-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||     

HOME   ଜିଲ୍ଲା

ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା

11-Oct-2026



ବଲାଙ୍ଗିର(ପ୍ରେରଣା ଖବର): ସ୍ଥାନୀୟ ଗନ୍ଧରେଲ ଆଶ୍ରମ ଠାରେ ମହା ଆଡମ୍ବରରେ ହିରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖା ତରଫରୁ ସାଧାରଣ ସଭା ଓ ବନ୍ଧୁମିଳନ ଅନୁଷ୍ଠିତ ହୋଇଯାଇଛି। ସଭାରେ ଲଳିତ କୁମାର ପଟ୍ଟନାୟକ ତଥା ହିରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘର ସଂପାଦକ ପ୍ରଣୟ କୁମାର ନାୟକ, ଉପସଭାପତି ପବିତ୍ର ଖୁଣ୍ଟିଆ, ରଞ୍ଜିତ କୁମାର ଲେଙ୍କା, ସୁଶୀଲ କୁମାର ଦାସ, ପ୍ରତ୍ୟୁଲ ମହାରଣା, ସରୋଜ ସାହୁ, ପୂର୍ଣେନ୍ଦୁ ସାହୁ, ଆତ୍ମୀୟ ପାଟ୍ଟଯୋଶୀ, ସମ୍ବିତ ପଣ୍ଡା, ଆତୀଶ କୁମାର ପଣ୍ଡା ବିଶ୍ଵନାଥ ସାହୁ ପ୍ରମୁଖ ମଞ୍ଚାସୀନ  ରହିଥିଲେ। ସମସ୍ତଙ୍କ ସହମତି ରେ ଉଦ୍ଧବ କରନ କୁ ବଲାଙ୍ଗିର ଡିଭିଜନ ସଂପାଦକ, ରାମକୁମାର ସା ଙ୍କୁ କୋଷାଧ୍ୟକ୍ଷ ଭାବେ ମନୋନୀତ କରାଗଲା।
ବଲାଙ୍ଗିର ର ସାମାଜିକ ଅନୁଷ୍ଠାନ ଫ୍ରେଣ୍ଡସ କ୍ଲବ ସଭାପତି ଲୋଟସ ଷଡଙ୍ଗୀ, ବିଂଗ୍ ହ୍ୟୁମାନ୍ ଫାଉଣ୍ଡେସନ୍ ସଭାପତି ସୋମନାଥ ମିଶ୍ର, ସ୍ଵେଚ୍ଛାସେବୀ ସଂଗଠନ ସଭାପତି ଗୋବିନ୍ଦ ଶତପଥୀ, ସ୍ମାଇଲ ଫର୍ ଅଲ୍ ସଭାପତି ସଂଜୀବ ସାହୁ, ସମଲେଇ ମନ୍ଦିର ଆଳତୀ କମିଟି ସଭାପତି ବିକାଶ ସା ମେଟାକାନି ମନ୍ଦିର କମିଟି ସଦସ୍ୟ ଟିକୁ ପରିଛା ଜଗନ୍ନାଥ ମିଶ୍ର ପ୍ରମୁଖ କୁ ସମ୍ବର୍ଦ୍ଧନା ଦିଆଯାଇଥିଲା।
ବଲାଙ୍ଗିର ଡିଭିଜନ ଅନ୍ତର୍ଗତ ଚାରୋଟି ସବଡିଭିଜନ ଓ ବାରଟି ସେକ୍ସନ୍ ପାଇଁ ମନୋନୀତ କରାଯାଇଥିଲା।
ସୁରେନ୍ଦ୍ର ସେଟ, ରମେଶ ସାହୁ, ଗୋକୁଳ ହାତୀ, ରାହୁଲ ନାଏକ, ଲଳିତ ଦାଶ, କୈଲାସ ବିଶ୍ବାଲ, ଠଣସୁନ୍ଦର ସାହୁ, ସନ୍ତୋଷ ସୁଆର, ନବ କୁମାର ରଣା, ଅମିୟ ପଶାୟତ, ଅବନୀ ସାଏ, ମନୋଜ କରନ, ମନୋରଞ୍ଜନ ପାଢୀ, ରଞ୍ଜନ ଡାଂଗ, ହରିହର ପଧାନ ପ୍ରମୁଖ ସହଯୋଗ କରିଥିଲେ। ବିଭିନ୍ନ ପ୍ରାନ୍ତରୁ ୪୦୦ ରୁ ଉର୍ଦ୍ଧ୍ବ ବିଦ୍ୟୁତ କର୍ମଚାରୀ ଏବଂ ସଭ୍ୟ ଯୋଗ ଦେଇଥିଲେ। 
ଶେଷରେ କୁଶ କୁମୁରା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026
  ଜିଲ୍ଲା  
ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ   11-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   11-Oct-2026
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026

You Might Also Like