-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||     

HOME   ଜିଲ୍ଲା

ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ

10-Oct-2026



ବରଗଡ଼(ତୁଳସୀ ଚରଣ ଦାଶ): ସୋହେଲା ଦୂର୍ଗା ପୂଜା ପାଇଁ ଗୁରୁ ଭଗବାନ ସାହୁଙ୍କ ବିଶେଷ ଅବଦାନ ଏବଂ ଯୋଗଦାନ ପାଇଁ କିଛି ବର୍ଷ ହେଲା ସୋହେଲା ସାର୍ବଜନୀନ ଦୁର୍ଗାପୂଜା କମିଟି ତରଫରୁ ଦୂର୍ଗା ପୂଜା ଅବସରରେ ଜଣେ ବିଶିଷ୍ଟ ପ୍ରତିଭାଙ୍କୁ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ ପ୍ରଦାନ କରାଯାଇଆସୁଛି, ଚଳିତ ବର୍ଷ କଳା ସଂସ୍କୃତି ପାଇଁ ସମର୍ପିତ ନାଟ୍ୟକାର ନିର୍ଦ୍ଦେଶକ ନୃତ୍ୟଗୁରୁ ସୁବର୍ଣ୍ଣପୁରର ନାଟ୍ୟଶ୍ରୀ ଗଦାଧର ବାରିକ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ ପାଇବେ ବୋଲି ପୂଜା କମିଟି ସଭାପତି ପୂର୍ବତନ ମନ୍ତ୍ରୀ ପ୍ରକାଶ ଚନ୍ଦ୍ର ଦେବତା,ସମ୍ପାଦକ ପ୍ରମୋଦ ଚନ୍ଦ୍ର ଦେବତା ଏକ ବିଜ୍ଞପ୍ତି ରେ ପ୍ରକାଶ କରିଛନ୍ତି, ସୁଚନାଯୋଗ୍ୟ ସୋହେଲା ସାର୍ବଜନୀନ ଦୁର୍ଗାପୂଜାରେ ଗୁରୁ ଭଗବାନ ସାହୁ ନିରବଚ୍ଛିନ୍ନ ୫୦ ବର୍ଷ ଦଶମୀ ଦିନ ନାଟକ ପରିବେଷଣ କରିଥିଲେ, ତାଙ୍କ ମୃତ୍ୟୁ ପରେ ନିରବଚ୍ଛିନ୍ନ,୨୫ ବର୍ଷ ନାଟକ ପରିବେଷଣ ହୋଇଆସୁଛି ତାଙ୍କର ନାଟକ ଅନୁଷ୍ଠାନ ଦ୍ବାରା, ଯାହାକି ଏକ ଅବିସ୍ମରଣୀୟ କିର୍ତୀମାନ । ଚଳିତ ବର୍ଷ ନାଟ୍ୟଶ୍ରୀ ଗଦାଧର ବାରିକଙ୍କୁ ଉକ୍ତ ସମ୍ମାନ ପ୍ରଦାନ କରାଯାଉଥିବାରୁ ସୁବର୍ଣ୍ଣପୁର ଅଞ୍ଚଳରେ ଖୁସିର ଲହରୀ ଖେଳି ଯାଇଛି  ।
         --------×××---------


News Comment




Photo in News

Advertisment
Lastest News
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026

You Might Also Like