-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||     

HOME   ଜିଲ୍ଲା

ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ

11-Oct-2026



(ପ୍ରିୟଦର୍ଶିନୀ ପାତ୍ର)
କୋଷାଗୁମୁଡା ବ୍ଲକ ଅନ୍ତର୍ଗତ ପବିତ୍ର ଚିର୍ମା ମହିମା ଟୁଙ୍ଗି ରେ ଏକ ବିଶାଳ ଧର୍ମ ସଭା ଅନୁଷ୍ଠିତ ହୋଇଯାଇଛି। ମହିମା ସମାଜର ଦୁଇଶହ ବର୍ଷ ପୂର୍ତ୍ତି ଉପଲକ୍ଷେ ଏହି ପବିତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।
ବ୍ରହ୍ମ ଅବଧୂତ ସୌଭାଗ୍ୟ ବାବାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଧର୍ମ ସଭାରେ ମଞ୍ଚ ପରିଚାଳନା କରିଥିଲେ ଗୋ ଭକ୍ତ ସର୍ବେଶ୍ୱର ପାତ୍ର।ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବିଧାୟକ ଶ୍ରୀ ମନୋହର ରନ୍ଧାରୀ ଓ ହିନ୍ଦୁ ମହାସଂଘ ରାଷ୍ଟ୍ରୀୟ ଅଧ୍ୟକ୍ଷ ସୂର୍ଯ୍ୟବଂଶୀ ଜୟନ୍ତ ମଞ୍ଚାସୀନ ଥିଲେ।ଏହା ସହିତ ହିନ୍ଦୁ ମହାସଂଘ କେନ୍ଦ୍ରୀୟ ମାର୍ଗଦର୍ଶକ କାର୍ତ୍ତିକ ଦାସ, ଦକ୍ଷିଣ ବିଭାଗ ହିନ୍ଦୁ ମହାସଂଘ ପ୍ରମୁଖ ଧନେଶ୍ୱର ସିଂ ଓ ପଦ୍ମିନୀ ମାଝୀ, ସାଧୁ ନରସିଂହ ଦାସ, ବୁଦ୍ଧଦେବ ଦାସ, ଡମ୍ବରୁଧର ଦାସ, ପରମାନନ୍ଦ ଦାସ, ହାଡିବନ୍ଧୁ ଦାସ, ବନମାଳୀ ଦାସ, ସତ୍ୟ ଦାସ ପ୍ରମୁଖ ମଧ୍ୟ ମଞ୍ଚାସୀନ ଥିଲେ।କୋଷାଗୁମୁଡା ସାଂସଦ ପ୍ରତିନିଧି ସୁରେଶ ପାତ୍ର ଓ ପାପଡାହାଣ୍ଡି ସାଂସଦ ପ୍ରତିନିଧି ସୋମନାଥ ପୂଜାରୀ ମଧ୍ୟ କାର୍ଯ୍ୟକ୍ରମରେ ଯୋଗଦେଇ ସାଧୁସନ୍ଥ ମାନଙ୍କୁ ସାକ୍ଷାତ କରିଥିଲେ।ନିଜ ବକ୍ତବ୍ୟରେ ଡାବୁଗାଁ ବିଧାୟକ ମହିମା ସମାଜ ଦ୍ୱାରା ଚଲାଯାଇଥିବା ମଦ ମୁକ୍ତ ଅଭିଯାନର ପ୍ରଶଂସା କରିଥିଲେ। ହିନ୍ଦୁ ମହାସଂଘ ରାଷ୍ଟ୍ରୀୟ ଅଧ୍ୟକ୍ଷ ନିଜ ବକ୍ତବ୍ୟରେ ଗୋ ସୁରକ୍ଷା ଓ ରାଷ୍ଟ୍ର ଧର୍ମର ପ୍ରସଙ୍ଗ ଉଠାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026

You Might Also Like