-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||     

HOME   ଜିଲ୍ଲା

ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ

15-Oct-2026



ବରଗଡ଼(ତୁଳସୀ ଚରଣ ଦାଶ): ବରଗଡ଼ ସ୍ଥାନୀୟ ଗୌରୀଶଙ୍କର ମନ୍ଦିର ରେ ଅନୁଷ୍ଠିତ ହେବାକୁଥିବା ଶୀଜଗନ୍ନାଥଙ୍କ ୧୨ ବେଶ ଓ ଶ୍ରୀନୀଳମାଧବଙ୍କ ୧୨ ବେଶ ଏହିପରି ୨୪ ଦିବ୍ୟଦେଶ ସମ୍ଭାର ପ୍ରଦର୍ଶନ ଆୟୋଜନ କରିବା ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ ଉକ୍ତ ମନ୍ଦିର ପ୍ରାଙ୍ଗଣରେ ସଭାପତି ଶ୍ରୀ ତ୍ରିଲୋଚନ ଦାଶଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ବୈଠକ ରେ ଏହି କାର୍ଯ୍ୟକ୍ରମକୁ ବହୁତ ବଡ ଆକାରରେ କରାଯିବା ପାଇଁ ସଦସ୍ୟ ମାନେ ନିଜ ନିଜ ମତ ସାବ୍ୟସ୍ତ କରିଥିଲେ। ଶ୍ରୀ ସତ୍ୟ ନାରାୟଣ ପଣ୍ଡାଙ୍କ ସଂଯୋଜନାର ଅନୁଷ୍ଠିତ ବୈଠକ ରେ ସର୍ବଶ୍ରୀ ପୂର୍ଣଚନ୍ଦ୍ର ଦାଶ, ନିଧୂବନ ବିହାରୀ

ପ୍ରସାଦ ପଣ୍ଡା,କୈଳାସ ମିଶ୍ର, ପଞ୍ଚାନନ ମିଶ୍ର, କୃଷ୍ଣ ଚନ୍ଦ୍ର ପଣ୍ଡାଙ୍କ  ସମେତ ଶ୍ରୀ ଗଜେନ୍ଦ୍ର ପଣ୍ଡା,ଶାନ୍ତନୁ ପାଣିଗ୍ରାହୀ,ରାମଚନ୍ଦ୍ର ଷଡଙ୍ଗୀ, ପ୍ରଧାନ, ଶୁକାନ୍ତ ମହାପାତ୍ର, ଚଣ୍ଡୀପ୍ରସାଦ ମିଶ୍ର, ସୂର୍ଯ୍ୟ କୁମାର ପଣ୍ଡା,ବାସୁଦେବ ଦାଶ, ପଞ୍ଚାନନ ପଣ୍ଡା ଓ ଆହୁରି ଅନେକ ଯୋଗଦାନ କରିଥିଲ । 
ଆସନ୍ତା ୨୧,୨୨,ଓ ୨୩ ତାରିଖରେ ହେବାକୁଥିବା ସମସ୍ତ କାର୍ଯ୍ୟକ୍ରମକୁ ସୂଚାରୁରୂପେ ସମ୍ପାଦନ କରାଯିବାକୁ ଅନୁରୋଧ ପୂର୍ବକ ଆଜିର ବୈଠକ ରେ ଯୋଗଦେବାରୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲ  । 
        


News Comment




Photo in News

Advertisment
Lastest News
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026

You Might Also Like