-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||     

HOME   ଜିଲ୍ଲା

ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ

13-Oct-2026



ଲୋଇସିଂହା(ପ୍ରେରଣା ଖବର): ଲୋଇସିଂହା ବ୍ଳକ ଅନ୍ତର୍ଗତ କୁଶଙ୍ଗ ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା' କୁଶଙ୍ଗାଇଙ୍କ ପୀଠରେ ଷୋଡଶ ଦିନମୂକ ପୂଜା ଆଶ୍ୱିନ କୃଷ୍ଣ ମୂଳାଷ୍ଟମୀ ଠାରୁ ଆରମ୍ଭ ହୋଇ ମହାଷ୍ଟମୀ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଆଶ୍ଵିନ ଶୁକ୍ଳ ପ୍ରତିପଦା ଠାରୁ ନବରାତ୍ରି ଆରମ୍ଭ ହୋଇଥିବାରୁ ମା'କୁଶଙ୍ଗାଇଙ୍କୁ ନବଦୁର୍ଗାଙ୍କ ବିଭିନ୍ନ ରୂପରେ ଦର୍ଶନ କରୁଛନ୍ତି ଭକ୍ତମାନେ । ଗତକାଲି ଦ୍ୱିତୀୟ ଦିନ ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଇଥିଲେ  ଆଦ୍ଯାଶକ୍ତି ମା' କୁଶଙ୍ଗାଇ । ପୁରାଣ କଥାବସ୍ତୁ ଅନୁସାରେ ଶୈଳପୁତ୍ରୀ  ଶିବଙ୍କୁ ପତି ରୂପେ ପାଇବା ପାଇଁ ବ୍ରହ୍ମଚାରିଣୀ ରୂପରେ କଠୋର ତପସ୍ୟା କରିଥିଲେ ।  ଏହି ସମୟରେ ସେ କୌଣସି ପତ୍ର ସୁଦ୍ଧା ଆହାର ଗ୍ରହଣ କରିନଥିବାରୁ ତାଙ୍କୁ 'ଅପର୍ଣ୍ଣା' ବୋଲି ମଧ୍ୟ କୁହାଯାଏ ।ଦୁର୍ଗାଙ୍କର ଏହି ତପଶ୍ଚାରିଣୀ ରୂପକୁ ଆରାଧନା କଲେ ମନୁଷ୍ୟ ତ୍ୟାଗ, ସଦାଚାର ଏବଂ ସଂଯମ ଲାଭ କରେ । ମା' କୁଶଙ୍ଗାଇଙ୍କ ବିଭିନ୍ନ ନବଦୁର୍ଗା ରୂପ ଦର୍ଶନ କରିବା ପାଇଁ ଭକ୍ତଙ୍କର ପ୍ରତିଦିନ ଭିଡ଼ ପରିଲକ୍ଷିତ ହେଉଛି । ଆସନ୍ତା ତା ୧୮ ୧୦.୨୦୨୬(ରବିବାର) ମହାଷ୍ଟମୀ ତିଥି ରାତିରେ ଏବଂ କୁମାରପୂର୍ଣ୍ଣମୀ ରାତିରେ ମା'କୁଶଙ୍ଗାଇଙ୍କର ପ୍ରସିଦ୍ଧ ବଏଲ ଯାତ୍ରା ଅନୁଷ୍ଠିତ ହେବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   13-Oct-2026
  ଜିଲ୍ଲା  
ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   13-Oct-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର   13-Oct-2026
  ଜିଲ୍ଲା  
ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   13-Oct-2026
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026

You Might Also Like