-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||     

HOME   ଜିଲ୍ଲା

ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ

12-Oct-2026



ଟିଟିଲାଗଡ(ପ୍ରେରଣା ଖବର)-  ଏବେ ଚାଲିଛି ଜଗତ ଜନନୀ ମା ଦୁର୍ଗାଙ୍କ ନବରାତ୍ରୀ ପୂଜା। ତେବେ ଏହି ପରିପ୍ରେକ୍ଷୀରେ ନୂତନ ଜନ୍ମିତ ଶିଶୁ ମାନଙ୍କୁ ଲାୟନ୍ସ କ୍ଲବ ତରଫରୁ ଏକ ଉପହାର କିଟ ପ୍ରଦାନ କରାଯାଇଛି। ସୋମବାର ଦିନ ସନ୍ଧ୍ୟାରେ ଟିଟିଲାଗଡ ଲାୟନ୍ସ କ୍ଲବ୍ ତରଫରୁ ସ୍ଥାନୀୟ ମାତୃ ଓ ଶିଶୁ ମଙ୍ଗଳ ଡାକ୍ତରଖାନା ପରିସରରେ ନବଜାତ ଶିଶୁମାନଙ୍କ ପାଇଁ ଏକ 'କିଲକାରୀ କିଟ୍' ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। 
​କ୍ଲବ୍‌ର ମୂଳମନ୍ତ୍ର"ଆମେ ସେବା କରୁ ଆଗେଇ ନେଇ ଏହି ମହତ ସେବା କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ଅବସରରେ ଡାକ୍ତରଖାନାରେ ଜନ୍ମିତ ନବଜାତ ଶିଶୁ ଓ ସେମାନଙ୍କ ମାଆମାନଙ୍କୁ ଆବଶ୍ୟକୀୟ ଶିଶୁ ସୁରକ୍ଷା ସାମଗ୍ରୀ ତଥା କିଲକାରୀ କିଟ୍ ପ୍ରଦାନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଟିଟିଲାଗଡ ଉପଖଣ୍ଡ ଚିକିତ୍ସାଳୟର ଏସ ଡି ଏମ ଓ ଶ୍ରୀମତୀ କିରଣମୟୀ ପଣ୍ଡା, ଲାୟନ୍ସ କ୍ଲବ୍‌ର ସମ୍ପାଦକ ଆବାସ ଖାଁ, କୋଷାଧକ୍ଷ ଶ୍ରୀରାମ ଅଗ୍ରୱାଲ, କ୍ଲବର ମାର୍କେଟିଙ୍ଗ ଚେୟାରପର୍ସନ ଲାୟନ ସଞ୍ଜୟ କୁମାର ନାୟକ, ଲାୟନ ଅଜିତ ପାତ୍ର, ବିନାୟକ ଦାସ, ଲିଓ ସୁଭଦିପ ସାମନ୍ତ, ସୁଶୀଲ ଗୋଏଲ , ଟିଟିଲାଗଡ ଉପଖଣ୍ଡ ଚିକିତ୍ସାଳୟର ବାପି ବୋଷ ଓ ଅନ୍ୟ କର୍ମଚାରୀ ମାନେ ଉପସ୍ଥିତ ଥିଲେ। ଏହି ସେବା ମନୋଭାବ ସହ ଆଗାମୀ ଦିନରେ ଏଭଳି ଜନହିତକର କାର୍ଯ୍ୟ ଜାରି ରହିବ ବୋଲି ଲାୟନ୍ସ କ୍ଲବ ପକ୍ଷରୁ କୁହାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   12-Oct-2026

You Might Also Like