-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||     

HOME   ଜିଲ୍ଲା

ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ

08-Oct-2026



ବରପାଲି : (ସୁଦାମ ଦୀପ) ଆଜି ଅକ୍ଟୋବର ୮ ତାରିଖରେ ହୋଇଥିବା ଥିବା ‘ଓଡ଼ିଶା ବନ୍ଦ’କୁ ନେଇ ବରଗଡ଼ ଜିଲ୍ଲାର ବରପାଲି ଅଞ୍ଚଳରେ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ବନ୍ଦ ପାଳନ ସଫଳ ହୋଇଛି l ବନ୍ଦ ପାଳନ ଅଭିଯାନରେ ବିଜେପୁର ନିର୍ବାଚନମଣ୍ଡଳୀର କଂଗ୍ରେସ ନେତା କିଶୋର ଦଫାଦାରଙ୍କ ନେତୃତ୍ଵରେ ବହୁ ଲୋକ ଓ କଂଗ୍ରେସ ସମର୍ଥକ ଯୋଗଦେଇ ବନ୍ଦକୁ ସଫଳ କରିଥିବା ଦେଖିବାକୁ ମିଳିଥିଲା l INDIA ବ୍ଲକ୍ ପକ୍ଷରୁ ଆଜି ୮ ତାରିଖରେ ରାଜ୍ୟବ୍ୟାପୀ ୧୨ ଘଣ୍ଟିଆ ‘ଓଡ଼ିଶା ବନ୍ଦ’ ଡାକରା ଦିଆଯାଇ ଥିଲା । ବିଭିନ୍ନ ରାଜନୈତିକ ଓ ଜନସ୍ୱାର୍ଥ ସମ୍ପର୍କିତ ଦାବିକୁ ନେଇ ଏହି ବନ୍ଦ ଡାକରା ଦିଆଯାଇଥିବା ବେଳେ ବରପାଲିରେ ମଧ୍ୟ ଦେଖା ଯାଇଥିଲା l ବନ୍ଦର ପ୍ରମୁଖ ଦାବିଗୁଡ଼ିକ ମଧ୍ୟରେ MMDR Amendment Act, ୨୦୨୬ ପ୍ରତ୍ୟାହାର ଦାବି ରହିଛି। ଏଥିସହ ମୁଖ୍ୟ ନିର୍ବାଚନ କମିଶନରଙ୍କ ଇସ୍ତଫା, ରାଜ୍ୟ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସମେତ ବିଭିନ୍ନ ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଥିଲେ ବନ୍ଦ ସମୟରେ ହସ୍ପିଟାଲ, ଆମ୍ବୁଲାନ୍ସ, ଅଗ୍ନିଶମ ସେବା ଓ ଔଷଧ ଦୋକାନ ଭଳି ଜରୁରୀ ସେବାକୁ ବନ୍ଦରୁ ବାଦ ଦିଆଯାଇଥିଲା । ଜରୁରୀ ସେବାଗୁଡ଼ିକ ଯେପରି ସ୍ୱାଭାବିକ ଭାବେ ଚାଲୁ ରହେ, ସେଥିପ୍ରତି ଗୁରୁତ୍ୱ ଦିଆଯାଇଛି।  ବରପାଲି ସମେତ ବିଭିନ୍ନ ସ୍ଥାନରେ ରାସ୍ତା ଅବରୋଧ କରାଯାଇଥିଲା  l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026
  ଜିଲ୍ଲା  
ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   08-Oct-2026
  ଜିଲ୍ଲା  
ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   08-Oct-2026
  ଜିଲ୍ଲା  
ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   08-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   08-Oct-2026
  ଜିଲ୍ଲା  
କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   08-Oct-2026
  ରାଜ୍ୟ  
ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ   08-Oct-2026
ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   08-Oct-2026
  ଜିଲ୍ଲା  
ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   08-Oct-2026
  ଜିଲ୍ଲା  
ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   08-Oct-2026

You Might Also Like