-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||     

HOME   ଜିଲ୍ଲା

ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ

12-Oct-2026



ବିନିକା(ହିମାଂଶୁ ଶେଖର ପୁଟେଲ)ଆଜି ସନ୍ଧ୍ୟା ପ୍ରାୟ ୭ଘଣ୍ଟା ସମୟରେ ବିନିକା ସହର ହିରୋ ସୋରୁମ ନିକଟରେ ଛିଡା ହୋଇଥିବା ଏକ ଟ୍ରାକ୍ଟର ପଛପଟେ ବାଇକ ପିଟି ହୋଇ ଯିବାରୁ ସେଥିରେ ଥିବା  ଦୁଇଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି l ଏହି ଖବର ପ୍ରଚାରିତ ହେବା ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।ମିଳିଥିବା ଖବର ଅନୁସାରେ ସୁବର୍ଣ୍ଣପୁର ପଟରୁ ବିନିକା ପଟକୁ ଦ୍ରୁତ ଗତିରେ ଏକ ବାଇକରେ ଦୁଇଜଣ ବ୍ୟକ୍ତି ଆସୁଥିବା ବେଳେ ରାସ୍ତା କଡରେ ଛିଡା ହୋଇଥିବା ଏକ ଟ୍ରାକ୍ଟରର ପଛ ପଟେ ପିଟିହୋଇ ଛିଟିକି ପଡ଼ିଥିଲେ l  ପରେ ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗ ଓ ପୋଲିସକୁ ଖବର ଦେଇଥିଲେ l ଖବର ପାଇ ଅଗ୍ନିଶମ ବିଭାଗ ପହଞ୍ଚି ଦୁଇଜଣ ବ୍ୟକ୍ତିଙ୍କୁ ଉଦ୍ଧାର କରି ବିନିକା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ l ଡାକ୍ତର ଚିକିତ୍ସା ପରେ ଦୁଇଜଣକୁ ମୃତ ଘୋଷଣା କରିଛନ୍ତି l ମୃତ ବ୍ୟକ୍ତିଙ୍କ ପରିଚୟ ଜଣାପଡିନଥିବା ବେଳେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତ ଦେହ ଜବତ କରି ଘଟଣାର ତଦନ୍ତ ଜାରି ରଖିଛି  l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   12-Oct-2026

You Might Also Like