-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||     

HOME   ଜିଲ୍ଲା

ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ

08-Oct-2026



ଟିଟିଲାଗଡ଼(ପ୍ରେରଣା ଖବର):ପିପଲପଦର ସ୍ଥିତ ଉପଖଣ୍ଡ ସ୍ତରୀୟ ସରକାରୀ ଡାକ୍ତରଖାନାର ସମ୍ମିଳନୀ କକ୍ଷରେ ଟିବି ମୁକ୍ତ ଭାରତ ଅଭିଯାନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଟିଟିଲାଗଡ ବିଧାୟକ ଶ୍ରୀଯୁକ୍ତ ନବୀନ ଜୈନ ଯୋଗ ଦେଇଥିଲେ। ଟିଟିଲାଗଡ ନିର୍ବାଚନ ମଣ୍ଡଳୀର ତିନି ଗୋଟି ବ୍ଲକ ଗୁଡଭେଲା , ସଇଁତଲା ଓ ଟିଟିଲାଗଡ଼ର ୧୧ ଟି ପଞ୍ଚଯାତ ଟିବି ମୁକ୍ତ ଅଟେ ,ଯକ୍ଷ୍ମା ଭଳି ଗୁରୁତର ରୋଗକୁ ମୂଳୋତ୍ପାଟନ କରିବା ସହ ପ୍ରତ୍ୟେକ ଲୋକଙ୍କ ପାଖରେ ଉତ୍ତମ ସ୍ୱାସ୍ଥ୍ୟସେବା ପହଞ୍ଚାଇବା ଦିଗରେ ଏଭଳି ପଦକ୍ଷେପ ଏକ ଦୃଢ଼ ଏବଂ ସ୍ୱାଗତଯୋଗ୍ୟ ପ୍ରୟାସ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ “ସ୍ୱସ୍ଥ ଭାରତ”ର ସଂକଳ୍ପକୁ ସାକାର କରିବା ପାଇଁ ଆମେ ସମସ୍ତେ ମିଳିତ ଭାବେ ଆଗେଇବା ଏଵଂ ଜନସାଧାରଣଙ୍କ ସ୍ୱାସ୍ଥ୍ୟ, ସୁରକ୍ଷା ଓ କଲ୍ୟାଣ ହିଁ ଆମର ଲକ୍ଷ୍ୟ ବୋଲି କହିଛନ୍ତି ବିଧାୟକ ଶ୍ରୀଯୁକ୍ତ ନବୀନ ଜୈନ। ଏହି କାର୍ଯ୍ୟକ୍ରମରେ ଏସଡିଏମଓ ଇନ ଚାର୍ଜ ତଥା ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ଡାକ୍ତର ବଳରାମ ସାହୁ, ନିଶ୍ଚେତକ ବିଶେଷଜ୍ଞ ଡାକ୍ତର ଓଁକାର ହୋତା, ମେଡିକାଲ ଅଫିସର ଡାକ୍ତର ରଞ୍ଜିତ ରାଉତ , ହସ୍ପିଟାଲ ମ୍ୟାନେଜର ଅର୍ପିତା ବେହେରା ଓ ଡାକ୍ତରଖାନାର ସମସ୍ତ କର୍ମଚାରି ମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   08-Oct-2026
  ଜିଲ୍ଲା  
କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   08-Oct-2026
  ରାଜ୍ୟ  
ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ   08-Oct-2026
ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   08-Oct-2026
  ଜିଲ୍ଲା  
ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   08-Oct-2026
  ଜିଲ୍ଲା  
ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   08-Oct-2026
  ଜିଲ୍ଲା  
ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ   08-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   08-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   08-Oct-2026
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026

You Might Also Like