-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||     

HOME   ଜିଲ୍ଲା

କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ

08-Oct-2026



ଆଗଲପୁର, (ପ୍ରେରଣା ଖବର) ଆଜି ଆଗଲପୁର ବ୍ଲକ୍ ଭରସୂଜା ପଞ୍ଚାୟତ ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି। ଏହି ଶିବିର ରେ ଆଗଲପୁର ବ୍ଲକ୍ ର ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ରୁଦ୍ରପ୍ରତାପ ସୁନା ଯୋଗ ଦେଇଥିଲେ। ତାଙ୍କ ସହିତ ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଶ୍ରୀ ଧୀରେନ୍ଦ୍ର ମେହେର, ସରପଞ୍ଚ ଶ୍ରୀ ଉମାକାନ୍ତ ସାହୁ, ବି ଏସ ଏସ ଓ ସୁଶାନ୍ତ କୁମାର ବାଗ, ଅଂଶୁମାନ ଦେବବାବୁ, ଆଲୋକ ମିଶ୍ର, ରମେଶ ଚନ୍ଦ୍ର ତ୍ରିପାଠୀ, ସନ୍ତୋଷ କୁମାର ମେହେର, ଭି ଏ ଡ଼ବ୍ଲୁ ରାକେଶ ବେହେରା, ଜ୍ଞାନ ରଞ୍ଜନ ସା, ସର୍ବେଶ୍ଵର ପଟେଲ୍, ଏ ପି ଓ ମିସ୍ ଜଗତଜିତା ସେଠୀ, ଅରବିନ୍ଦ ପାଣ୍ଡେ, ପି ଇ ଓ ଶ୍ରୀ ବଳରାମ ଧରୁଆ, ସି ଆର୍ ସି ସି ରମେଶ ଚନ୍ଦ୍ର ତ୍ରିପାଠୀ, ବିକାଶ ନାଏକ୍, ଉମା ଶଙ୍କର ବେହେରା, ବେଣୁଧର ସିଂ,, ରାଜସ୍ବ ନୀରିକ୍ଷକ, ଉମାଶଙ୍କର ବେହେରା ମତ୍ସ୍ୟ ବିଭାଗ, ପି ଇ ଓ ଶ୍ରୀ ବଳରାମ ଧରୂଆ ଙ୍କ ତତ୍ତ୍ଵାବଧାନରେ ଆଜିର ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଥିଲା। ଆଜିର ଶିବିର ରେ ଆବାସଗୃହ, ଭତ୍ତା, ରାସନକାର୍ଡ ସହ ଅନ୍ୟାନ୍ୟ ସର୍ବମୋଟ୍ 22 ଟି ଅଭିଯୋଗ ପଞ୍ଜିକରଣ କରାଗଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026
  ଜିଲ୍ଲା  
ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   08-Oct-2026
  ଜିଲ୍ଲା  
ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   08-Oct-2026
  ଜିଲ୍ଲା  
ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   08-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ   08-Oct-2026

You Might Also Like