-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||     

HOME   ଜିଲ୍ଲା

ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ

10-Oct-2026



ବରପାଲି, (ସୁଦାମ ଦୀପ): ବରପାଲି ସ୍ଥିତ ମା' ସମଲେଶ୍ୱରୀଙ୍କ ପୀଠରେ ଗତ ରାତିରେ ମା'ଙ୍କ ପବିତ୍ର ଧବଳମୁଖୀ ବେଶ ସମ୍ପନ୍ନ ହୋଇଛି। ରାତ୍ରି ପୂଜା ପରେ ଆଜି ଭୋର ୪ଟା ସମୟରେ ମନ୍ଦିର ଦ୍ୱାର ଫିଟିବା ପରେ ହଜାର ହଜାର ଭକ୍ତ ମା'ଙ୍କ ଦୁର୍ଲଭ ବେଶ ଦର୍ଶନ କରି ଆଶିଷ ଲାଭ କରିଛନ୍ତି।
ଏହି ଧବଳମୁଖୀ ବେଶକୁ ସାକ୍ଷାତ ଗଙ୍ଗା ମା'ଙ୍କ ରୂପ ଭାବେ ତୁଳନା କରାଯାଏ। ମା'ଙ୍କ ଶୁଭ୍ର ରୂପ ଦର୍ଶନ କଲେ ସମସ୍ତ ପାପ ଧୋଇ ହୋଇଯାଏ ବୋଲି ବିଶ୍ୱାସ ରହିଛି। ଏହି ବେଶ ଦେଖିବା ପାଇଁ ବରଗଡ, ସମ୍ବଲପୁର, ବଲାଙ୍ଗୀର ସମେତ ବହୁ ଦୂର ଦୂରାନ୍ତରୁ ଭକ୍ତମାନେ ଆସି ରାତିରୁ ଧାଡିରେ ଠିଆ ହୋଇଥିଲେ। ପ୍ରକାଶ ଥାଉକି, ଏହି ପବିତ୍ର ବେଶ ପାଇଁ ଆବଶ୍ୟକ ହେଉଥିବା ଧଳା ଚୂନ ଓ ଧଳା ରଙ୍ଗ ପ୍ରତିବର୍ଷ ପରମ୍ପରା ଅନୁଯାୟୀ ବରପାଲି ମଧ୍ୟପଡା ନିବାସୀ କମଳ କୁମାର ଥଇତଙ୍କ ଘରୁ ପୂଜା ଅର୍ଚ୍ଚନା ସହ ଅଣାଯାଇଥାଏ। ପରମ୍ପରାକୁ ଆଜି ବି ଶ୍ରଦ୍ଧାର ସହ ପାଳନ କରାଯାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026

You Might Also Like