-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||     

HOME   ଜିଲ୍ଲା

ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର

15-Oct-2026



କୋକସରା(ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜିଲ୍ଲା କୋକସରା ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୨୬ ମୋଟେର ଚାରବାହାଲ ରାସ୍ତାର ଅମୂଲ୍ୟ ସିଡ୍ସ ନିକଟରେ ବୁଧବାର ସନ୍ଧ୍ୟାରେ ବିପରୀତ ଦିଗରୁ ଆସୁଥିବା ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଦୁଇଜଣ ବାଇକ୍ ଆରୋହୀ ଗୁରୁତର ଆହତ ହୋଇଥିଲେ। ସୂଚନା ଅନୁଯାୟୀ ଦୁଇ ବାଇକ୍ ମଧ୍ୟରେ ଧକ୍କା ହେବା ପରେ ଉଭୟ ଆରୋହୀ ରାସ୍ତା ଉପରେ ପଡ଼ି ଗୁରୁତର ହୋଇଥିଲେ।ଦୁର୍ଘଟଣାରେ ଦୁଇଜଣ ଗୁରୁତର ଆହତ ହୋଇ ରାସ୍ତା ଉପରେ ପଡ଼ି ରହିଥିବା ଦେଖି ସେହି ସମୟରେ ଭବାନୀପାଟଣା ଯାଉଥିବା  ବିଜେପି ଜିଲ୍ଲା ଆଦିବାସୀ ମୋର୍ଚ୍ଚା ସଭାପତି ତ୍ରିନାଥ ଶବର ଓ ଆମପାଣି ମଣ୍ଡଳ ଯୁବମୋର୍ଚ୍ଚା ସଭାପତି ତ୍ରିଲୋକ୍ୟ ବେଶ୍ରା  ଗୁରୁତର ଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ରେ ଡାକ୍ତରଖାନା ପଠାଇଥିଲେ। ତେବେ ଦୁର୍ଘଟଣା ରେ ଗୁରୁତର ଚାରବାହାଲ ଗ୍ରାମ ର ଭୀମ ସାହୁ ଙ୍କ ଜୁନାଗଡ଼ ଡାକ୍ତରଖାନାରେ ମୃତ୍ୟୁ ହୋଇଥିବା ଜଣାପଡିଛି। ଅନ୍ୟ ଜଣେ ଗୁରୁତର ଯୁବକ ଙ୍କୁ ଭବାନୀପାଟଣା ଜିଲ୍ଲା ମୁଖ୍ୟାଳୟ ଡାକ୍ତରଖାନା କୁ ସ୍ଥାନାନ୍ତରିତ କରିଥିବା ସୂଚନା ମିଳିଛି। ତେବେ ଯୁବକ ଙ୍କ ପରିଚୟ ମିଳିନାହିଁ।ଘଟଣାସ୍ଥଳରେ କୋକସରା ଥାନା ମୋଟେର ଫାଣ୍ଡି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ଦୁର୍ଘଟଣା ଗ୍ରସ୍ତ ଦୁଇ ବାଇକ କୁ ଜବତ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026

You Might Also Like