-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||     

HOME   ଜିଲ୍ଲା

ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର

10-Oct-2026



ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର ଏବେ ଭାରତୀୟ ଜନତା ପାର୍ଟିର ସଦସ୍ୟା ହୋଇଛନ୍ତି। ସେ ଗୋଟିଏ ସୁନ୍ଦର ସମାଜର ସ୍ବପ୍ନ ଦେଖିଛନ୍ତି। ତାଙ୍କର ସମାଜସେବା ଓ ଲେଖାଲେଖି ୨୦୨୫ ମାର୍ଚ୍ଚ ମାସରୁ ଆରମ୍ଭ କରିଥିଲେ କିନ୍ତୁ ତାଙ୍କର କଠିନ ପରିଶ୍ରମ ଓ ଆତ୍ମବିଶ୍ଵାସ ବଳରେ ଗୋଟିଏ ବର୍ଷ ଭିତରେ ସେ ଅନେକ ଲୋକଙ୍କ ହୃଦୟକୁ ସ୍ପର୍ଶ କରିବା ସହିତ ଭୁବନେଶ୍ୱର ଉତ୍ତର ଗୋପୀନାଥ ମଣ୍ଡଳୀ ୱାର୍ଡ ନମ୍ବର -୪ ରେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ରଙ୍କ ପରାମର୍ଶରେ ଭାରତୀୟ ଜନତା ପାର୍ଟିର କାର୍ଯକର୍ତ୍ତା ଭାବେ ଅଂଶଗ୍ରହଣ କରି ତାଙ୍କର ରାଜନୈତିକ କାର୍ଯ୍ୟ ଆରମ୍ଭ କରିଦେଇଛନ୍ତି। ତାଙ୍କର ଉଦେଶ୍ୟ ଅସହାୟ ଲୋକଙ୍କ ମୁହଁରେ ହସ ଫିଟଇବା, ସରକାରଙ୍କ ଦେଇଥିବା ସୁବିଧା ଗୁଡିକ ଅସହାୟ ଲୋକଙ୍କ ପାଖକୁ ପହଞ୍ଚାଇବା,ଅସହାୟ ନାରୀ ମାନଙ୍କ ଉଚ୍ଚଶିକ୍ଷା ପ୍ରତି ଧ୍ୟାନ ଦେବା, ସମାଜରେ ସୁଧାର ଆଣିବା ଇତ୍ୟାଦି। ତାଙ୍କ ମତରେ ମୋ ଓଡ଼ିଶାରେ ଗରିବୀ ନରହୁ। ଏହା କେବଳ ତାଙ୍କର ଏବେକାର ସ୍ବପ୍ନ ନୁହଁ ଛୋଟ ଦିନରୁ ସ୍ବପ୍ନ ଓ ସେ ତାଙ୍କର ସ୍ବପ୍ନକୁ ସାକାର କରିବା ପାଇଁ ଆଗେଇ ପଡ଼ିଛନ୍ତି। ତାଙ୍କର ଏହି ମହତ ଚିନ୍ତାଧାରାକୁ ଆମେ ବଲାଙ୍ଗୀର ବାସୀ ସମ୍ମାନ ଦେବା ସହିତ ଗର୍ବ ଅନୁଭବ କରୁଅଛୁ। ତାଙ୍କର ଚଲାପଥଟି ଅସହାୟ ଲୋକଙ୍କ ପ୍ରତି ମଙ୍ଗଳମୟ ହେଉ ଓ ଆଗକୁ ଜଣେ ବଡ଼ ନେତ୍ରୀ ଭାବେ ଏ ସମାଜରେ ଉନ୍ନତି ଆଣିବେ ବୋଲି ଆଶା ରଖିଅଛୁ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026

You Might Also Like