-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||     

HOME   ଜିଲ୍ଲା

କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର

11-Oct-2026



ସମ୍ବଲପୁର(ପ୍ରେରଣା ଖବର): ସାହିତ୍ୟ ଅକାଦେମି ଓ ସମ୍ବଲପୁର ସରକାରୀ ମହିଳା ମହାବିଦ୍ୟାଳୟର ମିଳିତ ଆନୁକୁଲ୍ୟରେ ‘ଓଡ଼ିଆ କବିତାରେ ଜୀବନବୋଧ’ ଶୀର୍ଷକ ଏକ ଆଲୋଚନାଚକ୍ର ମହିଳା ମହାବିଦ୍ୟାଳୟ ପ୍ରେକ୍ଷାଳୟରେ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ର ସାହିତ୍ୟ ଏକାଡେମୀ ଉପଦେଷ୍ଟା ମଣ୍ଡଳୀର ସଦସ୍ୟ ଡକ୍ଟର ମନୋଜ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମହିଳା କଲେଜର ଅଧ୍ୟକ୍ଷା ଡକ୍ଟର କଳ୍ପନା

ମେହେର ମୁଖ୍ୟ ଅତିଥି ଭାବେ ଯୋଗଦେଇ କେନ୍ଦ୍ର ସାହିତ୍ୟ ଏକାଡେମୀକୁ ଧନ୍ୟବାଦ ଜଣାଇବା ସହ ଓଡିଆ ସାହିତ୍ୟରେ ସବୁ ଯୁଗର କବିମାନଙ୍କ କବିତାରେ ଜୀବନବୋଧ ଦେଖିବାକୁ ମିଳେ ବୋଲି ମତବ୍ୟକ୍ତ କରିଥିଲେ।  ସଭାମୁଖ୍ୟ ଶ୍ରୀ ପଣ୍ଡା ସଭାପତିୟ ଅଭିଭାଷଣରେ ଆଧୁନିକ ଜୀବନକୁ ଓଡ଼ିଆ କବିମାନେ ନିଜ ସୃଷ୍ଟିରେ ଯଥାର୍ଥ  ରୂପ ପ୍ରଦାନ କରି ଅଛନ୍ତି । ଆଲୋଚକ ଭାବରେ ସର୍ବଶ୍ରୀ ଅଖିଳ ବିଶ୍ବାଳ, ଅଧ୍ୟାପିକା ରଞ୍ଜିତା ମାଝି, ଡକ୍ଟର ଶାନ୍ତନୁ ସୁନା, ଡକ୍ଟର ସୌରଭ ରଞ୍ଜନ ଖମାରୀ, ସୁଶୀଲ କୁମାର ପାଣିଗ୍ରାହୀ ଯୋଗଦେଇଥିଲେ। ଆଲୋଚକମାନେ ଭୀମ ଭୋଇ,ରାଧାନାଥ, ଫକୀରମୋହନ, ଗଙ୍ଗାଧର, ସଚ୍ଚି

ରାଉତରାୟ, ଗୁରୁପ୍ରସାଦ ମହାନ୍ତି, ରମାକାନ୍ତ ରଥ, ସୀତାକାନ୍ତ ମହାପାତ୍ର, ରାଜେନ୍ଦ୍ର କିଶୋର ପଣ୍ଡା, ବିପିନ୍ ନାୟକ, ପଦୀପ କୁମାର ପଣ୍ଡା ଆଦିଙ୍କ ସୃଷ୍ଟିରେ ଜୀବନାନୁଭଵର ବିଭିନ୍ନ ଚିତ୍ର ଉପରେ ଆଲୋକପାତ କରିଥିଲେ । ସମସ୍ତଙ୍କ ମତ ଥିଲା ଯେ ଆଧୁନିକ କବିତା ବାସ୍ତବ ଜୀବନର କଥା କହେ, ଜଗତର ନିର୍ମାଣ ପାଇଁ ବାଟ ଦେଖାଏ ।ଶେଷରେ ଡକ୍ଟର ଯୋଗେଶ ଚନ୍ଦ୍ର ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଆଲୋଚନାଚକ୍ରରେ ସହରର ଗଣ୍ୟମାଣ୍ୟ କବି, ବୁଦ୍ଧିଜୀବୀ ତଥା ଶତାଧିକ ଛାତ୍ରୀ ଯୋଗଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026
  ଜିଲ୍ଲା  
ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ   11-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   11-Oct-2026
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026
  ଜିଲ୍ଲା  
ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   11-Oct-2026
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026

You Might Also Like