-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||     

HOME   ଜିଲ୍ଲା

କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ

11-Oct-2026



ଟିଟିଲାଗଡ(ପ୍ରେରଣା ଖବର): ଆଜିଠାରୁ ଆରମ୍ଭ ହୋଇଛି ଜଗତ ଜନନୀ ମା ଦୁର୍ଗାଙ୍କ ନବରାତ୍ରୀ ପୂଜା। ତେବେ ଚଳିତ ବର୍ଷ ଟିଟିଲାଗଡ ବ୍ଲକ କୁର୍ସୁଡ ଗ୍ରାମରେ ଦୁର୍ଗା ପୂଜା ମହାସମାରୋହରେ ପାଳିତ ହେବା ସଙ୍ଗେ ସଙ୍ଗେ ନବାଦିନାତ୍ମକ ପୂଜା ଆରମ୍ଭ ହୋଇଯାଇଛି। କଳସ ଅଧିବାସ ଦିନ ଗ୍ରାମର ଶତାଧିକ ନରନାରୀ ସାମିଲ ହୋଇଥିଲେ।  ପୂଜକର୍ତ୍ତା ଭାବେ  ବଲାଙ୍ଗୀର ଲୋକସଭା ସାଂସଦ ସଂଗୀତା କୁମାରୀଙ୍କ ଟିଟିଲାଗଡ ବ୍ଲକ ପ୍ରତିନିଧି ମୁକେଶ କୁମାର ଜୈନ ଓ ତାଙ୍କ ଧର୍ମ ପତ୍ନୀ ରେଖା ଜୈନ ପୂଜାରେ ବସିଥିଲେ। ମୁଖ୍ୟ ପୂଜକ ଭାବରେ ଶ୍ରୀଯୁକ୍ତ କାର୍ତିକ ତ୍ରିପାଠୀ, ଏବଂ ସହଯୋଗୀ ପୂଜକ ଭାବରେ ଶ୍ରୀଯୁକ୍ତ ସୁଶୀଲ କୁମାର ପାଢ଼ୀ, ଚଣ୍ଡୀ ପାଠକ ଅଶୋକ ଶତପଥୀ ପ୍ରମୁଖ ଦାଇତ୍ୱ ତୁଲାଉଛନ୍ତି।  ପୂଜା କମିଟିର ମୁଖ୍ୟ ଦାଇତ୍ୱ ନିର୍ବାହ କରିବା ପାଇଁ ସଭାପତି ଭାବେ କୈଳାସ ଜୈନ, ଉପସଭାପତି ସୁବୋଧ ବେହେରା ଓ ଉମେଶ ଚନ୍ଦ୍ର ମହାନନ୍ଦ, ସମ୍ପାଦକ ନିମାଇଁ ଚରଣ ବେହେରା, ସହସମ୍ପାଦକ ହେମନ୍ତ ରଣା ଓ ଅଜିତ କୁମାର ବେହେରା, ଶ୍ୟାମ ମହାନନ୍ଦ, ସନ୍ତୋଷ ସାହୁ, ଭରତ ବାଗ, ମନମୋହନ ନାଏକ ,ବିକାଶ କୁମାର ପାଢ଼ୀ, ବିଜୟ କୁମାର ପାଣିଗ୍ରାହୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026
  ଜିଲ୍ଲା  
ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ   11-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   11-Oct-2026
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026

You Might Also Like