତ୍ୟେକ ବୁଥରେ ବୁଥ ସ୍ତରୀୟ ଅଧିକାରୀ (BLO)ମାନେ ଅପରାହ୍ନ ୨ଟାରୁ ୩ଟା ୩୦ ମିନିଟ୍ ପର୍ଯ୍ୟନ୍ତ ଉପସ୍ଥିତ ରହିବେ।
 ଆଜି  ବିଭିନ୍ନ ସ୍ଥାନରେ ଯୁବ ଭୋଟରମାନଙ୍କ ମଧ୍ୟରେ ଭୋଟର ତାଲିକାରେ ନାମ ପଞ୍ଜୀକରଣ ପାଇଁ ଉତ୍ସାହ ଓ ଆଗ୍ରହ ପରିଲକ୍ଷିତ ହୋଇଛି। 

 ସୂଚନା ଯୋଗ୍ୟ ଯେ  ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟର ସମସ୍ତ ଯୋଗ୍ୟ ନାଗରିକଙ୍କୁ ଏହି ସ୍ୱତନ୍ତ୍ର ଅଭିଯାନର ସୁଯୋଗ ନେବାକୁ ଅନୁରୋଧ କରାଯାଇଛି। ପ୍ରତ୍ୟେକ ନାଗରିକ ନିଜ ନାମ ଭୋଟର ତାଲିକାରେ ରହିଛି କି ନାହିଁ ଯାଞ୍ଚ କରିବା ସହ ନାମ ନଥିଲେ, କିମ୍ବା ନାମ ସାମିଲ କରିବା ପାଇଁ ଯୋଗ୍ୟ ଥିଲେ, ନିର୍ଦ୍ଧାରିତ ପ୍ରକ୍ରିୟାରେ ଆବେଦନ କରିବାକୁ କୁହାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   08-Oct-2026
  ଜିଲ୍ଲା  
ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   08-Oct-2026
  ଜିଲ୍ଲା  
ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ   08-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   08-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   08-Oct-2026
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   07-Oct-2026
  ଜିଲ୍ଲା  
ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା   07-Oct-2026

You Might Also Like