-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||     

HOME   ଜିଲ୍ଲା

ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା

09-Oct-2026



ବରପାଲି (ସୁଦାମ ଦୀପ )
 ବିଜେପୁର ବ୍ଲକ ସରପଞ୍ଚ ସଂଘର ସଭାପତି ତଥା ଯୋଖିପାଲି ଗ୍ରାମ ପଞ୍ଚାୟତର ସରପଞ୍ଚ ସବିତା ସାହୁଙ୍କ ବିରୋଧରେ ବିଜେପୁର ଥାନାରେ ମାମଲା ରୁଜୁ ହୋଇଛି। ବିଜେପୁର ବିଡିଓ ସରୋଜ କୁମାର ବିଶ୍ୱାଳଙ୍କ ଲିଖିତ ଅଭିଯୋଗ ଆଧାରରେ ପୁଲିସ ବିଏନଏସ୍‌ର ୨୨୧, ୨୯୬ ଓ ୩୫୧(୨) ଧାରାରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି।ଅଭିଯୋଗ ଅନୁସାରେ, ଗତ ୫ ତାରିଖରେ ବିଜେପୁର ବ୍ଲକ କାର୍ଯ୍ୟାଳୟରେ ଯୋଖିପାଲି ଗ୍ରାମ ପଞ୍ଚାୟତ ସମ୍ପର୍କିତ ଏକ ଆଲୋଚନା ଚାଲିଥିଲା। ଏହି ସମୟରେ ସରପଞ୍ଚ ସବିତା ସାହୁ ଉତ୍ତେଜିତ ହୋଇ ପାଟି କରିବା ସହ କାର୍ଯ୍ୟାଳୟରେ ଥିବା କାଗଜପତ୍ର ଫିଙ୍ଗି ଦେଇଥିବା ବିଡିଓ ତାଙ୍କ ଅଭିଯୋଗରେ ଦର୍ଶାଇଥିବା ଜଣାପଡ଼ିଛି। ଆଲୋଚନା ସମୟରେ ସହକାରୀ ନିର୍ବାହୀ ଯନ୍ତ୍ରୀ, ନିର୍ବାହୀ ଯନ୍ତ୍ରୀଙ୍କ ସମେତ ଅନ୍ୟାନ୍ୟ ଯନ୍ତ୍ରୀ ଉପସ୍ଥିତ ଥିବା ଜଣାପଡ଼ିଛି।ଘଟଣା ପରେ ବିଡିଓ ବିଜେପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ପୁଲିସ ମାମଲା ରୁଜୁ କରି ଘଟଣାର ବିଭିନ୍ନ ପାର୍ଶ୍ୱ ନେଇ ତଦନ୍ତ କରୁଥିବା ସୂଚନା ମିଳିଛି।
ଅନ୍ୟପଟେ, ସରପଞ୍ଚ ସବିତା ସାହୁଙ୍କ ନାମରେ ପୂର୍ବରୁ ମଧ୍ୟ କିଛି ମାମଲା ଥିବା ନେଇ ଅଞ୍ଚଳରେ ଚର୍ଚ୍ଚା ହେଉଛି। ତେବେ ପୂର୍ବରୁ ଥିବା ମାମଲାଗୁଡ଼ିକର ପ୍ରକୃତ ସ୍ଥିତି କ’ଣ ଏବଂ ସେଗୁଡ଼ିକରେ କୋର୍ଟରେ କୌଣସି ରାୟ ହୋଇଛି କି ନାହିଁ, ତାହା ଅଲଗା ବିଷୟ। ଏହି କାରଣରୁ ମାତ୍ର ତାଙ୍କୁ ଦୋଷୀ ବୋଲି କହିବା ଆଇନସମ୍ମତ ନୁହେଁ।ତଥାପି ଜଣେ ଜନପ୍ରତିନିଧିଙ୍କ ନାମ ବାରମ୍ବାର ବିବାଦ ଓ ମାମଲାରେ ଆସିବାକୁ ନେଇ ପ୍ରଶ୍ନ ଉଠିବା ସ୍ୱାଭାବିକ। ବ୍ଲକ ପ୍ରଶାସନ ସହ କୌଣସି ମତଭେଦ, ପଞ୍ଚାୟତ କାର୍ଯ୍ୟକୁ ନେଇ ବିବାଦ, ନା ପଦବୀକୁ ନେଇ କୌଣସି ଚାପ ବା ସ୍ୱାର୍ଥ କେଉଁ କାରଣରୁ ଏଭଳି ପରିସ୍ଥିତି ସୃଷ୍ଟି ହେଉଛି, ତାହା ତଦନ୍ତ ପରେ ସ୍ପଷ୍ଟ ହେବ।ବର୍ତ୍ତମାନ ମାମଲାରେ ପୁଲିସର ତଦନ୍ତ ଓ ପରବର୍ତ୍ତୀ ଆଇନଗତ ପଦକ୍ଷେପ ଉପରେ ସମସ୍ତଙ୍କ ନଜର ରହିଛି। ଏହି ଘଟଣାକୁ ନେଇ ସରପଞ୍ଚ ସବିତା ସାହୁଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026

You Might Also Like