-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||     

HOME   ଜିଲ୍ଲା

ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ

13-Oct-2026



ବିନିକା(ହିମାଂଶୁ ଶେଖର ପୁଟେଲ)ଆଜି ସୋମବାର ନବରାତ୍ରର ତୃତୀୟ ଦିବସରେ ବିନିକା ଅଞ୍ଚଳର ପ୍ରସିଦ୍ଧ ଶୈବପୀଠ ବାବା କପିଳେଶ୍ଵର ମନ୍ଦିର ପରିସରରେ ପୂଜା ପାଉଥିବା ମାଁ ଚରଦେଇ ଦେବୀ ଆଜି ଚନ୍ଦ୍ରଘଣ୍ଟା ରୂପରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି।ସମସ୍ତ ନୀତି ଅନୁସାରେ ରାତ୍ର ୮ ଟାରେ ମାଙ୍କ ପୂଜା କାର୍ଯ୍ୟ ଯଥା ବେଢା ପୂଜା, କପିଳେଶ୍ୱର ବରଣ,ଦ୍ଵାରପାଳ ପୂଜା,ଦେବୀ ସ୍ନାନ,ତ୍ରିଶକ୍ତି ପୂଜା, ଷୋଡଶ ଉପଚାର ଆଦି ପୌରାଣିକ ନୀତି ସମ୍ପାଦନ କରା ଯାଇଥିଲା। ଦେବୀ ଙ୍କ ସନ୍ଧ୍ୟା ଦର୍ଶନ ପାଇଁ ପ୍ରବଳ ଜନସମାଗମ ହୋଇଥିଲା। ପୁରୋହିତ ଭାବେ ରମେଶ ପୁରୋହିତ ଏବଂ 
କର୍ତ୍ତା ରୂପ ରେ ଜିତେନ୍ଦ୍ରିୟ ଥନାପତି ମା ଙ୍କ ପୂଜାକାର୍ଯ୍ୟ ସମ୍ପାଦନ କରୁ ଥିବା ବେଳେ ଅନ୍ୟାନ୍ୟ 
ପୂଜା କର୍ମକର୍ତ୍ତା ଭାବରେ ଦୈତାରି ଥନାପତି, ପଞ୍ଚାନନ ଥନାପତି, ସହଦେବ   ଥନାପତି, ଯୁଗୁନୁ ଥନାପତି, ଦେବ 
ଥନାପତି, ଧର୍ମଦତ୍ତ ଥନାପତି, ଲୁଲୁ ଥନାପତି ପ୍ରମୁଖ ସହଯୋଗ କରିଥିଲେ। ମନ୍ଦିର ପରିଚାଳନା କମିଟି ସଭାପତି ଅଶୋକ ପୃଷ୍ଟି , ମନୋରଞ୍ଜନ ଥନାପତି , ଗୋପବନ୍ଧୁ ବାରିକ, ପ୍ରେମରାଜ ଷଣ୍ଢ ପୂଜା କାର୍ଯ୍ୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026
  ଜିଲ୍ଲା  
ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   13-Oct-2026
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026
  ଜିଲ୍ଲା  
ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   13-Oct-2026
  ଜିଲ୍ଲା  
ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   13-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   13-Oct-2026
  ଜିଲ୍ଲା  
ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   13-Oct-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର   13-Oct-2026

You Might Also Like