-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||     

HOME   ରାଜ୍ୟ

ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ

09-Oct-2026



ଭୁବନେଶ୍ୱର(ପ୍ରେରଣା ଖବର)

ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ଅଫ ଇଣ୍ଡିଆର ସଦସ୍ୟ ମନୋନୀତ ହୋଇଛନ୍ତି। ଏହି ମର୍ମରେ ବୁଧବାର ଦିନ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ୬ ଜଣ ସମ୍ପାଦକ ଓ ୭ ଜଣ କର୍ମଜୀବୀ ସାମ୍ବାଦିକଙ୍କ ନାମ ସ୍ଥାନ ପାଇଛି।

ସାମ୍ବାଦିକ ଶ୍ରୀ ମହାନ୍ତି ଉଭୟ ଖବର କାଗଜ ଓ ଇଲେକ୍ଟ୍ରୋନିକ୍ସ ମେଡିଆରେ ଦୀର୍ଘ ଦିନ ଧରି କାର୍ଯ୍ୟ କରିଛନ୍ତି। ଜଣେ ରାଜନୈତିକ ସମୀକ୍ଷକ ଭାବେ ସେ ବେଶ ଜଣା ଶୁଣା। ଓଡିଶା ସାମ୍ବାଦିକ ୟୁନିଅନର

ସଭାପତି ଦାୟିତ୍ୱରେ ଥିବା ଶ୍ରୀ ମହାନ୍ତି ପୂର୍ବରୁ ଦୁଇ ଥର ନ୍ୟାସନାଲ ୟୁନିଅନ ଅଫ ଜର୍ଣ୍ଣାଲିଷ୍ଟ (India) ର ଜାତୀୟ ମହାସଚିବ ଥିଲେ। ପୂର୍ବ କାର୍ଯ୍ୟକାଳ ସମୟରେ ସେ ସାମ୍ବାଦିକଙ୍କ ସୁରକ୍ଷା ଓ କଲ୍ୟାଣ ବାବଦରେ ଅନେକ ଦାବି ଉପସ୍ଥାପନା କରିବା ସହ ପ୍ରେସ କାଉନସିଲକୁ ସୁପାରିଶ କରିଥିଲେ। ଏଭଳି ସମ୍ମାନ ଜନକ ପଦବୀକୁ ମନୋନୟନ ଲାଗି ବିଭିନ୍ନ ମହଲରୁ ତାଙ୍କୁ ଅଭିନନ୍ଦନ ଜ୍ଞାପନ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026
  ଜିଲ୍ଲା  
ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   08-Oct-2026

You Might Also Like