-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||     

HOME   ଜିଲ୍ଲା

ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ

12-Oct-2026



ବରପାଲି , (ସୁଦାମ ଦୀପ) ବରପାଲି ଶ୍ୟାମା ଛକ ରେ ଅନୁଷ୍ଟିତ ସାର୍ବଜନୀନ କାଳୀ ପୂଜାର ଚଳିତ ବର୍ଷ ପାଇଁ ନୂତନ କର୍ମ କର୍ତ୍ତା ଚୟନ କରାଯାଇଥିଲା ।କମିଟି ର ବରିଷ୍ଠ ସଭ୍ୟ ଅଶୋକ କୁମାର ଦାଶ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ଏହି ବୈଠକ ରେ ସମ୍ପାଦକ ବିଷ୍ଣୁ ସେଠ୍ ଗତ ବର୍ଷ ପୂଜା ର ଆୟ ବ୍ୟୟ ଉପସ୍ଥାପନ ପରେ ତାହା ସର୍ବ ସମ୍ମତି କ୍ରମେ ଗୃହୀତ ହୋଇଥିଲା । ଚଳିତ ବର୍ଷ ର ନୂତନ କର୍ମକର୍ତ୍ତା ହେଲେ ସଭାପତି ସମ୍ପଦ ଗହୀର , କାର୍ଯକାରୀ ସଭାପତି ମନୋଜ ମେହେର, ଉପ ସଭାପତି ଅନିଲ ସେଠ୍, ନୃଷିଂହ ପଣ୍ଡା,  ସମ୍ପାଦକ ବିଷ୍ଣୁ ସେଠ। ସହ ସମ୍ପାଦକ ସୁଜଳ ଅଗ୍ରୱାଲ, ପ୍ରିୟାଂଶୁ ଭୋଇ, ପ୍ରସନ୍ନ ଠେଲା ,ପ୍ରତାପ ସାହୁ, କୋଷାଧକ୍ଷ ଶଙ୍କର ଅଗ୍ରୱାଲ ଓ ଉପଦେଷ୍ଟା କମିଟି ରେ ଅଶୋକ କୁମାର ଦାଶ, ଅଚ୍ୟୁତାନନ୍ଦ ଦାଶ, ଅଚ୍ୟୁତାନନ୍ଦ ପଣ୍ଡା, ନନ୍ଦଲାଲ ସାହୁ, ଲକ୍ଷ୍ମୀ ପ୍ରସାଦ ବରାଇ, ଡାକ୍ତର ରାଧେଶ୍ୟାମ ଅଗ୍ରୱାଲ, ପରମାନନ୍ଦ ସ୍ୱାଇଁ,  ଗୋକୁଳାନନ୍ଦ ସ୍ୱାଇଁ, ବାଲ କିଶୋର ଖାଡ଼ଙ୍ଗା, ରାଜେନ୍ଦ୍ର ବିଦ୍ୟାଧର, ଧୀରେନ୍ଦ୍ର କୁମାର ତ୍ରିପାଠୀ ପ୍ରମୁଖ ।ଚଳିତ ବର୍ଷର ପୂଜା କୁ ଅଧିକ ଆକର୍ଷଣୀୟ କରିବା ପାଇଁ ନୂତନ କର୍ମକର୍ତ୍ତା ସୂଚନା ପ୍ରଦାନ କରିଥିଲେ ।ବୈଠକ ପ୍ରାରମ୍ଭ ରେ ପୂଜା କମିଟି ର ସଭ୍ୟ ଭିକାରୀ ଚରଣ ଗହୀର ଙ୍କ ବିୟୋଗ ରେ ନୀରବ ପ୍ରାର୍ଥନା କରାଯାଇଥିଲା। ଆସନ୍ତା ୨୦ ତାରିଖ ସକାଳ ୯ ଘଣ୍ଟା ସମୟ ରେ ପୂଜା ର ଶୁଭ ସ୍ତମ୍ଭ ସ୍ଥାପନ କରାଯିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   12-Oct-2026
  ଜିଲ୍ଲା  
*ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   12-Oct-2026
  ଜିଲ୍ଲା  
କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   12-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   12-Oct-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026

You Might Also Like