ବରଗଡ଼(ତୁଳସୀ ଚରଣ ଦାଶ): ଆନ୍ତର୍ଜାତୀୟ ବାଳିକା ସପ୍ତାହ ପାଳନ ଅବସରରେ ବରଗଡ଼ସ୍ଥିତ ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ‘ଜୁଭେଣ୍ଟିକା ଆଉଟ୍‌ରିଚ୍ କାର୍ଯ୍ୟକ୍ରମ’ ଆୟୋଜିତ ହୋଇଥିଲା।

~~~~~~~~~~~~~~~~~~~ 
 “ବାଲ୍ୟବିବାହର ଅନ୍ତ ଏବଂ ବାଳିକାଙ୍କ ଅଧିକାରରେ ନିବେଶ”*
ବିଷୟବସ୍ତୁକୁ ଆଧାର କରି ବିଦ୍ୟାଳୟ, ବରଗଡ଼ ଟାଉନ୍ ଥାନା ଏବଂ ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟର ମିଳିତ ସହଯୋଗରେ ଅପରାଧ ବିରୋଧୀ ମହିଳା ଓ ଶିଶୁ ଶାଖା ଏବଂ ୟୁନିସେଫ୍‌ର ସହଭାଗିତାରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।
ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁଶ୍ରୀ ଶାନ୍ତି ସୁନା ଅତିଥିମାନଙ୍କୁ ସ୍ୱାଗତ କରିଥିଲେ। କାର୍ଯ୍ୟକ୍ରମରେ ବରଗଡ଼ ଟାଉନ୍ ଥାନାର ଆଇଆଇସି ଚିତ୍ତରଞ୍ଜନ ମେହେର, ୟୁନିସେଫ୍ ଓ ଏଡ୍ ଏଟ୍ ଆକ୍ସନ୍‌ର ଜିଲ୍ଲା ସଂଯୋଜକ ତରୁଣସେନ ପ୍ରୁସେଠ, ଡିଏଚ୍‌ଇଡବ୍ଲ୍ୟୁର ଜିଲ୍ଲା ସଂଯୋଜକ ଅଂଶୁମାନ ପ୍ରଧାନ, ଟାଉନ୍ ଥାନାର ଏସ୍‌ଆଇ ସୁରଜ ପାନ୍ ଏବଂ ସାଇବର ସେଲ୍‌ର ଏସ୍‌ଆଇ ମଙ୍ଗଳ କିସ୍କୋ ଯୋଗଦେଇ ବିଭିନ୍ନ ବିଷୟରେ ଆଲୋକପାତ କରିଥିଲେ।
ବକ୍ତାମାନେ ବାଲ୍ୟବିବାହର କୁପରିଣାମ, ବାଳିକାଙ୍କ ଅଧିକାର, ମହିଳା ଓ ଶିଶୁଙ୍କ ସୁରକ୍ଷା, ସାଇବର ଅପରାଧରୁ ସୁରକ୍ଷା ଏବଂ ସଚେତନତାର ଗୁରୁତ୍ୱ ସମ୍ପର୍କରେ ଛାତ୍ରୀମାନଙ୍କୁ ବୁଝାଇଥିଲେ। ଛାତ୍ରୀମାନେ ଉତ୍ସାହର ସହିତ ଆଲୋଚନାରେ ଭାଗ ନେଇ ବିଭିନ୍ନ ପ୍ରଶ୍ନ ପଚାରିଥିଲେ ଏବଂ ବକ୍ତାମାନଙ୍କଠାରୁ ଉପଯୁକ୍ତ ଉତ୍ତର ଓ ପରାମର୍ଶ ଗ୍ରହଣ କରିଥିଲେ।
କାର୍ଯ୍ୟକ୍ରମର ଶେଷରେ ବିଦ୍ୟାଳୟର ବରିଷ୍ଠତମ ଶିକ୍ଷୟିତ୍ରୀ ଶ୍ରୀମତୀ କମଳା ଦାଶ ଧନ୍ୟବାଦ ଅର୍ପଣ କରିଥିଲେ। ବିଦ୍ୟାଳୟର ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ ଓ କର୍ମଚାରୀଙ୍କ ସମନ୍ୱିତ ସହଯୋଗରେ କାର୍ଯ୍ୟକ୍ରମଟି ସଫଳତାର ସହ ସମ୍ପନ୍ନ ହୋଇଥିଲା।
ବାଳିକାମାନଙ୍କୁ ସଚେତନ, ସଶକ୍ତ ଓ ସ୍ୱାବଲମ୍ବୀ କରିବା ସହ ବାଲ୍ୟବିବାହ ରୋକିବା ଏବଂ ପ୍ରତ୍ୟେକ ବାଳିକାଙ୍କୁ ସୁରକ୍ଷିତ, ସମ୍ମାନଜନକ ଓ ସମାନ ସୁଯୋଗପୂର୍ଣ୍ଣ ଭବିଷ୍ୟତ ପ୍ରଦାନ କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା। 
         ---------×××---------

"/>

-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||     

HOME   ଜିଲ୍ଲା

ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

09-Oct-2026

ଆନ୍ତର୍ଜାତିୟ ବାଳିକା ସପ୍ତାହ ପାଳିତ  

ବରଗଡ଼(ତୁଳସୀ ଚରଣ ଦାଶ): ଆନ୍ତର୍ଜାତୀୟ ବାଳିକା ସପ୍ତାହ ପାଳନ ଅବସରରେ ବରଗଡ଼ସ୍ଥିତ ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ‘ଜୁଭେଣ୍ଟିକା ଆଉଟ୍‌ରିଚ୍ କାର୍ଯ୍ୟକ୍ରମ’ ଆୟୋଜିତ ହୋଇଥିଲା।

