ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ବନଖଣ୍ଡ ପକ୍ଷରୁ ଚାଲିଥିବା ୭୨ତମ ବନ୍ୟପ୍ରାଣୀ ସପ୍ତାହ-୨୦୨୬ ଶୁକ୍ରବାର ସ୍ଥାନୀୟ ବନଖଣ୍ଡ କାର୍ଯ୍ୟାଳୟର ସମ୍ମେଳନ କକ୍ଷରେ ଉଦ୍‌ଯାପିତ ହୋଇଯାଇଛି। ଏହି ଅବସରରେ ବଲାଙ୍ଗୀର ଜିଲ୍ଲାପାଳ ଗୌରବ ଶିବାଜୀ ଈଶଲୱାର ମୁଖ୍ୟ ଅତିଥି ଭାବେ ଯୋଗଦେଇ ବନ୍ୟପ୍ରାଣୀଙ୍କ ସୁରକ୍ଷା ଓ ସଂରକ୍ଷଣ ସହ ଜୈବ ବିବିଧତାର ଗୁରୁତ୍ୱ ଉପରେ

"/>

-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ

09-Oct-2026



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ବନଖଣ୍ଡ ପକ୍ଷରୁ ଚାଲିଥିବା ୭୨ତମ ବନ୍ୟପ୍ରାଣୀ ସପ୍ତାହ-୨୦୨୬ ଶୁକ୍ରବାର ସ୍ଥାନୀୟ ବନଖଣ୍ଡ କାର୍ଯ୍ୟାଳୟର ସମ୍ମେଳନ କକ୍ଷରେ ଉଦ୍‌ଯାପିତ ହୋଇଯାଇଛି। ଏହି ଅବସରରେ ବଲାଙ୍ଗୀର ଜିଲ୍ଲାପାଳ ଗୌରବ ଶିବାଜୀ ଈଶଲୱାର ମୁଖ୍ୟ ଅତିଥି ଭାବେ ଯୋଗଦେଇ ବନ୍ୟପ୍ରାଣୀଙ୍କ ସୁରକ୍ଷା ଓ ସଂରକ୍ଷଣ ସହ ଜୈବ ବିବିଧତାର ଗୁରୁତ୍ୱ ଉପରେ

ଆଲୋକପାତ କରିଥିଲେ । କାର୍ଯ୍ୟକ୍ରମରେ ବଲାଙ୍ଗୀର ବନଖଣ୍ଡ ଅଧିକାରୀ ଅଜିତ ବିଶି ଉପସ୍ଥିତ ଜନସାଧାରଣଙ୍କୁ ବନ୍ୟପ୍ରାଣୀ ସୁରକ୍ଷା ଓ ସଂରକ୍ଷଣ ଦିଗରେ ସକ୍ରିୟ ଭାବେ ସହଭାଗୀ ହେବାକୁ ଆହ୍ୱାନ ଦେଇଥିଲେ ।

ଏହି ଉତ୍ସବରେ ଅନ୍ୟତମ ଅତିଥି ଭାବେ ବଲାଙ୍ଗୀର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଆଞ୍ଚଳିକ ଅଧିକାରୀ ବବିତା ସିଂହ, ବଲାଙ୍ଗୀର କେନ୍ଦୁପତ୍ର ବନଖଣ୍ଡ ଅଧିକାରୀ ସୁଭେନ୍ଦୁ ପ୍ରସାଦ ବେହେରା ଏବଂ ଜେଆଇଟିଏମ୍‌, ବଲାଙ୍ଗୀରର ପ୍ରାଣୀବିଜ୍ଞାନ ଅଧ୍ୟାପକ ଅରିନ୍ଦମ ପରିଚ୍ଛା ଯୋଗଦେଇ ବନ୍ୟପ୍ରାଣୀ ସଂରକ୍ଷଣର ଆବଶ୍ୟକତା ଓ ଏଥିରେ ଜନସାଧାରଣଙ୍କ ଭୂମିକା ସମ୍ପର୍କରେ ନିଜ ନିଜର ମତ ରଖିଥିଲେ। ଏଥିସହ ବନ୍ୟପ୍ରାଣୀ ସଂରକ୍ଷଣ କର୍ମୀମାନେ ମଧ୍ୟ ଉପସ୍ଥିତ ଥିଲେ।

ବନ୍ୟପ୍ରାଣୀ ସପ୍ତାହ ଅବସରରେ ଆୟୋଜିତ ଚିତ୍ରାଙ୍କନ, ପୁସ୍ତକ ପଠନ, ସାଧାରଣ ଜ୍ଞାନ ପରୀକ୍ଷା ଓ ମାରାଥନ୍‌ ଦୌଡ଼ ଆଦି ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ପ୍ରତିଯୋଗୀମାନଙ୍କୁ ଉତ୍ସବରେ ପୁରସ୍କୃତ କରାଯାଇଥିଲା । ସେହିପରି ବନ୍ୟପ୍ରାଣୀ ସଂରକ୍ଷଣ ଦିଗରେ ଉଲ୍ଲେଖନୀୟ ଦାୟିତ୍ୱ ତୁଲାଇଥିବା ବନ କର୍ମଚାରୀ ଓ ସ୍କ୍ୱାଡ୍‌ ସଦସ୍ୟମାନଙ୍କୁ ମାନପତ୍ର ଓ ପୁରସ୍କାର ପ୍ରଦାନ କରି ଉତ୍ସାହିତ କରାଯାଇଥିଲା ।

କାର୍ଯ୍ୟକ୍ରମକୁ ବଲାଙ୍ଗୀର ବନାଞ୍ଚଳ ଅଧିକାରୀ ନବୀନ କୁମାର ପଣ୍ଡା, ଚିନ୍ମୟ ପ୍ରଧାନ ଓ ଅର୍ଜୁନ ସାହୁ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
*ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   09-Oct-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   09-Oct-2026
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026

You Might Also Like