-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ଜିଲ୍ଲା

*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*

18-Oct-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ଚଳିତବର୍ଷ ବ୍ଲକଛକ ଦୁର୍ଗାପୂଜା କମିଟି ପକ୍ଷରୁ ଏଥର ଅନ୍ୟୁନ ୨୭ଲକ୍ଷ ଟଙ୍କା ର ବଜେଟ ଆକଳନ କରାଯାଇଛି। ଆକର୍ଷଣୀୟ ସାଜସଜ୍ଜା ସହ। ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଏଥର ବଲିଉଡ୍ ସିଙ୍ଗର ଅରୁନିତା କାଞ୍ଜିଲାଲ୍ ଙ୍କ ପ୍ରୋଗ୍ରାମ ଥିବା ଯୋଗୁଁ ଲକ୍ଷାଧିକ ଦର୍ଶକଙ୍କ ଭିଡ ଜମିବା ଆଶାକରାଯାଉଛି। ୧୮ତାରିଖରେ ପାରାୟଣ ଗାୟୀକା ପ୍ରୀତିନନ୍ଦା ମିଶ୍ର ଓ ସହ ଗାୟୀକା ଶୃତିନନ୍ଦା ମିଶ୍ର ଙ୍କ ଦ୍ଵାରା ସୁନ୍ଦରାଷକାଣ୍ଡ ପରିବେଷଣ ହେବାକୁଥିବାବେଳେ ୧୯ତାରିଖରେ ପଦ୍ମମାଧବ ଭଜନ ସଂଧ୍ୟା ଓ ବଡିବିଲ୍ଡିଂ ପ୍ରତିଯୋଗିତା ମିଷ୍ଟର ସୁବର୍ଣ୍ଣପୁର ଅନୁଷ୍ଠିତ ହେବ ଯେଉଁ ଥିରେକି ମିଷ୍ଟର ଏସିଆ ଅମିତ ଭୂୟାଁ ଉପସ୍ଥିତ ରହିବେ। ସେହିପରି ୨୦ତାରିଖରେ ସମ୍ବଲପୁରୀ ଅର୍କେଷ୍ଟ୍ରା ସୁର୍ ମେଲୋଡି  ୨୧ତାରିଖରେ ବହୁ ପ୍ରତିକ୍ଷିତ ରାବଣପୋଡି ମହୋତ୍ସବ ଅନୁଷ୍ଠିତ ହେବ ଚଳିତ ବର୍ଷ ରାବଣ ଭୂମିକାରେ ନାଟ୍ୟଶ୍ରୀ ଦେବରାଜ ଛତ୍ରୀଆ ଙ୍କ ଦମଦାର୍ ରାବଣ ଦରବାର ପରିବେଷଣ ହେବ। ୨୨ତାରିଖରେ ଇଣ୍ଡିଏଲ୍ ଆଇଡଲ୍ ଅରୁନିତା କାଞ୍ଜିଲାଲ୍ ଙ୍କ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସୁବର୍ଣ୍ଣପୁର ଜିଲ୍ଲାର ଓଡିଶା ପ୍ରଶାସନିକ ସେବାରେ କୃତକାର୍ଯ୍ୟ ହୋଇଥିବା ନିତିଶ କୁମାର ବାରିକ ଓ  ଶିତଲ କୁଶଳ ଓ କଳା, ସଂସ୍କୃତି, ସାହିତ୍ୟ ଓ କ୍ରୀଡାରେ ବିଭିନ୍ନ ବ୍ୟକ୍ତି ବିଶେଷ ଙ୍କୁ ସଂବର୍ଦ୍ଧିତ କରାଯିବ। ବିଶେଷ କରି ଜିଲ୍ଲାର ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଣ୍ଡକିଟାଲ୍ ର ପର୍ବତାରୋହୀ   ସୋନାଲି ଭୋଇ ଙ୍କ ସଫଳତା ଯୋଗୁଁ ସେ ଏବେ ସର୍ବ ଭାରତୀୟ  ପର୍ବତାରୋହୀ ଙ୍କ ମଧ୍ୟରେ ଏକ ଚର୍ଚ୍ଚିତ ଚେହେରା ଭାବରେ ଏବେ ସୁବର୍ଣ୍ଣପୁର ଜିଲ୍ଲାର ଗୈ। ରବ ବୃଦ୍ଧି କରିଥିବା ଯୋଗୁଁ ତାଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯିବା କାର୍ଯ୍ୟକ୍ରମ ରହିଛି।
ଆଜିର ଏହି ଖବରଦାତା ସମ୍ମିଳନୀ ରେ ସଭାପତି ଅରବିନ୍ଦ ବାରିକ, ସଂପାଦକ ନିଶାନ୍ତ କୁମାର ମହାନ୍ତି, କୋଷାଧ୍ୟକ୍ଷ ଦିଲ୍ଲୀପ ପାତ୍ର , ମିଡିଆ ସଂଯୋଜକ ସ୍ଵାଧୀନ ମେହେର, ଶରତ ମହାପାତ୍ର,ଅମିୟ ରଞ୍ଜନ ଦାଶ, ଜ୍ୟୋତିର୍ମୟ ମିଶ୍ର, ଦେବାଶିଷ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like