-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||     

HOME   ଜିଲ୍ଲା

ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ

15-Oct-2026



ଡୁଙ୍ଗୁରିପାଲି,୧୪/୧୦(ପ୍ରେରଣା ଖବର):  ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ  ମାୟାବର୍ହା କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ  ସାହାଜବାହାଲ ଉପ୍ରା ବିଦ୍ୟାଳୟ ଠାରେ କ୍ଲଷ୍ଟର ସଂଯୋଜକ ସୌରଭ କୁମାର ସାହୁଙ୍କ ସଭାପତିତ୍ୱ କରିଥିବା ବେଳେ  ଡୁଙ୍ଗୁରିପାଲି ବ୍ଲକ ଶିକ୍ଷାଧିକାରୀ ଗଣେଶ କିଶାନ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି କାର୍ଯ୍ୟକ୍ରମକୁ ଶୁଭ ଉଦଘାଟନ କରିଥିଲେ। ଏହି ଅବସରରେ ବଡକର୍ଲେ ଉଚ୍ଚ ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ପ୍ରଧାନ ମୁଖ୍ୟ ବକ୍ତା ଭାବରେ ଯୋଗଦାନ କରି ସମୃଦ୍ଧ ଓଡ଼ିଶା ଗଠନ ପାଇଁ ମାତୃଭାଷା ଜରୁରୀ ବୋଲି ମତ ପ୍ରକାଶ କରିଥିଲେ। ମାୟାବର୍ହା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ  ଦୀନବନ୍ଧୁ ପ୍ରଧାନ ଓ ବଡ କର୍ଲେ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରମାକାନ୍ତ ପ୍ରଧାନ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ପ୍ରତିଯୋଗୀଙ୍କୁ ଉତ୍ସାହିତ କରିଥିଲେ । ଏହି ଅବସରରେ ତର୍କ, ବକୃତା, ଚିତ୍ରାଙ୍କନ, ରଚନା, ଦେଶାତ୍ମବୋଧକ ସଙ୍ଗୀତ, ଦଳଗତ ନୃତ୍ୟ, ସୃଜନଶୀଳ ଲେଖନ, ଚିତ୍ରକଳା, ଶିଳ୍ପକଳା, ଗଣିତ ଦୌଡ ପ୍ରଭୁତି ପ୍ରତିଯୋଗିତା ହୋଇଥିଲା। ଉଦଯାପନୀ ଉତ୍ସବରେ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଶାନ୍ତନୁ କୁମାର ସାହୁ ସଭାପତିତ୍ୱ କରିଥିବା ବେଳେ ଅତିରିକ୍ତ ଗୋଷ୍ଟି ଶିକ୍ଷା ଅଧିକାରୀ ଗଞ୍ଜୁଲୁ ମିର୍ଦ୍ଧା, ଜଗତ ମଲ୍ଲିକ, ଏସ,ରାଓ  ସମ୍ମାନିତ ଅତିଥି ଭାବରେ ଯୋଗଦାନ କରି କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରିଥିଲେ।ଏହି ଅବସରରେ ମାୟାବର୍ହା ହାଇସ୍କୁଲର ଛାତ୍ର ଛାତ୍ରୀ ମାନେ ଶିକ୍ଷକ ରାଜୁ ମେହେରଙ୍କ ନେତୃତ୍ୱରେ ପ୍ରତିଯୋଗିତାରେ ଭାଗ ନେଇ ଆଭା ସାହୁ, ଅଙ୍କିତା ପ୍ରଧାନ, ଡଲି ସାହୁ, ତିକେଶ୍ୱରି ପ୍ରଧାନ, ଜସ୍ମିନ୍ ତାଣ୍ଡି, ଶ୍ରିମୟୀ ସେଟ ଯଥାକ୍ରମେ କୁଇଜ୍, ଚିତ୍ରକଳା, ବତ୍କୃତା, ସୃଜନଶୀଳ ଲିଖନ, ଗୀତ ଓ ଦେଶାତ୍ମବୋଧକ ସଙ୍ଗୀତରେ ପ୍ରଥମ ଓ ଦଳଗତ ନୃତ୍ୟ, ରଚନା ରେ ଲଵିତା ଗିଭିଲା ଦ୍ୱିତୀୟ ସ୍ଥାନ ଏବଂ ତର୍କ ପ୍ରତିଯୋଗିତାରେ ପ୍ରୀତି ପ୍ରଧାନ ତୃତୀୟ ସ୍ଥାନ ଅଧିକାର କରି ଅତିଥିମାନଙ୍କ ଠାରୁ ପୁରସ୍କାର ଗ୍ରହଣ କରିଛନ୍ତି।

ସାରସମାଲ ଉପ୍ରା ସ୍କୁଲ ପ୍ରଧାନଶିକ୍ଷକ ଆର୍ତ୍ତତ୍ରାଣ ପ୍ରଧାନ, ବଡକର୍ଲେ ଉପ୍ରା ସ୍କୁଲ ପ୍ରଧାନ ଶିକ୍ଷକ ସନ୍ତୋଷ ସାହୁ,ପଣ୍ଡକିଟାଲ୍ ଉପ୍ରା ସ୍କୁଲର  ବିନୋଦ ସାହୁ, ମାୟାବର୍ହା ଉପ୍ରା ସ୍କୁଲର ରୀତା ମେହେର, ଦିଙ୍ଗର ବିଶ୍ୱାଳ ତଥା ଅନ୍ୟାନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗଦାନ କରି ଛାତ୍ର ଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ।  କ୍ଲଷ୍ଟର ର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, ପରିଚାଳନା କମିଟି ସଦସ୍ୟ, ସଦସ୍ୟା, ଗ୍ରାମବାସୀ ଓ ଛାତ୍ର ଛାତ୍ରୀ ମାନେ  କାର୍ଯ୍ୟକ୍ରମକୁ  ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026

You Might Also Like