-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||     

HOME   ଜିଲ୍ଲା

ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ

16-Oct-2026



ଖପ୍ରାଖୋଲ(ପ୍ରେରଣା ଖବର)- କେନ୍ଦ୍ରୀୟ ସରକାରୀ କର୍ମଚାରୀ ଓ ଶ୍ରମିକ ମହାସଂଘର ଦେଶବ୍ୟାପୀ ଆହ୍ୱାନ କ୍ରମେ ଆଜି ଖପ୍ରାଖୋଲ ଉପ-ଡାକଘର କର୍ମଚାରୀମାନଙ୍କ ପକ୍ଷରୁ ଏକ ମଧ୍ୟାହ୍ନ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ ଅନୁଷ୍ଠିତ ହୋଇଯାଇଛି।
ଆସନ୍ନ ଦୁର୍ଗାପୂଜା ପୂର୍ବରୁ ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ବୋନସ ( ପିଏଲବି) କେନ୍ଦ୍ରୀୟ ପ୍ରଦାନ ଏବଂ ୧ ଜୁଲାଇ ୨୦୨୬ ରୁ ବାକି ଥିବା ମହଙ୍ଗା ଭତ୍ତା (ଡିଏ/ ଡି ଆର) ) ତୁରନ୍ତ ଘୋଷଣା କରିବା ଦାବିରେ ଏହି ପ୍ରତିବାଦ କରାଯାଇଛି।
କର୍ମଚାରୀ ମାନଙ୍କ ନ୍ୟାୟିକ ହକ୍ ସରକାର ଜାଣିଶୁଣି ବିଳମ୍ବ କରିଚାଲିଥିଵାରୁ, ଏହି ପ୍ରତିବାଦ ଦେଶସାରା ନିଜ ନିଜ ଅଫିସ ସମ୍ମୁଖ ରେ ମଧ୍ୟାହ୍ନ ବିରତି ରେ ବିକ୍ଷୋଭ କରିଛନ୍ତି।
ଏହି ଆନ୍ଦୋଳନରେ ଖପ୍ରାଖୋଲ ଉପ-ଡାକପାଳ , ପୂର୍ବତନ ସଭାପତି, ସମ୍ବଲପୁର ଡାକ ମଣ୍ଡଲ ତଥା ଟ୍ରେଡ ୟୁନିଅନ ନେତା ତଥା ଏକ୍ଟିଭିଷ୍ଟ୍ ରମେଶ ଚନ୍ଦ୍ର ସାହୁ ନେତୃତ୍ୱ ନେଇଥିଲେ। ଏଥିସହ ଡାକ କର୍ମଚାରୀ। ଶ୍ରୀ ପ୍ରକାଶ ଚନ୍ଦ୍ର ଭୋଇ,ଶ୍ରୀ ସୁବ୍ରତ କୁମାର ପଟେଲ,  କର୍ଣ୍ଣ ଛତର, ବଳଦେବ ମାଝୀ, ସ୍ଥାନୀୟ ବ୍ଲକ ଗୌଡ଼ ସମାଜର ବରିଷ୍ଠ ଉପଦେଷ୍ଟା ତୀର୍ଥରାଜ ନିଆଲ୍ ଏବଂ ନେତୃବୃନ୍ଦ  ଓ ସାଧାରଣ ଜନସାଧାରଣ ଉପସ୍ଥିତ ରହି ଏହି ଦାବିକୁ ପୂର୍ଣ୍ଣ ସମର୍ଥନ ଜଣାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026

You Might Also Like