-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||     

HOME   ଜିଲ୍ଲା

ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର

09-Oct-2026



ବରପାଲି,  (ସୁଦାମ ଦୀପ) - ବରପାଲି ବ୍ଲକ୍ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ସ୍ଥାନୀୟ ଗଙ୍ଗାଧର ମେହେର ଏନଏସି ଉଚ୍ଚ ବିଦ୍ୟାଳୟ ପରିସରରେ ଭିନ୍ନକ୍ଷମ ଚିହ୍ନଟୀକରଣ ଓ ଉପକରଣ ବଣ୍ଟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ରତ୍ନ କୁମାର ଭୋଇଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି ଶିବିରରେ ବିଆରଟି ମୁକୁନ୍ଦ ମେହେର ଓ ତୁଳାରାମ ସାହୁ ପରିଚାଳନା କରିଥିଲେ। ଭୁବନେଶ୍ୱର ALIMCO ରୁ ଆସିଥିବା ବିଶେଷଜ୍ଞ ବିକ୍ରମ ମହାରଣା ଓ ସୁରଜ କୁମାର ମାଝୀ ୮୦ ଜଣ ଭିନ୍ନକ୍ଷମ ଶିଶୁ ଓ ସେମାନଙ୍କ ଅଭିଭାବକଙ୍କୁ ପରୀକ୍ଷା କରି ଚିହ୍ନଟ କରିଥିଲେ। ପରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଆଲୋକ କୁମାର ପ୍ରଧାନ ୩୫ ଜଣ ଶିଶୁଙ୍କୁ ସହାୟକ ଉପକରଣ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ମିହିର ପ୍ରଧାନ, ନୃପରାଜ ଦାସ, ଜୟନ୍ତୀ ନାୟକ, ଶୈଳେନ୍ଦ୍ରୀ ସାହୁ ଓ ସମସ୍ତ ସିଆରସି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   09-Oct-2026
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026

You Might Also Like