-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||     

HOME   ଜିଲ୍ଲା

ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ

10-Oct-2026



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ବ୍ଲକ ବାଉଁଶୁଣି ମାଁ ମାଣିକେଶ୍ୱରୀ ଆଞ୍ଚଲିକ କୈବର୍ତ୍ତ ସମାଜ ବୈଠକ ମାଁ ମାଣିକେଶ୍ୱରୀ ମନ୍ଦିର ପ୍ରାଙ୍ଗଣ ରେ ଅନୁଷ୍ଠିତ ହୋଇଯାଇଛି l ଅନୀଲ ପାଣ୍ଡେ ଙ୍କ ସଭାପତିତ୍ତ୍ଵ ଅନୁଷ୍ଠିତ ବୈଠକ ରେ ମାଁ ମାଣିକେଶ୍ୱରୀ ଆଞ୍ଚଳିକ କୈବର୍ତ୍ତ ସମାଜ ର ସମସ୍ତ ଗ୍ରାମ ପଞ୍ଚାୟତ ସ୍ତରୀୟ କମିଟି ଓ ଜାତିଭାଇ ମାନଙ୍କୁ ନେଇ ଅନୁଷ୍ଠିତ ବୈଠକ କୈବର୍ତ୍ତ ସମାଜ ର ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇଥିଲା l ଏହି ଅବସରରେ  ଏକ ପରିଚାଳନା କମିଟି ଗଠନ କରାଯାଇଥିଲା l କମିଟି ର ସଭାପତି ଭାବେ ଅନୀଲ ପାଣ୍ଡେ ଙ୍କୁ ମନୋନୀତ କରାଯାଇଥିବା ବେଲେ ଉପ ସଭାପତି ଶ୍ରବଣ କୁମାର ସେଠୀ, ସମ୍ପାଦକ ଘନଶ୍ୟାମ ମୁଦୁଲି, ସହ ସମ୍ପାଦକ ପଞ୍ଚାନନ ଦଣ୍ଡସେନା, କୋଷାଧ୍ୟକ୍ଷ ନିର୍ମଳ ପାଣ୍ଡେ ଙ୍କୁ ମନୋନୀତ କରଯାଇଛି l ସେହିପରି ଉପଦେଷ୍ଟା ମଣ୍ଡଳୀ କୈବର୍ତ୍ତ ନାଏକ, ଶରତ ସେଠୀ, ବଳବନ୍ତ ବେହେରା, ମନୁ ସେଠୀ, ସରୋଜ ନାଏକ, ସରୋଜ ଝାଙ୍କର ଙ୍କୁ ରଖାଯାଇଛି l ପରେ ପରେ ୨୦୨୬ ରେ ହେବାକୁ ଥିବା ମାଁ ମାଣିକେଶ୍ୱରୀ ଦେବୀ ଙ୍କ ବାର୍ଷିକ ଉତ୍ସବ ଉପରେ ଆଲୋଚନା କରାଯାଇଥିଲା l ବୈଠକ ରେ ଟିକେଶ୍ୱର ନାଗ, ସନ୍ତୋଷ ଝାଙ୍କର, ସନ୍ଥ ମଲ୍ଲିକ, ଗରିବ ନାଏକ, ନବିନ ମଲ୍ଲିକ, ଶ୍ୟାମ ଦେହେରି, କାର୍ତ୍ତିକ ସେଠୀ, ସୁବ୍ରତ ତରିଆ, ଲବ ସେଠୀ, ନିଲାଞ୍ଚଳ ମୁଦୁଲି ଙ୍କ ସମେତ ମାଁ ମାଣିକେଶ୍ଵରୀ ଆଞ୍ଚଲିକ କୈବର୍ତ୍ତ ସମାଜ ର ସମସ୍ତ ଜାତି ଗଙ୍ଗା ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026

You Might Also Like