-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ରାଜ୍ୟ

ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ

18-Oct-2026



ବଲାଙ୍ଗିର(ପ୍ରେରଣା ଖବର): ରାଜ୍ୟପାଳ ପଦବୀ ଏକ ସାମ୍ବିଧାନିକ ପଦବୀ । ଏହି ପଦବୀର ମର୍ଯ୍ୟାଦା, ଗାରିମା କ୍ଷୁର୍ଣ୍ଣ ହେବା କଥା ନୁହେଁ କିନ୍ତୁ ନବନିଯୁକ୍ତ ରାଜ୍ୟପାଳ ବ୍ରଜମୋହନ ରାମ ତାଙ୍କ ନାମ ଘୋଷଣା ହେବା ପରେ ଗଣମାଧ୍ୟମକୁ ଦେଇଥିବା ପ୍ରତିକ୍ରିୟା ଅତି ନିନ୍ଦନୀୟ ଓ ଅସମ୍ବିଧାନିକ । ଗଣମାଧ୍ୟମରେ ଯାହା ଜଣା ପଡୁଛି ଯେ ସେ ଓଡିଶାକୁ ଆସି ଭାରତୀୟ ଜନତା ପାର୍ଟି ପାଇଁ ଭୋଟ ଯୋଗାଡ କରି ଦଳକୁ ଆହୁରି ବଳଶାଳୀ କରିବେ ବୋଳି କହିଛନ୍ତି । ଏହା ରାଜ୍ୟପାଳ ଭଳିଆ ଏକ ସାମ୍ବିଧାନିକ ଗାରିମାମୟ ପଦବୀର ବ୍ୟକ୍ତିଙ୍କ ମୁହଁ ରୁ ଏପରି ବକ୍ତବ୍ୟ ବାହାରିବା ସମ୍ବିଧାନ ବିରୋଧୀ ଅଟେ । ଏଣୁ ସେ ଏହି ପଦବୀ ପାଇଁ ଉପଯୁକ୍ତ ନୁହେଁ । ସେ ସମ୍ବିଧାନକୁ ସମ୍ମାନ ଜଣାଇ ନିଜ ପଦବୀରୁ ଇସ୍ତଫା ଦିଅନ୍ତୁ ବୋଲି ଆଜି ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ଏକ ପ୍ରେସ୍ ବିବୃତ୍ତି ମାଧ୍ୟମରେ ଦାବି କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ବର୍ତ୍ତମାନ ରାଜ୍ୟପାଳଙ୍କ ନିରପେକ୍ଷତାକୁ ନେଇ ଓଡିଶା ରାଜ୍ୟବାସୀଙ୍କ ମନରେ ଆଶଂକା ଦେଖା ଦେଲାଣି । ତାଙ୍କର ବକ୍ତବ୍ୟ ଲୋକଙ୍କ ସ୍ୱାର୍ଥ ବିରୋଧରେ ବୋଲି ଶ୍ରୀ ମିଶ୍ର କହିଛନ୍ତି । ଶ୍ରୀ ମିଶ୍ର ଏହା ମଧ୍ୟ ଉଲ୍ଲେଖ କରିଛନ୍ତି  ଯେ ଓଡିଶାର ପୂର୍ବତନ ରାଜ୍ୟପାଳ ଶ୍ରୀ ଗଣେଷିଲାଲ ଜଣେ ବାଗ୍ମି ପୂରୁଷ ଥିଲେ । ତାଙ୍କର ଅନେକ ବିଷୟରେ ପାଣ୍ଡିତ୍ୟ ଥିଲା । ତାଙ୍କର ନିରପେକ୍ଷତା ଓ ଶାସନ ପରିଚାଳନା ଦକ୍ଷତା ରାଜ୍ୟର ସମସ୍ତ ରାଜନୈତିକ ଦଳ, ଆବାଳ ବୃଦ୍ଧବନିତାଙ୍କ ଆଗରେ ଗ୍ରହଣୀୟ ଥିଲା । ତେଣୁ ବର୍ତ୍ତମାନର ରାଜ୍ୟପାଳ ତାଙ୍କ ଠାରୁ ବହୁତ କିଛି ଶିଖିବାର ଅଛି ବୋଲି ଶ୍ରୀ ମିଶ୍ର କହିଛନ୍ତି । ବର୍ତ୍ତମାନର ରାଜ୍ୟପାଳ ଦଳିଅ ଅଭିମୁଖ୍ୟକୁ ପରିହାର କରନ୍ତୁ ରାଜନୀତିରୁ ଉର୍ଦ୍ଧ୍ୱରେ ରହନ୍ତୁ ଏବଂ ଲୋକଙ୍କ ସେବା କରନ୍ତୁ ଆଜି ଯଦି ଦଳିୟ କାମ କରିବାର ଅଛି ତେବେ ରାଜ୍ୟପାଳ ଭଳିଆ ଏକ ଗାରିମାମୟ ଏକ ପଦବିରୁ ଇସ୍ତଫା ଦେଇ ଦଳୀୟ ରାଜନୀତି କରନ୍ତୁ ବୋଲି ଶ୍ରୀ ମିଶ୍ର ଏକ ପ୍ରେସ୍ ବିବୃତ୍ତି ମାଧ୍ୟମରେ ଜଣାଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like