-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ

17-Oct-2026



ବଲାଙ୍ଗୀର(ପ୍ରେରଣା ଖବର)-ବଲାଙ୍ଗୀର ଜିଲ୍ଲା ସଦରମହକୁମା ସ୍ତିତ ସରକାରୀ ଆଇଟିଆଇ,ଲର୍କିପାଳି ଠାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ  ଉଦଯାପିତ ହୋଇଯାଇଛି । ମହିଳା ଓ ଶିଶୁ ବିଭାଗ, ଓଡ଼ିଶା ସରକାରଙ୍କ ଦ୍ୱାରା ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଏହି କାର୍ଯକ୍ରମ ଅନୁଷ୍ଟିତ ହୋଇଯାଇଛି। ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରଯୁକ୍ତ ବିକ୍ରମ ପଣ୍ଡା ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପ୍ରୋଗ୍ରାମ ଅଫିସର ଆନୁଷ୍ଠାନିକ ଯତ୍ନ ଆଶିଷ କୁମାର ନାୟକ ଗୁରୁବାର ଓ ଶୁକ୍ରବାର ମହକ ଓ ଉତ୍ସାହ ୨୦୨୬ କୁ ପରିଚାଳନା କରିଥିଲେ।ଏହି ଉତ୍ ଘାଟନି ଉତ୍ସବରେ  ମୁଖ୍ୟ ଅତିଥି ଭାବେ ଆଇ ଟି ଆଇ ର ଅଧ୍ୟକ୍ଷ। ସୁରେଶ କୁମାର ଦଳବେହେରା ସମ୍ମାନିତ ଅତିଥିଭାବେ  ଶିଶୁ ମଙ୍ଗଲ ସମିତି ର ଅଧ୍ୟକ୍ଷା ଲୀନା ବାବୁ,ସଦସ୍ୟା ଏସ  ଲତାଶ୍ରୀ ,ମହିଳା ଓ ଶିଶୁ ବିକାଶ ବିଭାଗ ର ପ୍ରୋଗ୍ରାମ ଅଫିସର ଅନୁପମା ହେମ , ସ୍ଵାସ୍ଥ୍ୟ ବିଭାଗ ର  ଯଦୁମଣି ନାୟକ,ପ୍ରକାଶ କୁମାର ଦାସ,ସହକାରୀ ଶ୍ରମ  ଅଧିକାରୀ ରଜନୀ କାନ୍ତ ଛତ୍ରିଆ,

ଉପସ୍ଥିତ ରହି ଶିଶୁ ମାନଙ୍କୁ ଉତ୍ସାହିତ କରିଥିଲେ।ପ୍ରଥମ ଦିନରେ   ସଙ୍ଗୀତ, ଗ୍ରୁପ୍ ଡାନ୍ସ ,ଚିତ୍ରାଙ୍କନ, କୁଇଜ୍,ବକୃତା ପ୍ରତିଯୋଗିତା ଅନୁଷ୍ଟିତ ହୋଇଥିଲା । ଦ୍ୱିତୀୟ ଦିନରେ ୧୦୦ ମିଟର ,୨୦୦ ମିଟର ଦୌଡ଼,ଉଚ୍ଛ ଡିଆ ,ଲମ୍ବା ଡିଆ,କେରମ,ଚେସ, ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଳାପାଲ୍ ଶ୍ରୀଯୁକ୍ତ ଡମ୍ବରୁଧର ମଲ୍ଲିକ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଗୁଣନିଧି ମଲ୍ଲିକ, ଅତିଥି ଭାବେ ଲୀନା ବାବୁ,ଏସ ଲତାଶ୍ରୀ  ଉପସ୍ଥିତ ଥିଲେ ।ସାମାଜିକ କର୍ମୀ ଅରୁଣ ଖୁଆସ ପରିଚାଳନା କରିଥିବା ବେଳେ ହରିବନ୍ଧୁ ରାଉତ୍,ଚାଇଲ୍ଡ ହେଲ୍ପ ଲାଇନ ର ସୁବୋଧ ପଧାନ,ବସନ୍ତ ହରପାଲ ସହଯୋଗ କରିଥିଲେ । ବିଭିନ୍ନ ପ୍ରତିଯୋଗିତାରେ ସୁଧାଂଶୁ ଶେଖର କୁମ୍ଭାର, ଦିଗମ୍ବର କର  ପରିଚାଳନା କରିଥିଲେ ।ପ୍ରତିଯୋଗିତାରେ ବିଜୟୀ  ମାନଙ୍କୁ ମାନପତ୍ର,ସିଲ୍ ,କପ୍ ପ୍ରଦାନ କରାଗଲା।ପରିଶେଷରେ ପ୍ରମୋଦ ବଗର୍ତ୍ତୀ ସମସ୍ତଙ୍କୁ ଧନ୍ୟବାଦ୍ ଦେଇ ସଭା ସାଙ୍ଗ କରିଥିଲେ।

ଉପସ୍ଥିତ ରହି ଶିଶୁ ମାନଙ୍କୁ ଉତ୍ସାହିତ କରିଥିଲେ।ପ୍ରଥମ ଦିନରେ   ସଙ୍ଗୀତ, ଗ୍ରୁପ୍ ଡାନ୍ସ ,ଚିତ୍ରାଙ୍କନ, କୁଇଜ୍,ବକୃତା ପ୍ରତିଯୋଗିତା ଅନୁଷ୍ଟିତ ହୋଇଥିଲା।ଦ୍ୱିତୀୟ ଦିନରେ ୧୦୦ ମିଟର ,୨୦୦ ମିଟର ଦୌଡ଼,ଉଚ୍ଛ ଡିଆ ,ଲମ୍ବା ଡିଆ,କେରମ,ଚେସ, ପ୍ରତିଯୋଗିତା  ଅନୁଷ୍ଟିତ ହୋଇଯାଇଛି।ଏହି କାର୍ଯକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଳାପାଲ୍ ଶ୍ରୀଯୁକ୍ତ ଡମ୍ବରୁଧର ମଲ୍ଲିକ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଗୁଣନିଧି ମଲ୍ଲିକ, ଅତିଥି ଭାବେ ଲୀନା ବାବୁ,ଏସ ଲତାଶ୍ରୀ  ଉପସ୍ଥିତ ଥିଲେ ।ସାମାଜିକ କର୍ମୀ ଅରୁଣ ଖୁଆସ ପରିଚାଳନା କରିଥିବା ବେଳେ ହରିବନ୍ଧୁ ରାଉତ୍,ଚାଇଲ୍ଡ ହେଲ୍ପ ଲାଇନ ର ସୁବୋଧ ପଧାନ,ବସନ୍ତ ହରପାଲ ସହଯୋଗ କରିଥିଲେ । ବିଭିନ୍ନ ପ୍ରତିଯୋଗିତାରେ ସୁଧାଂଶୁ ଶେଖର କୁମ୍ଭାର, ଦିଗମ୍ବର କର  ପରିଚାଳନା କରିଥିଲେ।ପ୍ରତିଯୋଗିତାରେ ବିଜୟୀ  ମାନଙ୍କୁ ମାନପତ୍ର,ସିଲ୍ ,କପ୍ ପ୍ରଦାନ କରାଗଲା।ପରିଶେଷରେ ପ୍ରମୋଦ ବଗର୍ତ୍ତୀ ସମସ୍ତଙ୍କୁ ଧନ୍ୟବାଦ୍ ଦେଇ ସଭା ସାଙ୍ଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026

You Might Also Like