-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||     

HOME   ଜିଲ୍ଲା

ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ

13-Oct-2026



(ମିହିର ଶଙ୍କର ପାତ୍ର)
 ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ ଅନ୍ତର୍ଗତ ପାଡାଗଡ଼ ଅଞ୍ଚଳରେ ରାତି ଅଧରେ ବେଆଇନ ଭାବେ କ୍ରସର ଚାଲିଥିବା ଅଭିଯୋଗ ହେଉଛି ।ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ପ୍ରତିଦିନ ରାତି ୧୦ଟା ପରେ ଶହ ଶହ ଟ୍ରିପ ଟ୍ରାକ୍ଟର ଓ ହାଇୱା ଯୋଗେ ବେଆଇନ ଭାବେ ପଥର ଚାଲାଣ ହେଉଛି। ଦିନରେ ସବୁ ବନ୍ଦ ଦେଖାଯାଉ ଥିବା ବେଳେ ରାତିରେ ବିନା ଅନୁମତିରେ କ୍ରସର ମେସିନ୍ ଚାଲି ପାହାଡ଼କୁ ସଫା କରାଯାଉଛି। ଏଥିରେ ଖଣି ମାଫିଆ ମାଲାମାଲ ହେଉଥିବା ବେଳେ ସରକାର ଲକ୍ଷ ଲକ୍ଷ ଟଙ୍କାର ରାଜସ୍ୱ ହରାଉଛନ୍ତି।କିଛି ମାସ ପୂର୍ବେ ବେଆଇନ ବ୍ଲାଷ୍ଟିଂ ଯୋଗୁଁ ଆଖପାଖ ୧୦ ଖଣ୍ଡ ଗାଁର ଘର ଗୁଡିକରେ ଫାଟ ସୃଷ୍ଟି ହୋଇଥିବା ଅଭିଯୋଗ ହେଇଥିଲା , ଆଖ ପାଖ ଗ୍ରାମ ଧୂଳି ପ୍ରଦୂଷଣ ଓ ଶବ୍ଦ ପ୍ରଦୂଷଣରେ ଲୋକେ ଅତିଷ୍ଠ ହେଲେଣି। ଅନେକ ଥର ଛୋଟାଗୁଡା ଗ୍ରାମବାସୀ ତହସିଲଦାର ଓ ଖଣି ବିଭାଗକୁ ଅଭିଯୋଗ କଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉନାହିଁ ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। କିଛିଦିନ ପୂର୍ବେ ଜିଲ୍ଲାପ୍ରଶାସ ଆସି ପଥର ଖଣି ବନ୍ଦ କରିଥିଲେ ତଥାପି କ୍ରସର ରାତିରେ ଚାଲୁଚି ଏହା ସତରେ ଆଶ୍ଚର୍ଯ୍ୟର କଥା। ଖଣି ମାଫିଆ ମାନେ ଯେତିକି ଲିଜ ନେଇଥିଲେ ତାଠୁ ଅଧିକ ପରିମାଣରେ ପଥର ଉଠଇ ଥିବା ସ୍ଥାନୀୟ ଅଂଚଳରେ ଆଲୋଚନା ହେଉଛି ଖାଲି ଏତିକି ନୁହଁ ପଥର କାଡ଼ିବା ପରେ ସେଟ୍ଲାଇଟ୍ ସର୍ବେ ଭୟରେ ସେହି ସ୍ତାନ ମାନଂକୁ ମାଟି ମରୁମ ଓ ବାଲି ଭର୍ତ୍ତିକରି ସରକାରଙ୍କୁ ଫାଙ୍କିବା ପାଇଁ ମଧ୍ୟ ଉଦ୍ୟମ ଚଳାଇଥିବା ଗ୍ରାମବାସୀ ମାନଙ୍କ ମଧ୍ୟରେ ଚର୍ଚ୍ଚା  ହେଉଛି। ବର୍ତ୍ତମାନ ସେହି ସ୍ଥାନରେ ସେଟଲାଇଟ୍ ସର୍ବେ ହେଲେ ସବୁ ସତ ଜଣାପଡିବ ଏବଂ  ଜିଲ୍ଲା ପ୍ରଶାସନ ତୁରନ୍ତ ରାତିରେ ଚଢାଉ କରି ବେଆଇନ କ୍ରସର ଓ ଖଣି ମାଫିଆଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ସାଧାରଣରେ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   13-Oct-2026
  ଜିଲ୍ଲା  
ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   13-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   13-Oct-2026
  ଜିଲ୍ଲା  
ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   13-Oct-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର   13-Oct-2026
  ଜିଲ୍ଲା  
ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   13-Oct-2026
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026

You Might Also Like