~~~~~~~~~~~~~~~~~~~ 
 “ବାଲ୍ୟବିବାହର ଅନ୍ତ ଏବଂ ବାଳିକାଙ୍କ ଅଧିକାରରେ ନିବେଶ”*
ବିଷୟବସ୍ତୁକୁ ଆଧାର କରି ବିଦ୍ୟାଳୟ, ବରଗଡ଼ ଟାଉନ୍ ଥାନା ଏବଂ ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟର ମିଳିତ ସହଯୋଗରେ ଅପରାଧ ବିରୋଧୀ ମହିଳା ଓ ଶିଶୁ ଶାଖା ଏବଂ ୟୁନିସେଫ୍‌ର ସହଭାଗିତାରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।
ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁଶ୍ରୀ ଶାନ୍ତି ସୁନା ଅତିଥିମାନଙ୍କୁ ସ୍ୱାଗତ କରିଥିଲେ। କାର୍ଯ୍ୟକ୍ରମରେ ବରଗଡ଼ ଟାଉନ୍ ଥାନାର ଆଇଆଇସି ଚିତ୍ତରଞ୍ଜନ ମେହେର, ୟୁନିସେଫ୍ ଓ ଏଡ୍ ଏଟ୍ ଆକ୍ସନ୍‌ର ଜିଲ୍ଲା ସଂଯୋଜକ ତରୁଣସେନ ପ୍ରୁସେଠ, ଡିଏଚ୍‌ଇଡବ୍ଲ୍ୟୁର ଜିଲ୍ଲା ସଂଯୋଜକ ଅଂଶୁମାନ ପ୍ରଧାନ, ଟାଉନ୍ ଥାନାର ଏସ୍‌ଆଇ ସୁରଜ ପାନ୍ ଏବଂ ସାଇବର ସେଲ୍‌ର ଏସ୍‌ଆଇ ମଙ୍ଗଳ କିସ୍କୋ ଯୋଗଦେଇ ବିଭିନ୍ନ ବିଷୟରେ ଆଲୋକପାତ କରିଥିଲେ।
ବକ୍ତାମାନେ ବାଲ୍ୟବିବାହର କୁପରିଣାମ, ବାଳିକାଙ୍କ ଅଧିକାର, ମହିଳା ଓ ଶିଶୁଙ୍କ ସୁରକ୍ଷା, ସାଇବର ଅପରାଧରୁ ସୁରକ୍ଷା ଏବଂ ସଚେତନତାର ଗୁରୁତ୍ୱ ସମ୍ପର୍କରେ ଛାତ୍ରୀମାନଙ୍କୁ ବୁଝାଇଥିଲେ। ଛାତ୍ରୀମାନେ ଉତ୍ସାହର ସହିତ ଆଲୋଚନାରେ ଭାଗ ନେଇ ବିଭିନ୍ନ ପ୍ରଶ୍ନ ପଚାରିଥିଲେ ଏବଂ ବକ୍ତାମାନଙ୍କଠାରୁ ଉପଯୁକ୍ତ ଉତ୍ତର ଓ ପରାମର୍ଶ ଗ୍ରହଣ କରିଥିଲେ।
କାର୍ଯ୍ୟକ୍ରମର ଶେଷରେ ବିଦ୍ୟାଳୟର ବରିଷ୍ଠତମ ଶିକ୍ଷୟିତ୍ରୀ ଶ୍ରୀମତୀ କମଳା ଦାଶ ଧନ୍ୟବାଦ ଅର୍ପଣ କରିଥିଲେ। ବିଦ୍ୟାଳୟର ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ ଓ କର୍ମଚାରୀଙ୍କ ସମନ୍ୱିତ ସହଯୋଗରେ କାର୍ଯ୍ୟକ୍ରମଟି ସଫଳତାର ସହ ସମ୍ପନ୍ନ ହୋଇଥିଲା।
ବାଳିକାମାନଙ୍କୁ ସଚେତନ, ସଶକ୍ତ ଓ ସ୍ୱାବଲମ୍ବୀ କରିବା ସହ ବାଲ୍ୟବିବାହ ରୋକିବା ଏବଂ ପ୍ରତ୍ୟେକ ବାଳିକାଙ୍କୁ ସୁରକ୍ଷିତ, ସମ୍ମାନଜନକ ଓ ସମାନ ସୁଯୋଗପୂର୍ଣ୍ଣ ଭବିଷ୍ୟତ ପ୍ରଦାନ କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା। 
         ---------×××---------

News Comment

Photo in News

Advertisment
Lastest News
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026

You Might Also Like