-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ

08-Oct-2026



ଟିଟିଲାଗଡ¡  ସ୍ଥାନୀୟ ପିପି ଏକାଡେମୀ, ବଲାଙ୍ଗୀରଠାରେ ଅନୁଷ୍ଠିତ ଜିଲ୍ଲା ସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ୍ ସ୍ଥିତ ପିଏମ୍ ଶ୍ରୀ ପିଜିଏଚ୍‌ଏଚ୍‌ଏସ୍‌  ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଚମତ୍କାର ପ୍ରଦର୍ଶନ କରି ପ୍ରଥମ ପୁରସ୍କାର ଅର୍ଜନ କରିଛନ୍ତି। ଏହି ସଫଳତା ପରେ ସେମାନେ ଆଗାମୀ ଜୋନ୍ ସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଛନ୍ତି, ଯାହାକି ବୌଦ୍ଧ ଜିଲ୍ଲାରେ ଅନୁଷ୍ଠିତ ହେବ।

ପ୍ରତିଯୋଗିତାରେ ବିଦ୍ୟାଳୟର ସାତ ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ସେମାନେ ହେଲେ— ସ୍ତେଫନ୍ ଟାଣ୍ଡି (ନବମ ଶ୍ରେଣୀ), ମନିକା ଲୁହା (ଦଶମ ଶ୍ରେଣୀ), ସନ୍ତୋଷିନୀ ସିକା (ନବମ ଶ୍ରେଣୀ), ପ୍ରିୟଙ୍କା ମୁଗ୍ରୀ (ନବମ ଶ୍ରେଣୀ), ରୋହିତ ରଣା (ନବମ ଶ୍ରେଣୀ), ମାନସ ଚକ୍ର (ନବମ ଶ୍ରେଣୀ) ଏବଂ ଖୀରସିନ୍ଧୁ ବାଗର୍ତ୍ତୀ (ନବମ ଶ୍ରେଣୀ)। ଛାତ୍ରଛାତ୍ରୀମାନଙ୍କ ଏହି ଗୌରବଜନକ ସଫଳତା ପଛରେ ଗାଇଡ୍ ଶିକ୍ଷକ ନିକିତା ମିଶ୍ର ଏବଂ ସୌମ୍ୟ ରଞ୍ଜନ ନାଏକଙ୍କର ଅକ୍ଳାନ୍ତ ପରିଶ୍ରମ ଓ ମାର୍ଗଦର୍ଶନ ରହିଥିଲା। ବିଦ୍ୟାଳୟର ପ୍ରଧାନଶିକ୍ଷୟତ୍ରୀ ନଜନିନ୍ ବେଗମ୍ ଛାତ୍ରଛାତ୍ରୀ ଓ ଶିକ୍ଷକମାନଙ୍କୁ ଏହି ସଫଳତା ପାଇଁ ଅଭିନନ୍ଦନ ଜଣାଇବା ସହ ଆଗାମୀ ବୌଦ୍ଧ ଜୋନ୍ ସ୍ତରୀୟ ପ୍ରତିଯୋଗିତା ପାଇଁ ଶୁଭେଚ୍ଛା ଜଣାଇଛନ୍ତି।

ବିଦ୍ୟାଳୟର ଏହି ବିଜ୍ଞାନ ନାଟକ ସଫଳତାରେ ସମଗ୍ର ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି। ଖୋଲାନ୍ ଗ୍ରାମପଞ୍ଚାୟତର ସରପଞ୍ଚ ନରେଶ ଅଗ୍ରୱାଲ ବିଦ୍ୟାଳୟର ଏହି ଗୌରବଜନକ ସଫଳତା ପାଇଁ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକଶିକ୍ଷୟତ୍ରୀ ଏବଂ ପ୍ରଧାନଶିକ୍ଷୟତ୍ରୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। ଆଗାମୀ ଜୋନ୍ ସ୍ତରୀୟ ପ୍ରତିଯୋଗିତାରେ ମଧ୍ୟ ସେମାନେ ଏହିପରି ସଫଳତା ହାସଲ କରି ଜିଲ୍ଲା ଓ ବିଦ୍ୟାଳୟର ନାମ ଉଜ୍ଜ୍ୱଳ କରିବେ ବୋଲି ସେ ଆଶା ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   08-Oct-2026
  ଜିଲ୍ଲା  
କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   08-Oct-2026
  ରାଜ୍ୟ  
ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ   08-Oct-2026
ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   08-Oct-2026
  ଜିଲ୍ଲା  
ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   08-Oct-2026
  ଜିଲ୍ଲା  
ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   08-Oct-2026
  ଜିଲ୍ଲା  
ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ   08-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   08-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   08-Oct-2026
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026

You Might Also Like