-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ଜିଲ୍ଲା

ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ

18-Oct-2026



ବିନିକା(ହିମାଂଶୁ ଶେଖର ପୁଟେଲ)ପଶ୍ଚିମ ଓଡ଼ିଶାର ଅନନ୍ୟ ପର୍ବ ଭାଇ ଜିଉଁତିଆ । ଦୁର୍ଗାପୂଜା ସମୟରେ ଆଶ୍ୱିନ ଶୁକ୍ଳ ଅଷ୍ଟମୀ (ମହାଷ୍ଟମୀ) ଦିନ ଏହି ପର୍ବ ପାଳନ କରାଯାଏ । ଏହି ଦିନ ଭଉଣୀମାନେ ନିଜ ଭାଇର ଦୀର୍ଘାୟୁ,ସୁଖ ଓ ସମୃଦ୍ଧି ପାଇଁ ନିର୍ଜଳା ଉପବାସ କରନ୍ତି। ଭାଇ ମାନେ ଭାଇ ଓ ଜିଉଁତିଆ ମାନେ ରକ୍ଷା ସୂତା । ଭଉଣୀ ଭାଇ ହାତରେ ଏହି ପବିତ୍ର ସୂତା ବାନ୍ଧି ରକ୍ଷା କାମନା କରେ। ଏହା ପଶ୍ଚିମ ଓଡ଼ିଶାର ରାକ୍ଷୀ ପୂର୍ଣ୍ଣିମା । ରାକ୍ଷୀ ଭଳି ଏଠାରେ ଭଉଣୀ ହିଁ ବ୍ରତ ରଖେ,ଭାଇ ନୁହେଁ । ବିବାହିତ ଭଉଣୀମାନେ ଭାଇର ନିମନ୍ତ୍ରଣରେ ବାପ ଘରକୁ ଆସି ଏହି ଓଷା ପାଳନ କରନ୍ତି । ଏହା ଦ୍ୱାରା ଭାଇ-ଭଉଣୀ ସମ୍ପର୍କ ଆହୁରି ମଜବୁତ ହୁଏ । ଭଉଣୀମାନେ ଦିନ ସାରା ନିର୍ଜଳା ଉପବାସ କରନ୍ତି ।
ସନ୍ଧ୍ୟାରେ ଖୋଲା ପଡିଆ ବା ଦୁର୍ଗା ମଣ୍ଡପରେ ଏକାଠି ହୋଇ ମା' ଦୁର୍ଗାଙ୍କୁ ପୂଜା କରନ୍ତି । ଆମ୍ବ ତୋରଣ,ଫୁଲ,ଦୀପରେ ମଣ୍ଡପ ସଜାଯାଏ ।ପ୍ରତି ଭାଇ ପାଇଁ ୧୦୮ ଦୁବ ଘାସ ଓ ୧୦୮ ଅରୁଆ ଚାଉଳକୁ ଶାଳ ପତ୍ରରେ ବିଡା କରି ରଙ୍ଗୀନ ଜିଉଁତିଆ ସୂତାରେ ବାନ୍ଧି ଦେବୀଙ୍କ ପାଖରେ ପୂଜା କରନ୍ତି।ପରଦିନ ମହାନବମୀ ଭୋରରୁ ନଦୀ ବା ପୋଖରୀରେ ସ୍ନାନ କରି,ସେହି ଦୁବ ବିଡାକୁ ଭାଇର ମୁଣ୍ଡରୁ ପାଦ ଯାଏଁ ୭ ଥର ଛୁଆଁଇ ମଙ୍ଗଳ କାମନା କରନ୍ତି ଓ ହାତରେ ଜିଉଁତିଆ ବାନ୍ଧନ୍ତି।ଭାଇ ଭଉଣୀକୁ ଉପହାର ଓ ମିଠା ଦିଏ ଓ ଭଉଣୀ ଉପବାସ ଭାଙ୍ଗେ। ଏହି ପର୍ବ ଚଳିତ ମାସ ୧୮/୧୯ ତାରିଖ ପଡୁଥିବାରୁ ପଡୁଥିବାରୁ ଭଉଣୀ ବାପ ଘର ଅର୍ଥାତ ନିଜ ଭାଇ ପାଖକୁ ଯିବା ପାଇଁ ମନରେ ଚଞ୍ଚକତା ସୃଷ୍ଟି କରିଥିବା ଦେଖିବାକୁ ମିଳିଛି।ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ଗାଁ ଠୁଁ ସହର ଯାଏ ବିନିକା ଅଞ୍ଚଳର ଘରେ ଘରେ ଭାଇ ଭଉଣୀର ନିବିଡ ସମ୍ପର୍କ ଭାଇ ଯୁଇନ୍ତିଆ ପର୍ବ ଆଡ଼ମ୍ବରପୂର୍ଣ୍ଣ ଭାବେ ପାଳିତ ହେଉଥିବା ଜଣାପଡ଼ିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like